୨୫ ହଜାରରୁ ଅଧିକ ସଭ୍ୟ ସଂଗ୍ରହ ଲକ୍ଷ୍ୟ
ଭବାନୀପାଟଣା,୯ା୧୦ (ଉତ୍ତମ କୁମାର ଦାଶ): ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବୁଧବାର ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀଠାରୁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବର ଶଙ୍ଖ ଭବନଠାରେ ଆୟୋଜିତ ସଭାରେ ନବୀନ ପଟ୍ଟନାୟକ…
ଟ୍ରକ୍ ଧକ୍କାରେ ଚାଲିଗଲା ବାଇକ୍ଚାଳକଙ୍କ ଜୀବନ, ଜଣେ ଗୁରୁତର
ଥୁଆମୂଳ ରାମପୁର,୯ା୧୦(ଦୁର୍ଗା କୀର୍ତ୍ତି): ପୋଲିସ ପ୍ରଶାସନର ଘନଘନ ରୋଡ୍ ସୁରକ୍ଷା ସଚେତନତା ସତ୍ତ୍ୱେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଆଉ ବିଶେଷକରି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର କର୍ଲାପାଟ ଥାନା ଅଧୀନରେ ଗତ କିଛିଦିନ ହେବ ସଡ଼କ…
୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣଙ୍କ ଆତ୍ମସମର୍ପଣ
ମାଲକାନଗିରି,୯ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଜଗଦଲପୁରରେ ୧ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀଙ୍କ ସମେତ ୪ ଜଣ ବୁଧବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଛୋଟା ପାଣ୍ଡୁ କାୱାସୀ, ମାନକୁ ରାମ କଶ୍ୟପ, କରିଆ ପୋୟାମ ଏବଂ ଫୁଲମତି ଗୀର୍ଜା।…
ତାରରେ ଲୁଗା ଶୁଖାଉଥିବାବେଳେ ମହିଳାଙ୍କୁ ମାରିଲା କରେଣ୍ଟ, ଆଉ ତା’ ପରେ…
ବାଲିଗୁଡ଼ା,୯ା୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଗୁଳିମରା ସାହିରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ଆଘାତ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ହେଲେ କୁନି ତ୍ରିପାଠୀ। ସୂଚନା ଅନୁସାରେ, ଗୁଳିମରା ସାହିର ମହିଳା ଜଣକ ବୁଧବାର ବାଡ଼ିପଟେ…
ରିଙ୍କୁ-ନୀତିଶଙ୍କ ଧୂଆଁଧାର ଅର୍ଦ୍ଧଶତକ: ବାଂଲାଦେଶ ଆଗରେ ୨୨୨ ରନର ଟାର୍ଗେଟ
ନୂଆଦିଲ୍ଲୀ,୯ା୧୦: ଭାରତୀୟ ଦଳ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ନୀତୀଶ ରେଡ୍ଡୀ ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ଅର୍ଦ୍ଧଶତକ ବଳରେ…
ରାଜପଥରେ ସ୍କୁଟିକୁ ଧକ୍କାଦେଲା ଟ୍ରକ୍, ଚାଲିଗଲା ଯୁବକଙ୍କ ଜୀବନ
କୋରାପୁଟ,୯ା୧୦(ଅମିତାଭ ବେହେରା): କୋରାପୁଟରୁ ବିଶାଖାପାଟଣା ଯାଇଥିବା ୨୬ନମ୍ବର ଜାତୀୟ ରାଜପଥର ଡୁମୁରିପୁଟଠାରେ ଏକ ସ୍କୁଟି ସହ ଟ୍ରକ୍ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେହିପରି ଦୁର୍ଘଟଣାରେ ଅନ୍ୟଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ମିଳିଥିବା ସୂଚନାରୁ…
୬୦୨୫ ଟି ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ଓଡ଼ିଶା ସରକାର
ଭୁବନେଶ୍ୱର,୯ା୧୦: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ…
ନୀଳ ଗାମୁଛାକୁ ମନ୍ତ୍ରୀ, ଏମ୍ପିଙ୍କ…
ଛତ୍ରପୁର,୯ା୧୦(ସନ୍ତୋଷ ପାଢ଼ୀ): ଦୀର୍ଘ ୧୫ ମାସ ପରେ ବୁଧବାର ଗଞ୍ଜାମ ଜିଲା ପରିଷଦ ବୈଠକ ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ପ୍ରତି ୩ ମାସକୁ ଥରେ ଜିଲା ପରିଷଦ ବୈଠକ ବସିବା ନିୟମ ଥିଲା ବେଳେ ଗଞ୍ଜାମରେ ଏହାର ବ୍ୟତିକ୍ରମ…
ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ରତନ ଟାଟା
ମୁମ୍ବାଇ,୯ା୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବୁଧବାର ଏନେଇ ଖବର ସରବରାହ ସଂସ୍ଥା ରିଉଟର୍ସ ରିପୋର୍ଟ କରିଛି। ପୂର୍ବରୁ ସୋମବାର ମଧ୍ୟ ଖବର ଆସିଥିଲା ଯେ, ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ…
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରି ୧୪ ବର୍ଷ ଜେଲ୍ଦଣ୍ଡ ଭୋଗିବେ ଅଭିଯୁକ୍ତ
ବରଗଡ଼,୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ୨୦୧୪ ନଭେମ୍ବରରେ ସଂଘଟିତ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଏବଂ ଗର୍ଭପାତ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ବରଗଡ଼ ପୋକ୍ସୋ ବିଚାରପତି ଏହି ମାମଲାର ରାୟ ପ୍ରକାଶ କରି ଅଭିଯୁକ୍ତ…
ମୁଖ୍ୟମନ୍ତ୍ରୀଙ୍କ ଗାଁ ରାସ୍ତା ଶୋଚନୀୟ, ବିଭାଗର ନଜର ନାହିଁ
କେନ୍ଦୁଝର,୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଗ୍ରାମ ଶୋଚନୀୟ ହୋଇ ପଡ଼ିଥିବାବେଳେ ବିଭାଗ ନିଘୋଡ଼ ନିଦ୍ରାରେ ଶୋଇଛି। ଘଟଣାରୁ ପ୍ରକାଶ…
ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ
ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ ଚୋରି ହୋଇଥିବା ନେଇ ସଂପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ପିତମ ପନକା ଝରିଗାଁ ଲିଖିତ ଅଭିଯୋଗ…
Archives


