ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ଯୁବକ ଗିରଫ
ଦେବଗଡ,୬।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିବା ବାରକୋଟ ଥାନା ଠାକୁରପାଲି ଗ୍ରାମର ସମୀର ମହାକୁଳ(୧୯)ଙ୍କୁ ଦେବଗଡ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ମାତ୍ର ଅଦାଲତରେ ଜାମିନ…
ଫ୍ରାନ୍ସ ସରକାର ଭାଙ୍ଗିଲା
ଫ୍ରାନ୍ସ ପ୍ରଧାନମନ୍ତ୍ରୀ ମିଶେଲ ବର୍ନିଅର ପାର୍ଲାମେଣ୍ଟରେ ଅନୁଷ୍ଠିତ ଆସ୍ଥାଭୋଟରେ ପରାଜିତ ହେବା ପରେ ତାଙ୍କ ସରକାର ଭାଙ୍ଗିଯାଇଛି। ସରକାର ପତନ ପାଇଁ ୨୮୮ ଭୋଟ ଆବଶ୍ୟକ ଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ୩୩୧ ଜଣ ଆଇନପ୍ରଣେତା ମତଦାନ କରିଛନ୍ତି। ଫଳରେ ସରକାର ଗଠନର…
ଜନସଂଖ୍ୟା ଅଧିକ, ଆଧାର କେନ୍ଦ୍ର ମାତ୍ର ୩: ଆଧାର ସଂଶୋଧନ ପାଇଁ ଜିଲା ବାହାରକୁ ଯାଉଛନ୍ତି ଲୋକ
ଦାରିଙ୍ଗବାଡି, ୬।୧୨(ଅରୁଣ ସାହୁ):ସରକାରଙ୍କ ବିଭିନ୍ନ ଯୋଜନା ପାଇଁ ଆବଶ୍ୟକ ପଡୁଛି ଆଧାର କାର୍ଡ। ଏଥିପାଇଁ ଲୋକଙ୍କୁ କରିବାକୁ ପଡୁଛି କସରତ ବିଶେଷ କରି ଗରିବଶ୍ରେଣୀର ଲୋକମାନେ କାମ ଧନ୍ଦା ଛାଡି ଆଧାର କେନ୍ଦ୍ରରେ ଦିନ ଦିନ ସମୟ ବିତାଉଛନ୍ତି ଗୋଟିଏ ପଟେ…
୪ ଦିନରେ ୪ ଡିଗ୍ରୀ ଖସିବ ତାପମାତ୍ରା
ଭୁବନେଶ୍ୱର,୬ା୧୨ (ଅନୁରାଧା ମହାରଣା):ଆସନ୍ତା ଶନିବାର ପରଠାରୁ ୪ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଗୁରୁବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ରାତି…
ଅନ୍ଲାଇନ ଗେମ୍ରେ ଟଙ୍କା ହାରି ଜୀବନ ହାରିଲେ ସେବାୟତ
ଭୁବନେଶ୍ୱର,୬।୧୨(ସତ୍ୟଜିତ୍ ରାଉତ):ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଅନ୍ଲାଇନ ଗେମ୍ରେ ଟଙ୍କା ହାରିବା ପରେ ଜଣେ ଯୁବକ ମାନସିକ ଚାପରେ ପଡ଼ି ଆତ୍ମହତ୍ୟା କରିଛନ୍ତି। ଶ୍ରୀ ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଛକ ନିକଟ ବଡୁ ସାହିରେ ଏହି ଘଟଣା ଘଟିଛି।…
ପ୍ରଜାକୋର୍ଟରେ ୨ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା
ମାଲକାନଗିରି,୬ା୧୨ (ଦୁର୍ଯ୍ୟୋଧନ ପାତ୍ର):ଛତିଶଗଡ଼ ନାରାୟଣପୁର ଜିଲା ଭୈରମଗଡ଼ ଥାନା ଅଞ୍ଚଳରେ ୨ ଜଣ ପୂର୍ବତନ ସରପଞ୍ଚଙ୍କୁ ମାଓବାଦୀମାନେ ପ୍ରଜାକୋର୍ଟରେ ଗୁରୁବାର ଗଳାକାଟି ହତ୍ୟା କରିଛନ୍ତି। ସେମାନେ ହେଲେ ବୈରମଗଡ଼ ଥାନା ଅଞ୍ଚଳର ପୂର୍ବତନ ସରପଞ୍ଚ ସୁକରାମ ଅବଲମ ଓ ସୁକୁଲୁ ବର୍ସେ।…
୨୦୨୫ରେ ବଢ଼ିବ ସାଇବର ଆକ୍ରମଣ: ସ୍ବାସ୍ଥ୍ୟସେବା, ଆର୍ଥତ୍କ କ୍ଷେତ୍ର ପ୍ରତି ବିପଦ
ନୂଆଦିଲ୍ଲୀ,୬ା୧୨:ପ୍ରଯୁକ୍ତିର ଅଗ୍ରଗତି ଲୋକଙ୍କୁ ଯେତିକି ସୁବିଧା ଦେଉଛି, ଏହାର ଦୁଷ୍କରିଣାମ ମାନବ ସମାଜ ପାଇଁ ସେତିକି ବିପଦ ଆଣିଦେଇପାରେ। ଡାଟା ସିକ୍ୟୁରିଟି କାଉନ୍ସିଲ ଅଫ୍ ଇଣ୍ଡିଆ ଏବଂ ସେକ୍ୱେରିଟ୍ ପକ୍ଷରୁ କରାଯାଇଥିବା ଏକ ସଦ୍ୟ ଅଧ୍ୟୟନ ଅନୁଯାୟୀ, ୨୦୨୫ରେ ସାଇବର ଆକ୍ରମଣ…
୭୪ ବର୍ଷରେ ଅଣ୍ଡାଦେଲା ସବୁଠୁ ବୟସ୍କ ପକ୍ଷୀ
ଓ୍ବାଶିଂଟନ: ସମସ୍ତ ପ୍ରକାରର ଅସୁବିଧାକୁ ସାମ୍ନା କରି ବିଶ୍ୱର ସବୁଠାରୁ ବୟସ୍କ ବଣୁଆ ପକ୍ଷୀ ଏକ ଅଣ୍ଡା ଦେଇଛି। ଓ୍ବିଜ୍ଡମ ନାମକ ଏହି ଲେସନ ଅଲବାଟ୍ରସ୍ ଜାତୀୟ ଏହି ପକ୍ଷୀ ଆମେରିକାର ହାଓ୍ବାଇ ଦ୍ୱୀପପୁଞ୍ଜର ଉତ୍ତର ଦିଗରେ ଅବସ୍ଥିତ ମିଡ୍ଓ୍ବେ ଏଟୋଲ…
ପ୍ରଫୁଲ୍ଲ ସାମଲ ବିଜେଡି ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସଭାପତି
ଭୁବନେଶ୍ୱର, ୬ା୧୨(ଅନିଲ ଦାସ)- ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ପ୍ରଫୁଲ ସାମଲ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି । ଶୁକ୍ରବାର ଏ ନେଇ ବିଜେଡି ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।…
ଶପଥ ପୂର୍ବରୁ ୪୦ ସେକେଣ୍ଡ ଭାଷଣରେ ଏଭଳି କହି ଚମକାଇ ଦେଲେ ଶିନ୍ଦେ
ମୁମ୍ବାଇ,୫ା୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ୍ନବିସ୍ ଶପଥ ନେବା ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପାଇଁ ଶିବସେନା ନେତା ଏକନାଥ ଶିନ୍ଦେ ଶପଥପାଠ କରିବାକୁ ମାଇକ ପାଖକୁ ଆସିଥିଲେ। ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ ଶପଥପାଠ କରାଇବା ଲାଗି ଛିଡ଼ା…
ପ୍ରୋବା-୩ କକ୍ଷପଥରେ ଅବସ୍ଥାପିତ
ଶ୍ରୀହରିକୋଟା,୫ା୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଏହାର ପିଏସ୍ଏଲ୍ଭି-ସି୫୯ ରକେଟ ସହାୟତାରେ ଗୁରୁବାର ୟୁରୋପିଆନ୍ ସ୍ପେସ୍ ଏଜେନ୍ସି (ଇଏସ୍ଏ)ର ପ୍ରୋବା-୩ ମିଶନକୁ ସଫଳତାର ସହ କକ୍ଷପଥରେ ଅବସ୍ଥାପିତ କରାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍ ମହାକାଶ କେନ୍ଦ୍ରର ପ୍ରଥମ ଲଞ୍ଚ୍ପ୍ୟାଡ୍ରୁ…
ଥମୁନି ଦୁଃଖ: ପୁଣି ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ
ସଇଁତଲା,୫ା୧୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲାରେ ଦାଦନ ଦୁଃଖ ପିଛା ଛାଡ଼ିବାର ନାମ ନେଉନାହିଁ । କିଛି ଦିନ ତଳେ ସଇଁତଲା ବ୍ଲକ ଗଣ୍ଡପତ୍ରାପାଲି ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଫେରିଥିଲା । ବୁଧବାର ପୁଣି ଜଣେ ଦାଦନ ଶ୍ରମିକଙ୍କ…
Archives


