ଅଟକିଛି ଭାରୀଯାନ : ଦାରିଙ୍ଗବାଡି-ବ୍ରହ୍ମପୁର ଯାତାୟତ ଠପ୍
ଦାରିଙ୍ଗବାଡି, ୭।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ୧ ବୁଲାଣି ରାସ୍ତାରେ ଗାଡିଟି ବୁଲାଇ ନ ପାରି ଅଟକି ରହିଛି। ଫଳରେ ଉକ୍ତ ଘାଟି ଉପରେ ଏକାଧିକ ଯାତ୍ରୀବାହୀ ବସ…
ଭୋଟର ତାଲିକାରୁ ନାଁ କଟାଯିବା ଗଣତନ୍ତ୍ରକୁ ବିପଦ: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୭ା୧୨:ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାରୁ ବହୁସଂଖ୍ୟାରେ ଭୋଟରଙ୍କ ନାଁ କାଟିଦିଆଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଶୁକ୍ରବାର ଅଭିଯୋଗ କରିଛନ୍ତି। ଆମ ଆଦ୍ମୀ ପାର୍ଟି ଆବାହକ କେଜ୍ରିଓ୍ବାଲ କହିଛନ୍ତି, ଶହଦର ଅଞ୍ଚଳରୁ ୧୧,୦୧୮ ଜଣଙ୍କ ନାଁ ଭୋଟର ତାଲିକାରୁ…
ଆନୁଷଙ୍ଗିକ ସୁବିଧା ଅଭାବରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ଭବାନୀପାଟଣା,୭ା୧୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଭାବେ ପରିଚିତ ଫୁର୍ଲିଝରଣ ଜଳପ୍ରପାତ। ଏଠାକୁ ବର୍ଷତମାମ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥାଏ। ବିଶେଷ କରି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଓ ନୂତନ ବର୍ଷରେ…
ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
ଭୁବନେଶ୍ୱର,୭ା୧୨(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି(ସିସିଇଏ) ବୈଠକରେ ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଅନୁମୋଦନ ମିଳିଛି। ଏଥିମଧ୍ୟରେ ଓଡ଼ିଶାର…
ସ୍କୁଲ ପ୍ରିନ୍ସିପାଲ୍ଙ୍କୁ ହତ୍ୟାକଲେ ଛାତ୍ର
ଛତରପୁର,୭ା୧୨:ମଧ୍ୟପ୍ରଦେଶର ଛତରପୁର ଜିଲାରେ ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ର ସ୍କୁଲ ପ୍ରିନ୍ସିପାଲ୍ଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏଥିସହିତ ଛାତ୍ର ଜଣକ ତାଙ୍କ ସହଯୋଗୀଙ୍କ ସହ ମିଶି ପ୍ରିନ୍ସିପାଲ୍ ଏସ୍.କେ. ସାକ୍ସେନା (୫୫)ଙ୍କ ସ୍କୁଟର ନେଇ ପଳାଇଛନ୍ତି। ସ୍କୁଲ କ୍ୟାମ୍ପସ୍ରେ ଶୁକ୍ରବାର ଅପରାହ୍ନ…
ପାକ୍ସ ସମ୍ପାଦକଙ୍କୁ ୪ ବର୍ଷ ଜେଲ
ସୋନପୁର,୬।୧୨(ମୃତ୍ୟୁଞ୍ଜୟ ଶତପଥୀ): ସରକାରୀ ଅର୍ଥ ଆତ୍ମସାତ ମାମଲାର ବିଚାରକରି ବଲାଙ୍ଗୀର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍ ମଳୟ ରଞ୍ଜନ ଦାଶ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କଳାପଥର ପାକ୍ସ(ପ୍ରାଥମିକ କୃଷି ସମବାୟ ସମିତି)ର ସମ୍ପାଦକ ଜଗଦୀଶ ରଥଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ…
ଡ୍ୟୁଟିରେ ଥିବା ବେଳେ ଟଳିପଡ଼ିଲେ ଯବାନ
ନୂଆଦିଲ୍ଲୀ,୬ା୧୨: ଜମ୍ମୁ-କଶ୍ମୀରର ଶ୍ରୀନଗର ଅଧୀନ ଏକ ଜଙ୍ଗଲ ଅଞ୍ଚଳରେ ଶୁକ୍ରବାର ତଲାସି ଅଭିଯାନ ବେଳେ ଜଣେ ସେନା ଯବାନଙ୍କର ହୃଦ୍ଘାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ସେନାର ୩୪ ଆସାମ ରାଇଫଲ୍ସ ଯବାନ ଯଶବିନ୍ଦର ସିଂ। ଗତ ମଙ୍ଗଳବାର ଡାଚିଗାମ୍ ଅଞ୍ଚଳରେ…
ପୂର୍ବ ସରକାରରେ ଚାକିରିରେ ହେଉଥିଲା ଚଞ୍ଚକତା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬ା୧୨(ଅନିଲ ଦାସ)-ପୂର୍ବ ସରକାର ସମୟରେ ସରକାରୀ ନିଯୁକ୍ତିରେ ଚଞ୍ଚକତା ହେଉଥିଲା। ଏଏସ୍ଓ ଚାକିର ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା। ଶୁକ୍ରବାର ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍ ଆଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାର ଉପରେ…
ପାକିସ୍ତାନରେ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ: ଦୃଢ଼ ପ୍ରତିବାଦ ଜଣାଇଲା ଭାରତ
ନୂଆଦିଲ୍ଲୀ,୬ା୧୨: ପାକିସ୍ତାନରେ ଶହୀଦ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାରତ ଇସ୍ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ଲୋକ ସଭାରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂ ଏହା ଜଣାଇଛନ୍ତି। ସାଂସ୍କୃତିକ ଐତିହ୍ୟ ଉପରେ ଆକ୍ରମଣ ଏବଂ ପାକିସ୍ତାନରେ ସଂଖ୍ୟାଲଘୁଙ୍କ…
କୋକସରାରେ ନୂତନ ଧାନମଣ୍ଡି ଉଦ୍ଘାଟିତ
କୋକସରା,୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କୋକସରା ପ୍ରାଥମିକ କୃଷି ସମବାୟ ସମିତି ଅଧୀନରେ ଥିବା ରେଙ୍ଗାଳପାଲି ପଞ୍ଚାୟତର ଝରିଆଗୁଡାଠାରେ ଚଳିତ ବର୍ଷ ନୂତନ ଧାନ ମଣ୍ଡି ଶୁକ୍ରବାର ଉଦ୍ଘାଟିତ ହୋଇଛି। ମଣ୍ଡି ପାଇଁ ଜାଗା ସମସ୍ୟା ଥିବାରୁ ଝରିଆଗୁଡା ଗ୍ରାମର ଚାଷୀ ଜୟଲାଲ…
ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ଶ୍ରୁତିରାଣୀ ମନୋନୀତ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡ଼ି ଗାଁ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ୭ମ ଶ୍ରେଣୀ ଛାତ୍ରୀ ଶ୍ରୁତିରାଣୀ ଦାସ ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି। ଶୁକ୍ରବାର ଗଞ୍ଜାମ ଜିଲା କନିଶି ବାଲାଜୀ…
ପ୍ରିନ୍ସିପାଲ୍ଙ୍କୁ ଗୁଳି କରି ହତ୍ୟାକଲେ ଦ୍ୱାଦଶ ଶ୍ରେଣୀ ଛାତ୍ର
ଛତରପୁର,୬ା୧୨: ମଧ୍ୟପ୍ରଦେଶର ଛତରପୁର ଜିଲାରେ ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ର ସ୍କୁଲ ପ୍ରିନ୍ସିପାଲ୍ଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏଥିସହିତ ଛାତ୍ର ଜଣକ ତାଙ୍କ ସହଯୋଗୀଙ୍କ ସହ ମିଶି ପ୍ରିନ୍ସିପାଲ୍ ଏସ୍.କେ. ସାକ୍ସେନା (୫୫)ଙ୍କ ସ୍କୁଟର ନେଇ ପଳାଇଛନ୍ତି। ସ୍କୁଲ କ୍ୟାମ୍ପସ୍ରେ ଶୁକ୍ରବାର…
Archives


