ଜମ୍ମୁ-କଶ୍ମୀରରେ ଖାତା ଖୋଲିଲା ଏଏପି: ବାଜିମାରିଲେ ମେହରାଜ
ଶ୍ରୀନଗର,୮।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ନିଜର ଆକାଉଣ୍ଟ ଖୋଲିଛି। ଡୋଡା ବିଧାନସଭା ଠାରୁ ୪୭୭୦ ଭୋଟରେ ଏଏପି ପ୍ରାର୍ଥୀ ମେହରାଜ ମଲିକ ଜିତିଛନ୍ତି। ଏହି ବିଜୟକୁ ନେଇ ଆମ ଆଦମୀ ପାର୍ଟି (ଏଏପି) ଜାତୀୟ…
Subhadra Yojana: ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ? ଜାଣିନିଅନ୍ତୁ…
ଭୁବନେଶ୍ୱର,୮।୧୦: ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ହେଲେ ପୂର୍ବଥର ଅନେକ ମହିଳା ଟଙ୍କା ଆଶା କରି ନିରାଶ ହୋଇଥିବା…
ଭିନେଶଙ୍କ ଜିତିବା ଉପରେ ଆସିଲା ବ୍ରିଜଭୂଷଣଙ୍କ ପ୍ରଥମ ପ୍ରତିକ୍ରିୟା, କହିଦେଲେ ଏମିତି…
ନୂଆଦିଲ୍ଲୀ,୮।୧୦: କଂଗ୍ରେସ ପ୍ରାର୍ଥୀ ଭିନେଶ ଫୋଗଟ ହରିୟାଣା ବିଧାନସଭା ନିର୍ବାଚନରେ ଜୁଲାନା ଆସନ ଜିତିଛନ୍ତି। ଭିନେଶ ଫୋଗଟଙ୍କ ବିଜୟରେ କେସିଆରଗଞ୍ଜର ପୂର୍ବ ଭାଜପା ଏମ୍ପି ବ୍ରିଜଭୂଷଣ ଶରଣ ସିଂଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। WFI ର ପୂର୍ବତନ ଅଧ୍ୟକ୍ଷ ବ୍ରିଜଭୂଷଣ କହିଛନ୍ତି…
କଟା ଘା’ରେ ଚୂନ ଲଗାଇଲେ ସ୍ବାତୀ ମାଲିୱାଲ: କହିଲେ, ଅହଙ୍କାର ଛାଡନ୍ତୁ କେଜ୍ରିଓ୍ବାଲ୍
ଚଣ୍ଡିଗଡ,୮।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ଅବସ୍ଥା ଖରାପ ରହିଛି। କିଙ୍ଗମେକର ହେବାର ସ୍ବପ୍ନ ସହ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏଏପି ଦଳ ପରାଜୟର ସମ୍ମୁଖୀନ ହୋଇଛି। ଏପରିକି ଅନେକ ଆସନରେ ଖାତା ଖୋଲିପାରି ନାହିଁ। ଏହି ସମୟରେ…
କାତ୍ୟାୟନୀ ବେଶରେ ମା’ ସମଲେଶ୍ବରୀ: ଜାଣନ୍ତୁ କେମିତି ମାନସିକ ପୂରଣ ସହିତ ପାଇବେ ଶୁଭଫଳ
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ମଙ୍ଗଳବାର ମା’ ସମଲେଶ୍ବରୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ…
ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗ: ଆସିଲା ବଡ଼ ରାୟ
କଳାହାଣ୍ଡି,୮।୧୦: କଳାହାଣ୍ଡି ଜିଲା ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗରେ ଉପରେ ହାଇକୋର୍ଟ ମଙ୍ଗଳବାର ବଡ଼ ରାୟ ଦେଇଛନ୍ତି। ଖାଲି ପଡ଼ିଥିବା ସମିତି ସଭ୍ୟ ଓ ଅଧ୍ୟକ୍ଷ ପଦ ପାଇଁ ସାନି ବିଜ୍ଞପ୍ତି ଜାରି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି…
ଭାଜପା ଗଡ଼ରେ ବାଜି ମାରିନେଲେ ଭିନେଶ, ୧୯ ବର୍ଷ ପରେ ଜିତିଲା କଂଗ୍ରେସ
ଚଣ୍ଡିଗଡ଼,୮।୧୦: ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍ ସିଟ୍ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ ଲଢ଼ୁଥିବା ବିବାଦୀୟ କୁସ୍ତି ଯୋଦ୍ଧା ଭିନେଶ ଫୋଗଟ୍ ବିଜୟୀ ହୋଇଛନ୍ତି। ପ୍ରାରମ୍ଭିକ ଟ୍ରେଣ୍ଡରେ ପଛରେ…
କିଏ ହେବେ ଜମ୍ମୁ-କଶ୍ମୀରର ଆଗାମୀ ମୁଖ୍ୟମନ୍ତ୍ରୀ: ଫାରୁକ ଅବଦୁଲ୍ଲାଙ୍କ ବଡ଼ ଘୋଷଣା
ଶ୍ରୀନଗର,୮।୧୦:ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ଫଳଫଳ ଧୀରେ ଧୀରେ ସ୍ପଷ୍ଟ ହେବାରେ ଲାଗିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଏଠାରେ ନ୍ୟାଶନାଲ କନଫରେନ୍ସ-କଂଗ୍ରେସ ମିଳିତ ଭାବେ ସରକାର ଗଢିବାକୁ ଯାଉଛନ୍ତି। ଏସବୁ ଭିତରେ ନ୍ୟାଶନାଲ କନଫରେନ୍ସ ସଭାପତି ଫାରୁକ ଅବଦୁଲ୍ଲା ଏକ ବଡ଼ ଘୋଷଣା…
ପରସ୍ପରକୁ ବିବାହ କଲେ ଭାଇଭଉଣୀ, କାରଣ ଜାଣିବା ପରେ SDMଙ୍କୁ ଅଭିଯୋଗ କଲେ ପଡ଼ୋଶୀ
ଲକ୍ଷ୍ନୌ,୮।୧୦: ଉତ୍ତରପ୍ରଦେଶର ହାଥରସ୍ ଜିଲାରୁ ଚମକାଇବା ଭଳି ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଭାଇଭଉଣୀ ସାମୂହିକ ବିବାହ ଯୋଜନା ଅଧିନରେ ପରସ୍ପରକୁ ବିବାହ କରିନେଇଛନ୍ତି। ଅବିଶ୍ୱସନୀୟ ହେଲେ ମଧ୍ୟ ଏହା ସତ ଯେ ମୁଖ୍ୟମନ୍ତ୍ରୀ ସାମୂହିକ ବିବାହ ଯୋଜନା ଅଧିନରେ…
ପୋଲ ଉପରେ ଓଲଟି ପଡିଲା କାର୍: ଦମ୍ପତି ଗୁରୁତର
ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ନଦୀ ପୋଲ ଉପରେ ମଙ୍ଗଳବାର ଏକ କାର୍ ଓଲଟି ପଡ଼ିଛି। ଫଳରେ କାର୍ରେ ଥିବା ଦମ୍ପତି ଗୁରୁତର ହୋଇଛନ୍ତି।…
ବୁଢ଼ୀ ‘ଅନୁପମା’ଙ୍କୁ ଦେଖି ପ୍ରଶଂସକଙ୍କ ବଢ଼ିଲା ବିପି
ବମ୍ବେ: ଚର୍ଚ୍ଚାରେ ଟେଲିଭିଜନ ଦୁନିଆର ସବୁଠାରୁ ଲୋକପ୍ରିୟ ଧାରାବାହିକ ‘ଅନୁପମା’। ନିକଟରେ ନିର୍ମାତା ଏହାର ଲିପ୍ ନେଇ ଘୋଷଣା କରିଥିଲେ, ଯାହାର ପ୍ରମୋ ହୋଇଛି ରିଲିଜ। ଏହାପରେ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ଆକ୍ରୋଶ ଦେଖିବାକୁ ମିଳୁଛି। ବିଶେଷକରି ରୂପାଲିଙ୍କ ଲୁକ୍ ପସନ୍ଦ…
ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ
କେନ୍ଦୁଝର,୮।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଗୋପିନାଥପୁର ଫାର୍ମ ସାହିରେ ୨୦୨୧ରେ ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜି ଜିଲା ଦୌରଜଜ ଅଶୋକ କୁମାର ପଣ୍ଡା ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା…
Archives


