Home Left

ରାୟଗଡ଼ା ମହୋତ୍ସବ ‘ଚଇତି’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୧୦।୧୨(ଆଶିଷ ରଞ୍ଜନ ପଣ୍ଡା): ଆସନ୍ତା ୨୬ରେ ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ‘ଚଇତି’ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଭାଜପା ଜିଲା ସଭାପତି ଶିବ ପଟ୍ଟନାୟକ ସୂଚନା ଦେଇଛନ୍ତି। ଚଇତିରେ ଯୋଗଦେବା ପାଇଁ ରାୟଗଡ଼ା…

ମୃତ୍ୟୁ ପୂର୍ବରୁ ୨୪ପୃଷ୍ଠାର ସୁଇସାଇଡ ନୋଟ୍‌ ଲେଖିଲେ ଆଇଟି କର୍ମଚାରୀ, ଶେଷ ପୋଷ୍ଟରେ ମସ୍କ-ଟ୍ରମ୍ପଙ୍କୁ କଲେ ଟ୍ୟାଗ୍‌

ବେଙ୍ଗାଲୁରୁ,୧୦।୧୨: ସ୍ତ୍ରୀ ବାରମ୍ବାର ହଇରାଣ କରୁଥିଲେ। ସ୍ତ୍ରୀଙ୍କ ସହ ପରିବାର ଲୋକ ମଧ୍ୟ ହାତ ମିଳାଇଥିଲେ। ଦିନକୁ ଦିନ ସ୍ତ୍ରୀଙ୍କ ନିର୍ଯ୍ୟାତନା ବଢିବାରେ ଲାଗିଥିଲା। ଜଣେ ମହିଳା ବିଚାରପତି ମଧ୍ୟ ସ୍ତ୍ରୀଙ୍କୁ ଘରୋଇ ହିଂସା ମାମଲାରେ ସହାୟତା କରୁଥିଲେ। ଏପରିକି ସ୍ତ୍ରୀ…

ସିରିଆ ପରେ ଇରାନର ପାଳି? ଅଡୁଆ କରିବେ ଟ୍ରମ୍ପ!

ତେହେରାନ,୧୦।୧୨: ସେପ୍ଟେମ୍ବର ଶେଷରେ ଯେତେବେଳେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌ରେ ଇରାନର ସବୁଠାରୁ ଶକ୍ତିଶାଳୀ ହିଜବୁଲାର ମୁଖ୍ୟ ହାସନ ନାସରାଲ୍ଲାଙ୍କୁ ହତ୍ୟା କରାଯାଇଥିଲା, ସେତେବେଳେ ଏହା ତେହେରାନକୁ ଏକ ବଡ଼ ଝଟକା ଲାଗିଥିଲା। ଦୁଇମାସ ପରେ ଇରାନର ପ୍ରମୁଖ ସହଯୋଗୀ ସିରିଆ ରାଷ୍ଟ୍ରପତି…

ବାବା ଭେଙ୍ଗା କରିଦେଲେ ଭୟଙ୍କର ଭବିଷ୍ୟବାଣୀ, ୨୦୨୫ରେ ହେବ ସବୁଠାରୁ ବଡ଼ ଯୁଦ୍ଧ! ରଚିବ ତାଣ୍ଡବ…

ନୂଆଦିଲ୍ଲୀ,୧୦।୧୨: ଆଉ କେଇଟା ଦିନ ପରେ ଶେଷ ହୋଇଯିବ ୨୦୨୪। ଏବଂ କିଛି ଦିନ ପରେ ନୂଆ ବର୍ଷ ଆରମ୍ଭ ହେବାକୁ ଯାଉଛି। ନୂଆ ବର୍ଷ ଆରମ୍ଭ ପୂର୍ବରୁ, ଅନେକ ଲୋକ ଜାଣିବାକୁ ଚାହାଁନ୍ତି ଯେ ଆଗାମୀ ବର୍ଷରେ କେଉଁ ବଡ଼…

ଚାଞ୍ଚଲ୍ୟକର ବୟାନ ଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ଓକିଲ, ଫସାଇ ଦେଇଥିଲେ କି ବିଜେଡି ସରକାର…

ବ୍ରହ୍ମପୁର,୧୦।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ମାମଲାର ବିଚାରଣା ଆରମ୍ଭ ହୋଇଛି। ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଟାଟା ମୋଟର୍ସ ସମ୍ପର୍କିତ ମାମଲା ନେଇ ଚାଞ୍ଚଲ୍ୟକର ତଥ୍ୟ ରଖିଲେ ପ୍ରଦୀପ ପାଣିଗ୍ରାହୀଙ୍କ…

କଏଦୀଙ୍କ ପାଇଁ ଖୁସି ଖବର: ଜେଲ ଡିଜି କହିଲେ….

ଭୁବନେଶ୍ୱର,୧୦।୧୨: କଏଦୀଙ୍କ ପାଇଁ ଆସିଲା ଖୁସିଖବର। ରାଜ୍ୟର ୮୭ଟି ଜେଲ୍‌ରେ ଥିବା ୪୦୦ କଏଦୀଙ୍କ ସଜା ହେବ କୋହଳ । ଅପରାଧ କରିଥିଲେ ସୁଦ୍ଧା ଜେଲ୍‌ରେ ଉତ୍ତମ ଆଚରଣ ପ୍ରଦର୍ଶନ କରିବାରୁ ସଜା କୋହଳ କରିଛନ୍ତି ରାଜ୍ୟ ସରକାର। ଏ ନେଇ…

ଜମିଜମା କିଣାବିକା କରୁଥିଲେ ନିଶ୍ଚିତ ଜାଣନ୍ତୁ, ରାଜସ୍ବମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୦।୧୨: ଆଗାମୀ ଦିନରେ ଜମିଜମା କିଣାବିକା ସମ୍ପୂର୍ଣ୍ଣ କ୍ୟାସଲେସ ହେବ। ଜମିଜମା କିଣାବିକାକୁ କ୍ୟାସଲେସ କରିବାକୁ ଯୋଜନା ଚାଲିଛି। ଏ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହାଦ୍ୱାରା ଲାଞ୍ଚ କାରବାରକୁ ରୋକାଯାଇପାରିବ ବୋଲି ସେ କହିଛନ୍ତି। ଭୁବନେଶ୍ୱର…

ମୋଦିଙ୍କ ଠାରୁ ଏତେ ଲକ୍ଷ ଟଙ୍କା ଅଧିକ ଦରମା ପାଇବେ ଆରବିଆଇର ନୂଆ ଗଭର୍ନର, ଅନ୍ୟ ସୁବିଧା ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୧୦।୧୨: ସଞ୍ଜୟ ମାଲହୋତ୍ରାଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କର ନୂତନ ଗଭର୍ନର ଭାବେ ନିଯୁକ୍ତି କରାଯାଇଛି । ବର୍ତ୍ତମାନ ସେ ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ। ସେ ରାଜସ୍ଥାନ କ୍ୟାଡରର ୧୯୯୦ ବ୍ୟାଚ IAS ଅଧିକାରୀ ଅଟନ୍ତି। ସଞ୍ଜୟ ମାଲହୋତ୍ରା ୧୧ ଡିସେମ୍ବର…

ଅଟୋ ଡ୍ରାଇଭରଙ୍କ ଝିଅ ବିବାହରେ ମିଳିବ ୧ ଲକ୍ଷ ଟଙ୍କା, ଏହାସହ ୧୦ ଲକ୍ଷର ଲାଇଫ୍‌ ଇନସ୍ୟୁରାନ୍ସ

ନୂଆଦିଲ୍ଲୀ,୧୦।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ବଡ ଘୋଷଣା କରିଛନ୍ତି। ସେ ଦିଲ୍ଲୀର ଅଟୋ ଡ୍ରାଇଭରଙ୍କ ପାଇଁ ପାଞ୍ଚଟି ବଡ ଘୋଷଣା କରିଛନ୍ତି। ସେ ଘୋଷଣା କରିଛନ୍ତି ଯେ ଯଦି…

୮ ଦିନ ପାଇଁ ବନ୍ଦ ରହିବ ସ୍କୁଲ-କଲେଜ, ଜାଣନ୍ତୁ କାରଣ

ରାୟପୁର,୧୦।୧୨: ଶୀତଋତୁରେ ଉତ୍ତର ଭାରତର ସମସ୍ତ ରାଜ୍ୟର ବିଦ୍ୟାଳୟରେ ଏକ ଲମ୍ବା ଛୁଟି ଘୋଷଣା କରାଯାଇଛି। ସେପଟେ ଛତିଶଗଡ଼ର ବିଦ୍ୟାଳୟ ଶିକ୍ଷା ବିଭାଗ ଶୀତଦିନିଆ ଛୁଟି ଘୋଷଣା କରିଛି। ଯାହା ଅନୁଯାୟୀ, ୨୩ ରୁ ୨୮ ଡିସେମ୍ବର ପର୍ଯ୍ୟନ୍ତ ରାଜ୍ୟର ବିଦ୍ୟାଳୟଗୁଡ଼ିକ…

କନିଷ୍ଠ କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର,୧୦ା୧୨: ଭୁବନେଶ୍ୱର ଖଣ୍ଡଗିରି ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍‌ କ୍ଲର୍କ) ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ଜଣେ ଆଇନଜୀବୀଙ୍କଠୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର କନିଷ୍ଠ କିରାଣି (ଜୁନିୟର୍‌ କ୍ଲର୍କ)…

ଆହତ ହେଲେ ପନ୍ତ, ଗାବା ଟେଷ୍ଟ ପୂର୍ବରୁ ଆସିଲା ଏମିତି ଖବର

ନୂଆଦିଲ୍ଲୀ,୧୦।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ଗାବାରେ ଖେଳାଯିବାକୁ ଯାଉଛି, ଯେଉଁଥିପାଇଁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। କିନ୍ତୁ, ଏହି ମ୍ୟାଚ ଆରମ୍ଭ ପୂର୍ବରୁ ଅଭ୍ୟାସ ଅଧିବେଶନରେ ଋଷଭ ଆହତ ହେବାପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri