ଧାନ ପରିବହନ ଗାଡିର କାଗଜପତ୍ର ଠିକ୍ ନ ଥିଲେ ହେବ କାର୍ଯାନୁଷ୍ଠାନ: କଟକଣା ପରେ ତେଜିଲା ଚାଷୀ ଅସନ୍ତୋଷ
ବରଗଡ,୭।୧୦(ପ୍ରେମାନନ୍ଦ ଖମାରୀ): ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ମାତ୍ର ମାସେ ରହିଛି। ଆସନ୍ତା ଧାନ ସଂଗ୍ରହ ପ୍ରକ୍ରିୟାରେ ନୂଆ ସରକାରଙ୍କ ପ୍ରତିଶ୍ରୁତି ମୁତାବକ ଚାଷୀମାନେ ଧାନ ଦର କୁଇଣ୍ଟାଲ ପ୍ରତି ୩୧୦୦ ଟଙ୍କା ଲେଖାଏଁ ପାଇବେ ବୋଲି ମନରେ ଆଶା…
ଶ୍ୱଶୁର ଘରୁ ମିଳିଲା ଜ୍ୱାଇଁଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର
ନିରାକାରପୁର, ୭।୧୦(ନିରାକାରପୁର ): ଶ୍ୱଶୁର ଘରୁ ଜ୍ୱାଇଁଙ୍କ ମୃତଦେହକୁ ଜଙ୍କିଆ ପୋଲିସ ଉଦ୍ଧାର କରିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ଜଙ୍କିଆ ଥାନା ଅଧିନସ୍ଥ ଗୋଳବାଇ ପାଟଣା ସାହିର ହୁଣ୍ଡୀ ବଳିୟାରସିଂହ (୩୦)। ଶ୍ୱଶୁର ଘର ଲୋକେ ତାଙ୍କୁ ହତ୍ୟା…
୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
ମୟୁରଭଞ୍ଜ,୭।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ କରିବାକୁ ପ୍ରସ୍ତୁତ ହେଉଥିଲା ବେଳେ ଆସନ୍ତା ପର୍ଯ୍ୟଟନ ଋତୁ ୨୦୨୪-୨୫ ପାଇଁ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବାକୁ ଯାଉଛି ଶିମିଳିପାଳ ଜାତୀୟ ଅଭ୍ୟାୟାରଣ୍ୟ। ବାରିପଦା ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ସଂରକ୍ଷକ ତଥା…
ଭବିଷ୍ୟବାଣୀ କଲେ ଅମିତ ଶାହା: ୨୦୨୬ ମାର୍ଚ୍ଚ ସୁଦ୍ଧା …
ନୂଆଦିଲ୍ଲୀ,୭ା୧୦:୨୦୨୬ ମାର୍ଚ୍ଚ ସୁଦ୍ଧା ଭାରତରୁ ମାଓବାଦୀ ସମ୍ପୂର୍ଣ୍ଣ ମୂଳପୋଛ ହେବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ସୋମବାର କହିଛନ୍ତି। ମାଓବାଦୀ ପ୍ରଭାବିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଶାହା…
ଶ୍ରୀଲଙ୍କା କ୍ରିକେଟ୍ରେ ବଡ଼ ପରିବର୍ତ୍ତନ: ଏହି କ୍ରିକେଟ୍ର ହେଲେ ଫୁଲ୍ଟାଇମ କୋଚ୍
କଲମ୍ବୋ, ୭ା୧୦: ପୂର୍ବତନ ଅଧିନାୟକ ସନଥ ଜୟସୁରିୟା ସୋମବାର ଶ୍ରୀଲଙ୍କା କ୍ରିକେଟ ଦଳର ଫୁଲ୍ଟାଇମ କୋଚ୍ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ଟି୨୦ ବିଶ୍ୱକପ୍ ଶେଷ ପର୍ଯ୍ୟନ୍ତ ରହିବ। ପୂର୍ବତନ ବାମହାତୀ ଓପନର ଜୁଲାଇ ଆରମ୍ଭରୁ ଶ୍ରୀଲଙ୍କାର କାମଚଳା…
ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ମାମଲା: ଅଭିଯୁକ୍ତ ଅଟକ
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ସମ୍ପୃକ୍ତ ବୁଡୁ ସାହୁ ନାମକ ଜଣେ ଯୁବକଙ୍କୁ ସୋମବାର ପୋଲିସ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ…
କେତେବେଳେ ବି ଘଟିପାରେ ବଡ଼ ଅଘଟଣ: ମୃତ୍ୟୁକୁ ଆମନ୍ତ୍ରଣ କରୁଛି ମୁକୁଳା ଟ୍ରାନ୍ସଫର୍ମର
ଥୁଆମୂଳ ରାମପୁର,୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅନେକ ସ୍ଥାନରେ ଲାଗିଥିବା ଟ୍ରାନ୍ସଫର୍ମର ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ବିଦ୍ୟୁତ ବିଭାଗର ଅବହେଳା ପାଇଁ କେତେବେଳେ ଘଟିପାରେ ବଡ଼ ଅଘଟଣ। ମୃତ୍ୟୁକୁ ଆମନ୍ତ୍ରଣ କରୁଛି ବ୍ଲକ ମୁଖ୍ୟ ଫାଟକ…
ବାଇକ ଉପରେ ଚଢିଗଲା ଟ୍ରଲର, ଦୁର୍ଘଟଣାରେ ୩ ମୃତ
କେନ୍ଦୁଝର,୭।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟସ୍ଥିତ ୨୦ନମ୍ବର ଜାତୀୟ ରାଜପଥ ଲଙ୍ଗଳକଣ୍ଟି ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଉପରେ ଟ୍ରଲର ଚଢିଯାଇ ଘଟଣାସ୍ଥଳରେ ଜଣଙ୍କର ମୃତ ଘଟିଥିବା ବେଳେ…
ଗୌତମ ଗମ୍ଭୀରଙ୍କ ପାଦ ଚାଟିବା ଉଚିତ୍ ନୁହେଁ…କାହିଁକି ଏମିତି କହିଲେ ଗାଭାସ୍କର
ନୂଆଦିଲ୍ଲୀ,୭।୧୦: ଗୌତମ ଗମ୍ଭୀରଙ୍କ କୋଚିଂରେ ଟିମ ଇଣ୍ଡିଆ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ ପ୍ରଦର୍ଶନ କରିଛି। ବିଶେଷକରି ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟରେ ଟିମ ଇଣ୍ଡିଆ ଜବରଦସ୍ତ ଢଙ୍ଗରେ ଜିତିଥିଲା। ଏହି ମ୍ୟାଚରେ ପ୍ରଥମ ତିନି ଦିନ ବର୍ଷା ଦ୍ୱାରା ପ୍ରଭାବିତ ହୋଇଥିଲା…
ଜିଲା ଭିତ୍ତିକ ନିଯୁକ୍ତି ଦାବି ଘଟଣା: ନିଯୁକ୍ତପତ୍ର ପାଇଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ବାରଣ, ବିଇଓ ଅଫିସ ସମ୍ମୁଖରେ ଧାରଣା
ଝରିଗାଁ,୭।୧୦(କିଶୋର ଚନ୍ଦ୍ର ମଣ୍ତଳ): ଜିଲା ଭିତ୍ତିକ ନିଯୁକ୍ତି ଦାବି ଘଟଣାରେ ନିଯୁକ୍ତପତ୍ର ପାଇଥିବା ନୂତନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ସମ୍ପୃକ୍ତ ଗ୍ରାମରେ ରହିଥିବା କ୍ରିୟାନୁଷ୍ଠାନ କମିଟି ବାରଣ କରିଛି। ଯାହାଫଳରେ କାର୍ଯ୍ୟରେ ଯୋଗ ଦେଇପାରିନଥିବା ଶିକ୍ଷୟିତ୍ରୀ ଶିକ୍ଷକମାନେ ଦିନ…
ବାର୍ହା ଶିକାର ପାଇଁ ବିଛା ଯାଇଥିଲା ବୋମା: ବଳଦ ମୁହଁରେ ଫୁଟିଲା…
କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବାର୍ହା ଶିକାର ପାଇଁ ବିଛା ଯାଇଥିବା ବୋମା ବଳଦ ମୁହିଁରେ ଫୁଟି ଯିବାରୁ ସେ ଗୁରୁତର ହୋଇଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ରେଞ୍ଜ କୁଲାଡେରା ଗାଁ କେନ୍ଦୁଆଦରି ସାହିରେ । ବଳଦଟି ଚରୁଥିବା…
ଜିମ୍ନାଷ୍ଟିକ୍କୁ ବାଏ ବାଏ କହିଲେ ଦୀପା କର୍ମକାର
ନୂଆଦିଲ୍ଲୀ,୭ା୧୦(ପି.ଟି.): ଭାରତର ତାରକା ଜିମ୍ନାଷ୍ଟ ଦୀପା କର୍ମକାର ସୋମବାର ଅବସର ଘୋଷଣ କରିଛନ୍ତି। ପ୍ରଥମ ଭାରତୀୟ ଭାବରେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ବେଳେ ରିଓ ୨୦୧୬ରେ ଅଳ୍ପକେ ବ୍ରୋଞ୍ଜ ପଦକରୁ ସେ ବଞ୍ଚିତ ହୋଇଥିଲେ। ମାତ୍ର ୦.୧୫ ପଏଣ୍ଟ ପଛରେ ରହି…
Archives


