Home Left

ପୁଅର ଅନ୍ତ୍ୟେଷ୍ଟିକ୍ରିୟା ପାଇଁ ସହାୟତା ମାଗୁଛନ୍ତି ମା’

କାକଟପୁର/ଅସ୍ତରଙ୍ଗ,୯ା୧୨ (ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ): ଦିନେ ରୋଗାକ୍ରାନ୍ତ ପୁଅର ଚିକିତ୍ସା ପାଇଁ ବୃଦ୍ଧ ମା, ବାପା ଗାଁ ଗାଁ ବୁଲି ସହାୟତା ମାଗୁଥିଲେ। ପୁଅକୁ ଭଲ କରିବାକୁ ଆଶା ବାନ୍ଧିଥିଲେ। ହେଲେ ପ୍ରଥମେ ବାପା ଓ ପରେ ଏକମାତ୍ର…

ଆଶିଷଙ୍କ ପରେ ଡେପୁଟେଶନରେ ଯିବେ କୁଟ୍ଟେ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଆଇପିଏସ୍‌ ଅଫିସର ଡି.ଏସ୍‌ କୁଟ୍ଟେ କେନ୍ଦ୍ରୀୟ ଡେପୁଟେଶନରେ ଯିବାନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ଡେପୁଟେଶନ ଯିବା ଘୋଷଣା ହେବା ପରେ ଡି.ଏସ୍‌. କୁଟ୍ଟେଙ୍କ ବିଜ୍ଞପ୍ତି ଜାରି ହୋଇଛି। ବିଏସ୍‌ଏଫ୍‌ ଆଇଜି ଭାବେ…

ବାଂଲାଦେଶରେ ଏବେ ହେବ ଅସଲ ଖେଳ! ୟୁନୁସଙ୍କ ବିରୋଧରେ ମଇଦାନକୁ ଓହ୍ଲାଇଲେ ଶେଖ ହାସିନା

ଢାକା,୯।୧୨: ଆଗାମୀ ସମୟରେ ବାଂଲାଦେଶ ରାଜନୀତିରେ କିଛି ବଡ ଘଟଣା ଘଟିପାରେ। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବର୍ତ୍ତମାନ ଖୋଲାଖୋଲି ଭାବେ ମଇଦାନକୁ ଆସିଛନ୍ତି। ସେ ବର୍ତ୍ତମାନର ଅନ୍ତରୀଣ ସରକାରକୁ ଦୃଢ ଭାବରେ ଟାର୍ଗେଟ କରି କହିଛନ୍ତି ଯେ, ମଧ୍ୟବର୍ତ୍ତୀକାଳୀନ ସରକାରର…

ରାଜ୍ୟ ସଭା ପାଇଁ ଆଜି ନାମାଙ୍କନ ଭରିବେ ସୁଜିତ୍‌ କୁମାର

ଭୁବନେଶ୍ୱର,୯ା୧୨: ରାଜ୍ୟ ସଭା ପାଇଁ ସୁଜିତ୍‌ କୁମାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ତେବେ ସେ ଆଜି ବିଧାନସଭାରେ ତାଙ୍କର ଏହି ନାମାଙ୍କନ ଭରିବେ। ସୁଜିତ୍‌ ସେପ୍ଟେମ୍ବର ୬ରେ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ସୂଚନା ଥାଉକି, ବିଜେଡି…

ଚାର୍ଜରେ ବସିଥିବାବେଳେ ବ୍ୟାଟେରି ଗାଡ଼ିରେ ଲାଗିଲା ନିଆଁ, ଜଳିଗଲା ୫ ବାଇକ୍‌

ସୁନ୍ଦରଗଡ଼,୯ା୧୨(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ କଲେଜ ରୋଡ୍‌ରେ ରବିବାର ରାତିରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ବ୍ୟାଟେରି ଚାଳିତ ସ୍କୁଟି ଚାର୍ଜରେ ବସିଥିବାବେଳେ ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଯାଇଥିଲା। ଫଳରେ ଉକ୍ତ ଗାଡ଼ି ପାଖରେ ଥିବା ଆଉ ୪ ଗାଡ଼ି ଏହିପରି ମୋଟ୍‌…

ଜଣଙ୍କ ଜୁଇ ଜଳୁଥିବାବେଳେ ଆଉ ଜଣଙ୍କୁ ସେହି ନିଆଁରେ ପକାଇ ଜାଳିଦେଲେ ଲୋକେ, କାରଣ ଜାଣିଲେ ହେବେ ଚକିତ

କୋରାପୁଟ,୯ା୧୨: କୋରାପୁଟ ଜିଲା ବନ୍ଧୁଗାଁ ଛାରପା ଗାଁରେ ଏକ ଅଭାବାନୀୟ କାଣ୍ଡ ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କ ଶବଦାହ ଚାଲିଥିବାବେଳେ ସେହି ନିଆଁରେ ଆଉ ଜଣଙ୍କୁ ଜିଅନ୍ତା ପୋଡ଼ି ମାରିଛନ୍ତି ପରିବାର ଲୋକେ। ଶନିବାର ସନ୍ଧ୍ୟାରେ ଗାଁରେ ଜଣଙ୍କର ଅଚାନକ ମୃତ୍ୟୁ…

ମହମ୍ମଦ ସିରାଜ- ଟ୍ରାଭିସ ହେଡ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବ ଆଇସିସି! ମ୍ୟାଚ ସମୟରେ କରିଥିଲେ ଏମିତି କାମ

ନୂଆଦିଲ୍ଲୀ,୯।୧୨: ବ୍ରିସବେନ ଟେଷ୍ଟ ପୂର୍ବରୁ ମହମ୍ମଦ ସିରାଜ ଏବଂ ଟ୍ରାଭିସ ହେଡ୍‌ଙ୍କ ମଧ୍ୟରେ ହୋଇଥିବା ବିବାଦ ବନ୍ଦ ହେବାର କୌଣସି ନା ନେଉନାହିଁ। ବାସ୍ତବରେ, ଆଡିଲେଡରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ମ୍ୟାଚ ସମୟରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ…

କଥା ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଧନୁଯାତ୍ରାକୁ ନିଶ୍ଚୟ…

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ବ୍ୟାପୀ  ଏହା ଚାଲିବ। ତେବେ ରବିବାର ସୋହେଲା ଇଚ୍ଛାପାଲିଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ରାସ୍ତା ସମ୍ପ୍ରସାରଣ ନ ହେଲେ ଗଣଧାରଣା ଦେବେ ଅଞ୍ଚଳବାସୀ, ଚେତାବନୀ ଦେଇ କହିଲେ…

କେସିଙ୍ଗା,୯ା୧୨(ତୁମୋଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ନିର୍ମାଣ ହେଉଥିବା ଆର୍‌ ଓ ବି (ରେଳ ଓଭର ବ୍ରିଜ୍‌)କୁ ବିଶିଷ୍ଟ ସମାଜବେୀ ସୁରେଶ ରାଓଙ୍କ ନେତୃତ୍ୱରେ ଅଞ୍ଚଳବାସୀ ବିରୋଧ କରି ସ୍ଥାନୀୟ ଆମ୍ବେଦକର ନିକଟସ୍ଥ ପଣ୍ଡରା ଭବନରେ ଏକ ବୈଠକ କରିଥିଲେ।…

ବାଂଲାଦେଶ ଗସ୍ତରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି, ୟୁନୁସଙ୍କ ସହ ହୋଇପାରେ ସାକ୍ଷାତ୍‌

ନୂଆଦିଲ୍ଲୀ,୯।୧୨: ବାଂଲାଦେଶରେ ସରକାର ପରିବର୍ତ୍ତନ ପରେ ସେଠାରେ କୌଣସି ଉନ୍ନତି ହୋଇପାରି ନାହିଁ। ବାଂଲାଦେଶରେ ହିନ୍ଦୁ ଏବଂ ସେମାନଙ୍କ ମନ୍ଦିରକୁ କ୍ରମାଗତ ଭାବେ ଟାର୍ଗେଟ କରାଯାଉଛି। ଏହି ସମୟରେ, ଡିସେମ୍ବର ୯ରେ ବୈଦେଶିକ ସଚିବ ବିକ୍ରମ ମିଶ୍ରି ବାଂଲାଦେଶ ଗସ୍ତରେ ଏକ…

ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ

ପୁଡୁଚେରୀ,୯।୧୨: କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ରବିବାର ସାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି…

ଏହି ତାରିଖ ଯାଏ ମାଗଣାରେ ଅପଡେଟ୍‌ ହେବ ଅଧାରକାର୍ଡ, ବିଳମ୍ବ କଲେ ଦେବାକୁ ପଡିବ ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଲୋକଙ୍କ ପାଖରେ ଅନେକ ଡକ୍ୟୁମେଣ୍ଟ ଗୁରୁତ୍ୱପୂର୍ଣ୍ଣ ସମୟରେ ଆବଶ୍ୟକ ହୋଇଥାଏ। ସେଗୁଡ଼ିକ ମଧ୍ୟରେ ସର୍ବାଧିକ ବ୍ୟବହୃତ ଡକ୍ୟୁମେଣ୍ଟ ହେଉଛି ଆଧାର କାର୍ଡ। ଭାରତର ଜନସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଆଧାର କାର୍ଡ ରହିଛି। ବିଦ୍ୟାଳୟ-କଲେଜରେ ଆଡମିଶନ ନେବା ଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri