ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ପରିବାର ସଦସ୍ୟଙ୍କୁ ମିଳିବ ଲକ୍ଷେ ଟଙ୍କା
ଭୁବନେଶ୍ୱର,୮ା୧୨(ଅନୁରାଧା ମହାରଣା): ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧…
ସରକାରଙ୍କ ବଡ଼ ଘୋଷଣା, ଆଜି ଏମାନଙ୍କୁ ମିଳିବ ୮୦୦ଟଙ୍କା ବୋନସ୍
ଭୁବନେଶ୍ୱର, ୮ା୧୨(ଅନିଲ ଦାସ): ରାଜ୍ୟ ସରକାର ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୮ ଶହ ଟଙ୍କାର ଇନ୍ପୁଟ ସବ୍ସିଡି ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଚାଷୀଙ୍କୁ ଧାନର ଇନ୍ପୁଟ ସହାୟତା ରାଶି ବଣ୍ଟନ କରିବେ। ବରଗଡ଼ ସୋହେଲାର…
ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ, ମିଳିବ…
ଭୁବନେଶ୍ୱର,୭ା୧୨: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧ ଲକ୍ଷ…
ପୂର୍ବତନ ଅବକାରୀ ଡେପୁଟି କମିଶନରଙ୍କୁ ୨ ବର୍ଷ ଜେଲ
କଟକ,୭ା୧୨(କାର୍ତ୍ତିକ ସାହୁ)- ସମ୍ବଲପୁର ନର୍ଥ ଡିଭିଜନର ପୂର୍ବତନ ଡେପୁଟି କମିଶନର ସ୍ବୟଂମ୍ଭୁ ପ୍ରସାଦ ମିଶ୍ର କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଶନିବାର ଦଣ୍ଡିତ ହୋଇଛନ୍ତି। ଅଦାଲତ ତାଙ୍କୁ ୨ ବର୍ଷ ଜେଲଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ପାଇଁ ଦଣ୍ଡାଦେଶ…
ମେ’ ଫେୟାର ହୋଟେଲ ସମ୍ମୁଖରେ ସିବିଆଇ ରେଡ୍, ଗାଡିରୁ ମିଳିଲା…
ଭୁବନେଶ୍ବର,୭।୧୨: ରାଜଧାନୀ ଭୁବନେଶ୍ବରରେ ସିବିଆଇ ରେଡ୍। ମେ’ ଫେୟାର ହୋଟେଲ ସମ୍ମୁଖରେ ସିବିଆଇ ରେଡ୍ କରିଥିବା ସୂଚନା ମିଳିଛି। ଏକ ନାଲିରଙ୍ଗର ଦାମୀଗାଡ଼ିରେ ଟଙ୍କା ଓ ସୁନା ଥିବା ସନ୍ଦେହରେ ସିବିଆଇ ଯାଞ୍ଚ କରିଥିଲା। ଗାଡିରୁ ପ୍ରାୟ ୨୦ରୁ ୨୫ ଲକ୍ଷ…
କାହିଁକି କେବେ ମିଳେନା ଚୋରି ହୋଇଥିବା ସ୍ମାର୍ଟ ଫୋନ? କୁଆଡେ ଯାଏ ଏହି ଫୋନ ଜାଣନ୍ତୁ ପୂରା ଘଟଣା
ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ-ଏନସିଆର ହେଉ କିମ୍ବା ଅନ୍ୟ କୌଣସି ସହର, ସ୍ମାର୍ଟଫୋନ ଚୋରି ହେବାର ଘଟଣା ବହୁତ ଘଟିଥାଏ। କେବଳ ଭାରତରେ ନୁହେଁ, ଲଣ୍ଡନରୁ ନ୍ୟୁୟର୍କ ପର୍ଯ୍ୟନ୍ତ ସମଗ୍ର ବିଶ୍ୱରେ ଲୋକମାନେ ଏହା ଦ୍ୱାରା ଅସୁବିଧାରେ ପଡ଼ନ୍ତି। ଚୋରମାନେ ଏହି ଚୋରି ଫେଶନକୁ…
ପଞ୍ଚାୟତ ଆକାଉଣ୍ଟରୁ ଭତ୍ତା ଟଙ୍କା ନେଇଗଲେ
ନୂଆପଡ଼ା,୭ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍ କୋନାବିରା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ଅଜାଣତରେ ବାର୍ଦ୍ଧକ୍ୟଭତ୍ତା ବାବଦ ଟଙ୍କା ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଥିବା ଅଭିଯୋଗ ହୋଇଛି। ଏହା ଜଣାପଡିବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।…
୩୮୮ କୋଟିର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି
ନୂଆଦିଲ୍ଲୀ,୭ା୧୨: ମହାଦେବ ଅନ୍ଲାଇନ ବେଟିଂ ଆପ୍ ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ୩୮୮ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କରିଛି। ଏହି ଦୁର୍ନୀତି ମାମଲାରେ ଛତିଶଗଡ଼ର ବହୁ ଉଚ୍ଚ ପାହ୍ୟାର ରାଜନେତା ଓ…
ଅଭିନେତ୍ରୀ ସାଇରା ବାନୋ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ୧୯୬୦-୭୦ ଦଶକରେ ବଲିଉଡର ରାଜ୍ କରୁଥିବା ପ୍ରସିଦ୍ଧ ତଥା ଭେଟେରାନ ଅଭିନେତ୍ରୀ ସାଇରା ବାନୋ ଅସୁସ୍ଥ ହୋଇ ପଡିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ସ୍ବର୍ଗତ ଅଭିନେତା ଦିଲୀପ କୁମାରଙ୍କ ପତ୍ନୀ ସାଇରା ବାନୁ ନିମୋନିଆରେ ଆକ୍ରାନ୍ତ ହୋଇଛନ୍ତି ଏବଂ ତାଙ୍କ…
ମରଣାନ୍ତକ ଆକ୍ରମଣ: ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏରେନ୍ଡ୍ରା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ପାଣ୍ଡିଆଝୋଳି ଗ୍ରାମର ଋଷିଆ ଦାସ ୩ ପରିବାରର ୫ ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କୁ ଶନିବାର ତଦନ୍ତକାରୀ ଅଧିକାରୀ…
ଲୋକ ମହୋତ୍ସବ ମଣ୍ଡେଇରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
ନବରଙ୍ଗପୁର,୭।୧୨(ସଦାଶିବ ପ୍ରହରାଜ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନବରଙ୍ଗପୁର ଲୋକ ମହୋତ୍ସବ ମଣ୍ଡେଇ ଉଦ୍ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପୋଲିସ ରିଜର୍ଭ ପଡ଼ିଆସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍ରେ ଅପରାହ୍ନ ୩ଟା୨୫ରେ…
ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ସମ୍ବଲପୁର,୭।୧: ସମ୍ବଲପୁର ଜିଲା ରେଙ୍ଗାଲି ରମ୍ପେଲା ଛକ ନିକଟରେ ଶନିବାର ଏକ ଏନ୍କାଉଣ୍ଟର ହୋଇଛି। ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସଞ୍ଜୀବ କରାଳି ଆହତ ହୋଇଛନ୍ତି। ସଞ୍ଜୀବଙ୍କୁ ଗୁରୁତର ଅବସ୍ଥାରେ ଭୀମସାରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ଚାରମାଳ ଡକାୟତି…
Archives


