Home Left

ଜାତୀୟ ବିପର୍ଯ୍ୟୟ ମୁକାବିଲା ନେଇ ଏନ୍‌ଡିଆର୍‌ଏଫ୍‌ର କୌଶଳ

ବଲାଙ୍ଗୀର,୭ା୧୨(ସୁନୀଲ କୁମାର ମହାନ୍ତି): ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ, ୩ ବାଟାଲିୟନ କଟକ ମୁଣ୍ଡୁଳି ପକ୍ଷରୁ ସାଧାରଣ ଲୋକ ଓ ଛାତ୍ରୀଛାତ୍ରଙ୍କୁ ବନ୍ୟା, ବାତ୍ୟା ସମୟରେ କିପରି ଭାବେ ଏନ୍‌ଡିଆର୍‌ଏଫ୍‌ କାର୍ଯ୍ୟ କରିଥାଏ ତାହାର ଏ ପ୍ରୟୋଗ ସ୍ଥାନୀୟ ମହାରାଣୀ ସାଗର…

ଧାନ କିଣାବିକାରେ ଅବ୍ୟବସ୍ଥା: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀଙ୍କ ଧାରଣା

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ ତାଙ୍କ ଏହି ଗସ୍ତରେ ସୋହେଲା ବ୍ଲକ ଇଚ୍ଛାପୁରରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଚାଷୀଙ୍କୁ ଧାନ କୁଇଣ୍ଟାଲ ପ୍ରତି ୮୦୦ ଟଙ୍କା ଲେଖାଏ…

ନାଗା ଚୈତନ୍ୟ-ଶୋଭିତାଙ୍କ ମଧ୍ୟରୁ କିଏ ଅଧିକ ଧନୀ

ସାଉଥ୍‌ ସୁପରଷ୍ଟାର ନାଗାର୍ଜୁନଙ୍କ ପୁଅ ନାଗା ଚୈତନ୍ୟ ନିକଟରେ ଅଭିନେତ୍ରୀ ଶୋଭିତା ଧୂଲିପାଲଙ୍କୁ ବିପାହ କରିଚନ୍ତି। ଉଭୟଙ୍କ ବିବାହ ବେଶ୍‌ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଥିଲା।ସାମନ୍ଥା ରୁଥ୍‌ ପ୍ରଭୁଙ୍କଠାରୁ ଛାଡପତ୍ର ପରେ ନାଗା ଅଭିନେତ୍ରୀ ଶୋଭିତା ଧୁଲିପାଲାଙ୍କୁ ନିଜ ଜୀବନସାଥୀ ରୂପେ ବାଛିଛନ୍ତି।…

ମ୍ୟାଲେରିଆ, ଡେଙ୍ଗୁର ନିରାକରଣ ପାଇଁ ବଡ଼ ପଦକ୍ଷେପ

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ ଜନିତ ଜ୍ୱରକୁ ମୂଳୋତ୍ପାଟନ କରିବାକୁ ଯୋଜନା କରାଯାଇଛି। ଏଥିପାଇଁ ଜନ ସଚେତନ କରାଯିବା ସହ ଲୋକଙ୍କୁ କୀଟନାଶକ ମଶାରୀ ବ୍ୟବହାର ପାଇଁ ଅଧିକ ଗୁରୁତ୍ୱ ଦିଆଯିବା ସହ ସେମାନଙ୍କୁ…

କ୍ୱାର୍ଟର୍ସରୁ ଜବତ ୧୪ ଲକ୍ଷ ୭୧ ହଜାର ଟଙ୍କା କେଉଁଠୁ ଆସିଲା? ସନ୍ତୋଷଜନକ ଉତ୍ତର ଦେଇ ନ ପାରି ଏସିଏଫ….

ସମ୍ବଲପୁର,୭।୧୨: ଏସିଏଫଙ୍କୁ ବାନ୍ଧିଲା ପୋଲିସ । ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍‌ ରେବତୀ ରମଣ ଯୋଶୀ । ତାଙ୍କୁ ଶନିବାର ଭିଜିଲାନ୍ସ ବିଭାଗ ଗିରଫ କରିଛି । ରବିବାର ବିଳମ୍ବିତ ରାତି ଯାଏ ସମ୍ବଲପୁର ଭିଜିଲାନ୍ସ ଏସପିଙ୍କ…

ଆସୁଛି ବଡ଼ ବର୍ଷା! ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୭।୧୨: ପୁଣି ସୃଷ୍ଟି ହୋଇପାରେ ଲଘୁଚାପ। ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମଡି)। କେନ୍ଦ୍ରୀୟ-ଦକ୍ଷିଣ ବଙ୍ଗୋପସାଗରରେ ଡିସେମ୍ବର ୭ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଆରବ ସାଗର ଓ ବଙ୍ଗୋପସାଗର…

ଲଘୁ ଖଣିଜ ଲୁଟକୁ ନିୟନ୍ତ୍ରଣ କରିବ ସ୍ବତନ୍ତ୍ର ସ୍କ୍ବାଡ୍‌

ବରୀ,୭ା୧୨(ମହେନ୍ଦ୍ର ସ୍ବାଇଁ): ବରୀ ଶିକ୍ଷା ମଣ୍ଡଳ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନରେ ବିଳମ୍ବ ହେଉଛି। ଫଳରେ ଏହାକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ଶିକ୍ଷା ମଣ୍ଡଳ ଅଧୀନରେ ମୋଟ ୧୮୨ ବିଦ୍ୟାଳୟର ଛାତ୍ରୀଛାତ୍ର…

‘୬ଇ ଟ୍ରେଡ୍‌ମାର୍କ କାହାର’

ନୂଆଦିଲ୍ଲୀ,୭।୧୨:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା (ମହିନ୍ଦ୍ରା) ଏବଂ ଇଣ୍ଟରଗ୍ଲୋବ୍‌ ଆଭିଏଶନ (ଇଣ୍ଡିଗୋ ଏୟାରଲାଇନ୍ସ) ମଧ୍ୟରେ ତିକ୍ତତା ବୃଦ୍ଧିପାଇଛି। ନିକଟରେ ମହିନ୍ଦ୍ରା ଅଟୋର ଇଲେକ୍ଟ୍ରି ଭେହିକଲ (ଇଭି) ମଡେଲ ‘ବିଇ ୬ଇ’ କୁ ନେଇ ଟ୍ରେଡ୍‌ମାର୍କ ବିବାଦ ଦେଖାଦେଇଛି।…

ସମ୍ବିତ୍‌ ପାତ୍ରଙ୍କ ନାଁରେ ସ୍ବାଧିକାର ଭଙ୍ଗ ନୋଟିସ୍‌

ନୂଆଦିଲ୍ଲୀ,୭ା୧୨:କଂଗ୍ରେସ ଏମ୍‌ପି ହିବି ଏଡେନ୍‌ ଶୁକ୍ରବାର ଲୋକ ସଭାରେ ପୁରୀର ଭାଜପା ସଦସ୍ୟ ସମ୍ବିତ୍‌ ପାତ୍ରଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ପାଇଁ ନୋଟିସ୍‌ ଦେଇଛନ୍ତି। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ବିଶ୍ୱାସଘାତକମାନଙ୍କ ସର୍ଦ୍ଦାର ବୋଲି ସମ୍ବିତ୍‌…

ମୟୂରଭଞ୍ଜକୁ ୩ ରେଳ ପ୍ରକଳ୍ପ ଭେଟି ଦେଲେ ସରକାର

ମୟୂରଭଞ୍ଜ,୭ା୧୨: ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ନ୍ୟୁଜାମଶୋଳା ପ୍ରକଳ୍ପ-ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ…

ନିଶା ବଟିକା ଦେଇ ଯୁବତୀଙ୍କୁ ବଳାତ୍କାର କଲେ ବାବାଜୀ: ବାନ୍ଧିଲା ପୋଲିସ

ରେଢାଖୋଲ, ୬।୧୨(ଅଚ୍ୟୁତାନନ୍ଦ ପୁରୋହିତ):ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ବୈଷ୍ଣବଝୋଲି ଗ୍ରାମରେ ୬ ମାସ ହେଲା ମଠ କରି ରହୁଥିବା ଜଣେ ବାବାଜି ଜନୈକ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ରେଢ଼ାଖୋଲ ଥାନା ପୋଲିସ ତାଙ୍କୁ ଶୁକ୍ରବାର ଗିରଫ କରିଛି। ସେ…

ମୁଖ୍ୟମନ୍ତ୍ରୀ ହେବା ପରେ ଶିନ୍ଦେଙ୍କ ଗୁମର ଫିଟାଇଦେଲେ ଫଡନଭିସ, ରାଜନୀତିରେ ହଲଚଲ!

ମୁମ୍ବାଇ,୭।୧୨: ମହାରାଷ୍ଟ୍ରରେ ଦୀର୍ଘ ଦିନର ସସପେନ୍ସ ପରେ ଦେବେନ୍ଦ୍ର ଫଡନଭିସ ଶେଷରେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶେଷ ଯାଏ ଉପ ମୁଖ୍ୟମନ୍ତ୍ରୀ ପଦ ପାଇଁ ଅରାଜି ଥିବା ଏକନାଥ ଶିନ୍ଦେ, ଅଜିତ ପାୱାରଙ୍କ ସହ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri