Home Left

ଅପରାଧୀଙ୍କ ଚରାଭୂଇଁ ପାଲଟିଛି ରମ୍ଭା ଅଞ୍ଚଳ, ଗୁଳି ଫୁଟାଇ କାଜୁ ଫ୍ୟାକ୍ଟ୍ରି ମାଲିକଙ୍କଠାରୁ ଲୁଟିନେଲେ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ବର୍ତ୍ତମାନ ଅପରାଧୀଙ୍କ ଚରାଭୂଇଁ ପାଲଟିଛି ରମ୍ଭା ଅଞ୍ଚଳ। ହୁମା ଫାଣ୍ଡି ଓ ରମ୍ଭା ଥାନା ପୋଲିସକୁ ଚ୍ୟାଲେଞ୍ଜ କରି ଗୋଟିଏ ଗୋଟିଏ ପରେ ଲୁଟ୍‌ କରି ଚାଲିଛନ୍ତି ଲୁଟେରା ଦଳ। ଏହାକୁ ନିତିଦିନିଆ ଭାବେ ଅଭ୍ୟାସରେ ପରିଣୟ କରିଲେଣି…

ରାହୁଲ ଦେଶଦ୍ରୋହୀ, ଦେଶକୁ ଭାଙ୍ଗିବାକୁ କରାଯାଉଛି ପ୍ରୟାସ: ଭାଜପା

ନୂଆଦିଲ୍ଲୀ,୫।୧୨: କଂଗ୍ରେସ ଦଳ ସଂସଦରେ ଆଦାନୀ ପ୍ରସଙ୍ଗରେ କେନ୍ଦ୍ରକୁ ଟାର୍ଗେଟ କରିବାକୁ ଚେଷ୍ଟା କରୁଛି। ସେପଟେ ଭାଜପା ମୁଖପାତ୍ର ସମ୍ବିତ ପାତ୍ର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ସଂସଦରେ କ’ଣ ଘଟୁଛି ଆପଣ ସମସ୍ତେ ଦେଖୁଛନ୍ତି। ଦେଶର…

ଗୁହାଳରୁ ଗାଈକୁ ଘୋଷାଡ଼ି ନେଇ ମାରି ଖାଇଥିଲା ମହାବଳ, କ୍ୟାମେରାରେ ହେଲା କଏଦ

ଗଜପତି,୫ା୧୨(ଗିରିଧାରୀ ପରିଚ୍ଛା): ବନ ବିଭାଗର ଟ୍ରାପ୍‌ କ୍ୟାମେରାରେ କଏଦ ହେଲା ମହାବଳ। ବୁଧବାର ସନ୍ଧ୍ୟାରେ ଅନ୍ଧାରିଝୋଳା ନିକଟରେ କାଜୁ ଜଙ୍ଗଲରେ ଟ୍ରାପ୍‌ କ୍ୟାମେରା ଖଞ୍ଜି ଥିଲା ବନ ବିଭାଗ। ମଙ୍ଗଳବାର ବିଳମ୍ବିତ ରାତିରେ ଜାକବ ସବରଙ୍କ ଗୁହାଳରୁ ଗାଈକୁ ଘୋଷାଡ଼ି ନେଇ…

ସିଧା ଚିଫ ଗେଷ୍ଟଙ୍କ କୋଳରେ ଲ୍ୟାଣ୍ଡ କଲେ ପରାଗ୍ଲାଇଡର, ଭିଡିଓ ଭାଇରାଲ

ଇସଲାମାବାଦ,୫।୧୨: ପାକିସ୍ତାନରେ ଏକ ଇଭେଣ୍ଟ ସମୟରେ ହଠାତ ଜଣେ ପାରାଗ୍ଲାଇଡର୍‌ ଅବତରଣ କରିବାର ଏକ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯାହା ୟୁଜର୍ସଙ୍କୁ ହସାଇ ହସାଇ ବେଦମ କରୁଛି। ଲୋକପ୍ରିୟ ଆକାଉଣ୍ଟ ‘ଘର କେ କଲେଶ’ ଦ୍ୱାରା…

ଅବସର ଘୋଷଣା କରି ଶୁଟିଂସେଟ୍‌କୁ ଫେରିଲେ ବିକ୍ରାନ୍ତ, ଫ୍ୟାନ୍ସ ତାଜୁବ

ମୁମ୍ବାଇ: ନିକଟରେ ବଲିଉଡ ଅଭିନେତା ବିକ୍ରାନ୍ତ ମେସି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ୪ଦିନ ପୂର୍ବରୁ ସେ ଅଭିନୟରୁ ବିରତି ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଅଭିନୟରୁ ବିରତି ନେଉଛନ୍ତି ବୋଲି ସେ କହିଥିଲେ।…

‘ମୋଦି ଆଦାନୀ ଏକ ହୈ’, ଏମିତି ଲେଖାଥିବା ଜ୍ୟାକେଟ ପିନ୍ଧି ଚର୍ଚ୍ଚାରେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୫।୧୨: ଆଦାନୀ ପ୍ରସଙ୍ଗରେ ଏକ ନିଆରା ଶୈଳୀରେ କଂଗ୍ରେସ ଏମପିମାନେ ଗୁରୁବାର ପାର୍ଲାମେଣ୍ଟରେ ‘ମୋଦୀ ଆଦାନୀ ଗୋଟିଏ’ ସ୍ଲୋଗାନ ଦେଇ ଜ୍ୟାକେଟ ପିନ୍ଧି ପ୍ରଦର୍ଶନ କରିଥିଲେ। ଆମେରିକୀୟ ଓକିଲମାନେ ଆଦାନୀ ଗ୍ରୁପ ଉପରେ ଲାଞ୍ଚ ଅଭିଯୋଗ କରିଛନ୍ତି। ମୋଦି-ଆଦାନୀ ସ୍ଲୋଗାନ ଦେଇ…

ତାଲା ଭାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରୁ ଦୁର୍ବୃତ୍ତ ଲୁଟିନେଲେ ଏଲ୍‌ଇଡି ଟିଭି, ପ୍ରିଣ୍ଟର

ଭୁବନ,୫ା୧୨(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶ ଗ୍ରାମରେ ଥିବା ପ୍ରାଥମିକ ସାସ୍ଥ୍ୟକେନ୍ଦ୍ରରୁ ବୁଧବାର ବିଳମ୍ବିତ ରାତିରେ ଏଲ୍‌ଇଡି ଟିଭି ଓ ପ୍ରିଣ୍ଟର ଚୋରି ହୋଇଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀମାନେ ଘରକୁ ଫେରିବାର ପରେ ଦୁର୍ବୃତ୍ତମାନେ ତାଲା ଭାଙ୍ଗି…

ଓ୍ବାଚ୍‌ ଟାଓ୍ବାର ନିର୍ମାଣ ଅଧାପନ୍ତରିଆ: ପର୍ଯ୍ୟଟକ ନିରାଶ, ଅନୁଦାନ ପାଇଁ ଚିଠି

ଦାରିଙ୍ଗବାଡ଼ି,୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ଆଗମନ ହେଉଥିବାବେଳେ ଡିସେମ୍ବର ୨୦ରୁ ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ପ୍ରତିବର୍ଷ ପର୍ଯ୍ୟଟକଙ୍କ ଭିଡ଼ ଅଧିକ ଦେଖିବାକୁ ମିଳିଥାଏ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସ୍ଥାନୀୟ ଓ ଜିଲା ପ୍ରଶାସନ ପକ୍ଷରୁ…

ସବୁ ବିଗାଡ଼ିବା ମୁଡରେ ଅଛନ୍ତି ଅଜିତ, ଚାଚା ଶରଦ ପାଓ୍ବାରଙ୍କୁ ଦେବେ ବଡ଼ ଝଟ୍‌କା!

ମୁମ୍ବାଇ,୫।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ ସରିଯାଇଥିଲେ ମଧ୍ୟ ଅନେକ ଟୁଇଷ୍ଟ ଜାରି ରହିଛି। ଗୋଟିଏ ପଟେ ଦେବେନ୍ଦ୍ର ଫଡନାଭିସ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବାବେଳେ ଅନ୍ୟପକ୍ଷରେ ଅଜିତ ପାୱାର ଷଷ୍ଠ ଥର…

ବାଂଲାଦେଶରେ କମୁନି ହିନ୍ଦୁଙ୍କ ଉପରେ ହିଂସା, ଘର ଛାଡିଲେଣି ୨୦୦ ପରିବାର

ଢାକା,୫।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହିଂସା ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଉଛି। ୟୁନୁସ ସରକାରଙ୍କ ହସ୍ତକ୍ଷେପ ସତ୍ତ୍ୱେ ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରାଯାଉଛି। ମୌଳବାଦୀଙ୍କ ଏକ ଦଳ ସୁମଙ୍ଗଞ୍ଜ ଜିଲାର ହିନ୍ଦୁମାନଙ୍କ ଘର ଉପରେ ଆକ୍ରମଣ କରିଥିବା ଜଣାପଡିଛି। ବୁଧବାର ପୁଣିଥରେ…

ନାଗାଚୈତନ୍ୟ-ଶୋଭିତାଙ୍କ ଚାଲିଥିଲା ବିବାହ, ଏ କ’ଣ ପୋଷ୍ଟ କରିଦେଲେ ସାମନ୍ଥା, ଫିଲ୍ମ ଇଣ୍ଡଷ୍ଟ୍ରିରେ ହଇଚଇ!

ମୁମ୍ବାଇ: ହାଇଦ୍ରାବାଦରେ ବୁଧବାର ତେଲୁଗୁ ରୀତିନୀତି ଅନୁଯାୟୀ ଅଭିନେତା ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲ ବିବାହ କରିଛନ୍ତି। ଅଭିନେତ୍ରୀ ସାମନ୍ଥା ପ୍ରଭୁଙ୍କୁ ଛାଡପତ୍ର ଦେବା ପରେ ନାଗା ଦ୍ୱିତୀୟ ବିବାହ କରିଛନ୍ତି। ବର୍ତ୍ତମାନ ନାଗା-ଶୋଭିତାଙ୍କ ବିବାହ ଫଟୋ ସୋସିଆଲ ମିଡିଆରେ…

ଲଗେଜ ବ୍ୟାଗରେ ନେଉଥିଲେ ୫୮ କେଜି ରୁପା, ରେଲ୍‌ଓ୍ବେ ଷ୍ଟେଶନରେ ପଡ଼ିଲେ ଧରା

ରାଉରକେଲା,୫।୧୨(ସଙ୍ଗୀତା ଜେନା): ରାଉରକେଲା ରେଳ ଷ୍ଟେଶନ ପରିସରରୁ ଯାଞ୍ଚ ସମୟରେ ବିପୁଳ ପରିମାଣର ରୁପା ଜବତ ହୋଇ ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟକୁ ହସ୍ତାନ୍ତର କରାଯାଇଛି। ଏଥିସହ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ବ୍ୟକ୍ତି ଜଣଙ୍କ ତାଙ୍କ ଲଗେଜ ବ୍ୟାଗରେ ପ୍ରାୟ ୫୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri