Home Left

ଫିଟୁନି ମହାରାଷ୍ଟ୍ରର ଅଡୁଆ ସୂତା, ମନ୍ତ୍ରିମଣ୍ଡଳକୁ ନେଇ ରହିଛି ସସପେନ୍ସ

ମୁମ୍ବାଇ,,୮।୧୨: ମହାରାଷ୍ଟ୍ରରେ ନୂଆ ସରକାର ଗଠନ ପରେ ବିଭାଗ ବଣ୍ଟନକୁ ନେଇ ଆଲୋଚନା ଚାଲିଛି। ଡିସେମ୍ବର ୫ରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଶପଥ ଗ୍ରହଣ କରିଥିଲେ ମଧ୍ୟ କ୍ୟାବିନେଟର ସମ୍ପ୍ରସାରଣ ଏବଂ ବିଭାଗ ଆବଣ୍ଟନ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସହମତି ହୋଇପାରି…

ଏମାନଙ୍କ ଖାତାକୁ ଗଲା ଟଙ୍କା, ଶୀଘ୍ର ଚେକ୍‌ କରନ୍ତୁ…

ଭୁବନେଶ୍ୱର,୮।୧୨: ଖାତାକୁ ଗଲା ଟଙ୍କା। ବରଗଡ଼ ସୋହେଲାରେ ଚାଷୀଙ୍କୁ ଇନପୁଟ ସହାୟତା ପ୍ରଦାନ କରିଛନ୍ତି ମୋହନ ସରକାର। ଚାଷୀଙ୍କ ଖାତାକୁ ଆସିଛି ୮୦୦ ଟଙ୍କାର ଇନପୁଟ ସହାୟତା। କେନ୍ଦ୍ର ସରକାରଙ୍କ ୨୩୦୦ MSP ସହ ୮୦୦ ଇନପୁଟ ସହାୟତା ରାଶି ପ୍ରଦାନ…

କଳାଗାଡି ପରେ ମିଳିଲା ଧଳାଗାଡି, ଭୁବନେଶ୍ୱରରେ ସିବିଆଇ ଫିଟାଉଛି ବଡ଼ ଗୁମର

ଭୁବନେଶ୍ୱର,୮।୧୨: ପଶ୍ଚିମବଙ୍ଗର ଏକ ର୍ନିମାଣ କାର୍ଯ୍ୟରେ ହେରଫେର ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଟିମ ଭୁବନେଶ୍ୱରରେ ଚଢ଼ାଉ କରିଛି। ସ୍ଥାନୀୟ ମେ’ ଫେୟାର ହୋଟେଲ ସମ୍ମୁଖ ରାସ୍ତାରେ ଶନିବାର ରାତିରେ ସିବିଆଇ ଟିମ ଚଢ଼ାଉକରି ଏକ ଦାମୀ କଳା ଗାଡ଼ିରୁ ୨୦…

ଏହିଦିନ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି, ଅଳଙ୍କାରକୁ…

ପୁରୀ,୮।୧୨: ରତ୍ନଭଣ୍ଡାର ମରାମତି ନେଇ ଆସିଛି ବଡ଼ ଖବର। ଆସନ୍ତା ୧୬ ଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ଦିନକୁ ୫ଘଣ୍ଟା ମରାମତି ହେବ। ଗତ ଜୁଲାଇରେ…

ଚୋରି ହୋଇଥିବା ସାଇକ୍ରିଷ୍ଣା ବସ ଦୁର୍ଘଟଣା ଗ୍ରସ୍ତ, ରହସ୍ୟଘେରରେ…. 

ଗଞ୍ଜାମ,୮।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ଆସିକା ଅଞ୍ଚଳରୁ ଚୋରି ହୋଇଥିବା ସାଇ କ୍ରିଷ୍ଣା ବସ୍‌ ଗଞ୍ଜାମରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି। ଗାଡି ଭିତରେ କେହି ନ ଥିବା ବେଳେ କିଏ କାହିଁକି ଗାଡି ଚୋରି କରିଛି ତାହା …

ଧସିଲା ଖଣି: ମାଟିତଳେ ପୋତିହେଲା ଲକ୍ଷଲକ୍ଷ ଟଙ୍କାର ଗାଡ଼ି

କାଳିଆପାଣି, ୮।୧୨(ଅସିତ ମହାନ୍ତ): କ୍ରୋମନଗର କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ବାଲେଶ୍ୱର ଖଣିରେ ରବିବାର ସକାଳ ଶସମୟରେ ଖଣି ଧସଛି।  ଏଥିରେ  ୨ ଟି ମାଟି ଖୋଳା ମେଶିନ ଓ ୩ ଟି ଡ୍ରମ୍ଫର ମାଟି ତଳେ ପୋତି ହୋଇ ପଡିଥିବା…

କାଲି ଯାଉଥିଲେ ୨ ସାଙ୍ଗ, ଆଜି ଜଣଙ୍କ ଆଖିଆଗରେ ଚାଲିଗଲେ ଆଉଜଣେ

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗୋକର୍ଣ୍ଣପୁର ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ଦୁର୍ଘଟଣା ଘଟିଥିଲା। ପିକଅପ ଭ୍ୟାନ (ନଂ. ଓଡ଼ି ୦୭ ଏଏସ ୨୮୫୭) ଧକ୍କାରେ ବ୍ରହ୍ମପୁର ସଦର ଥାନା ରୋହି ଗାଁର ସ୍କୁଟି ଚାଳକ ସନ୍ତୋଷ…

୨ ଦିନ ହେଲା ଯାତ୍ରୀ ହଟାହଟା:ଦାରିଙ୍ଗବାଡି ଆସୁଥିବା ପର୍ଯ୍ୟଟକ ଘାଟିରେ ଅଟକି ରହିଛନ୍ତି

ଦାରିଙ୍ଗବାଡି, ୮।୧୨ (ଅରୁଣ ସାହୁ )କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଗାଜଲବାଡି ଘାଟି ବୁଲାଣି ରାସ୍ତାରେ ପୁଣି ରବିବାର ସକାଳୁ ଏକ ବସ ସହ ଭାରି ଜାନ ଲାଗି ରହିଛି। ଫଳରେ ଜାତୀୟ ରାଜପଥରେ…

ଆଡିଲେଡ ଟେଷ୍ଟ ହାରିବାର ଅସଲ କାରଣ କହିଲେ ରୋହିତ ଶର୍ମା

ଆଡିଲେଡ,୮।୧୨: ଆଡିଲେଡ ଓଭାଲରେ ଅଷ୍ଟ୍ରେଲିଆ ହାତରେ ଭାରତ ପରାଜୟର ସମ୍ମୁଖୀନ ହୋଇଛି। ବର୍ତ୍ତମାନ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ୧୪ ଡିସେମ୍ବରରୁ ଖେଳାଯିବ। ପିଙ୍କ ବଲ ଟେଷ୍ଟରେ ପରାଜୟ ସହ ଭାରତୀୟ ଦଳ ହାତରୁ ଅଗ୍ରଣୀ ହେବାର ଆଶା ମଉଳି ଯାଇଛି।…

ବୋଉକୁ ଛେନାପୋଡ଼ ଖୁଆଇଥିଲି

ଜଗତ୍‌ସିଂହପୁର ଜିଲା ବିଓଁଳ ଗାଁର ଏକ ନିମ୍ନମଧ୍ୟବିତ୍ତ ପରିବାରରେ ମୋ ଜନ୍ମ। ଆମର ଥାଏ ଅଳ୍ପ କିଛି ଚାଷଜମି। ଚାଷ ଓ ଛୋଟମୋଟ ବ୍ୟବସାୟରୁ ବାପା ଯାହା ରୋଜଗାର କରୁଥିଲେ ସେଥିରେ ପରିବାର ଚଳୁଥିଲା। ଆଉ ତାରି ଭିତରୁ କିଛି ସଞ୍ଚୟ…

ମୁକ୍ତ ହେଲା ସିରିଆ…କେମିତି ଆଉ କିଏ କଲେ ଅସଦ ରାଜର ଅନ୍ତ!

ଦାମସକସ,୮।୧୨: ଅସଦ ଶାସନରୁ ସିରିଆ ବର୍ତ୍ତମାନ ମୁକ୍ତ ହୋଇଛି। ବିଦ୍ରୋହୀମାନେ ସିରିଆର ରାଜଧାନୀ ଦମିସ୍କକୁ କାବୁ କରିଛନ୍ତି। ସେନା ବିଦ୍ରୋହୀମାନଙ୍କ ନିକଟରେ ଆତ୍ମସମର୍ପଣ କରିଛି। ସିରିଆ ରାଷ୍ଟ୍ରପତି ବାଶାର ଅଲ-ଅସଦ ଦେଶ ଛାଡି ପଳାୟନ କରିଛନ୍ତି। ସିରିଆର ସେନା କମାଣ୍ଡର ଅସଦ…

ଦେଶ ଛାଡି ପଳାଇଲେ ସିରିଆ ରାଷ୍ଟ୍ରପତି, ଏହି କାରଣ ପାଇଁ ବଢୁଛି ଇସ୍ରାଏଲର ଚିନ୍ତା

ଦାମସକସ,୮।୧୨: ସିରିଆର ବିଦ୍ରୋହୀମାନେ ପୁଣି ଥରେ ସରକାରଙ୍କୁ ଅସୁବିଧାରେ ପକାଇବା ଆରମ୍ଭ କରିଛନ୍ତି। ରାଷ୍ଟ୍ରପତି ବଶର ଅଲ-ଅସଦ ଦେଶ ଛାଡିଥିବା ଖବର ରହିଛି। ସମସ୍ତ ଘଟଣାକ୍ରମ ହେତୁ ବର୍ତ୍ତମାନ ଇସ୍ରାଏଲ ମଧ୍ୟ ଭୟଭୀତ ଅନୁଭବ କରୁଛନ୍ତି। ଏକ ଭୟ ରହିଛି ଯେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri