Home Left

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ ଚିହ୍ନଟ କରାଯାଇଛି। ତଦନ୍ତକାରୀ ସଂସ୍ଥାଗୁଡ଼ିକ ଅନୁଯାୟୀ, ସେ କଶ୍ମୀରରେ ସକ୍ରିୟ ସଜ୍ଜାଦ ଭଟ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଉଭୟ ପାରସ୍ପରିକ ସମ୍ମତିରେ ବିବାହ ଭାଙ୍ଗିବା ପାଇଁ ସୁପ୍ରିମକୋର୍ଟର ହସ୍ତକ୍ଷେପ ଲୋଡ଼ିଛନ୍ତି।…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ ଧାନ ଚାଷ ଉପରେ ଦୀର୍ଘ ଦିନ ଧରି ପାଣିରେ ବୁଡି ରହିଥିଲା। ବନ୍ୟା…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। 15 ବର୍ଷୀୟ ସୂର୍ଯ୍ୟବଂଶୀଙ୍କୁ ତାଙ୍କ କ୍ୟାରିୟରର ଏତେ ପ୍ରାରମ୍ଭିକ ପର୍ଯ୍ୟାୟରେ ଇଶାନ କିଶନଙ୍କ…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଜିଲାର ୩୮ଟି ପଞ୍ଚାୟତର ୭୫ଟି ଗାଁ ବନ୍ୟା ପାଣିରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି। ଏହି ନୂଆ ସୁବିଧାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଲଗେଜ୍ ବୁକିଂକୁ ଅଧିକ ସୁବିଧାଜନକ…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ ଭୂମିକାକୁ ନେଇ ନିଜର ମତ ଖୋଲାଖୋଲି ଭାବରେ ପ୍ରକାଶ କରିଛନ୍ତି। ଏହି ଆଲୋଚନା…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି। ଭଞ୍ଜ ସାହିତ୍ୟର ପୁନରାବଲୋକନ ସହ ଏହାକୁ ଆଧୁନିକ ଦୃଷ୍ଟିକୋଣରୁ ଅଧ୍ୟୟନ ଓ ବିଶ୍ଳେଷଣ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି। ଫ୍ଲେମିଂ ଏହି ବର୍ଷ ଶେଷରୁ ଏହି ଦାୟିତ୍ୱ ଗ୍ରହଣ କରିବେ। ଇଂଲଣ୍ଡ ପ୍ରଶିକ୍ଷକ…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ ବିପଦ ସଙ୍କେତ ତଳେ ଥିବା ସେ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି । ଏହି ପ୍ରତିବାଦକୁ ଭିନ୍ନ ଢଙ୍ଗରେ ପ୍ରକାଶ କରିବା ପାଇଁ ପପ୍ପୁ ଯାଦବ ସାଧୁ…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ବସ୍‌ ସେବା ପହଞ୍ଚତ୍ ପାରିନାହିଁ। ବସ୍‌ ଷ୍ଟପ୍‌ ଥିଲେ ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?