PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍: ଜାଣନ୍ତୁ ପୁଣି କେବେ ହେବ
କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ ଥିବା ବେଳେ ଓପିଏସସି ଏହାକୁ ବାତିଲ କରିଛି। ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ…
ହରିୟାଣାରେ ଭାଜପା ସରକାର ଗଢିବାକୁ ଖୋଲା ଅଛି ସମସ୍ତ ଦ୍ୱାର, କାହିଁକି ଏମିତି କହିଲେ ନାଏବ ସୋନି
ଚଣ୍ଡିଗଡ଼,୬।୧୦: ହରିୟାଣା ବିଧାନସଭା ନିର୍ବାଚନ ପରେ ଶନିବାର ସାରେ ଏକଜିଟ ପୋଲ ତଥ୍ୟ ପ୍ରକାଶ ପାଇଛି। ଏକଜିଟ ପୋଲରେ ଭାଜପାକୁ ବଡ ଝଟକା ଲାଗିଛି। ସେଠାରେ ଭାଜପା ୨୦-୨୮ଟି ଆସନ ପାଇବ ବୋଲି ଆଶା କରାଯାଉଛି। ଏକଜିଟ ସର୍ଭେ ଅନୁଯାୟୀ ଭାଜପା…
ମାକ୍ରୋନଙ୍କ ପାଇଁ ନେତାନ୍ୟାହୁଙ୍କ ଭିଡିଓ ବାର୍ତ୍ତା: ଅସ୍ତ୍ରଶସ୍ତ୍ର ବ୍ୟାନ୍ ବୟାନ ଉପରେ ଦେଲେ କଡା ପ୍ରତିକ୍ରିୟା
ନୂଆଦିଲ୍ଲୀ,୬।୧୦: ଗାଜାରେ ବ୍ୟବହାର ପାଇଁ ଇସ୍ରାଏଲକୁ ଅସ୍ତ୍ରଶସ୍ତ୍ର ଯୋଗାଣ ବନ୍ଦ କରିବାକୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନଙ୍କ ଆହ୍ୱାନକୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ତୀବ୍ର ନିନ୍ଦା କରିଛନ୍ତି ଏବଂ ଏହି ପ୍ରସ୍ତାବକୁ ଏକ ଅପମାନ ବୋଲି କହିଛନ୍ତି। ଶନିବାର ଏକ…
ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ପ୍ରସାଦ ସମ୍ପୂର୍ଣ୍ଣ ଶୁଦ୍ଧ
ଉଜ୍ଜୟନୀ,୬।୧୦: ମଧ୍ୟ ପ୍ରଦେଶ ଉଜ୍ଜୟନୀର ମହାକାଳେଶ୍ୱର ମନ୍ଦିରରେ ମିଳୁଥିବା ଲଡୁ ପ୍ରସାଦର ଯାଞ୍ଚ କରାଯାଇ ଜଣାପଡିଛି ଯେ ଲଡୁ ସମ୍ପୂର୍ଣ୍ଣ ଶୁଦ୍ଧ ଅଟେ। ମଧ୍ୟପ୍ରଦେଶର ଉଜ୍ଜୟନୀ ସ୍ଥିତ ମହାକାଳେଶ୍ୱର ମନ୍ଦିରର ଲଡୁ ପ୍ରସାଦ ଖାଦ୍ୟ ସୁରକ୍ଷା ନିୟମର ୧୩ଟି ପାରାମିଟର ପୂରଣ…
ପୁଣି ପ୍ରଶ୍ନପତ୍ର ଲିକ୍ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍…
ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ । ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍ ସିଲ୍…
ପ୍ରତି ମାସରେ ମହିଳାଙ୍କୁ ୧୦୦୦ ଟଙ୍କା ଦେବ ଏଏପି ସରକାର!
ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି) ଆଜି ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏହି ସମୟରେ ଏଏପି ମୁଖ୍ୟ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତାଙ୍କ ସମ୍ବୋଧନ ପ୍ରଦାନ କରିଥିଲେ। ତାଙ୍କ…
ଡରାଇଲାଣି ନାଷ୍ଟ୍ରେଦମସଙ୍କ ଭବିଷ୍ୟବାଣୀ, ଅକ୍ଟୋବରରେ ଆସିପାରେ ବଡ଼ ବିପର୍ଯ୍ୟୟ
ଡରାଇଲାଣି ନାଷ୍ଟ୍ରେଦମସଙ୍କ ଭବିଷ୍ୟବାଣୀ । ୪୫୦ ବର୍ଷ ପୂର୍ବରୁ କରିସାରିଛନ୍ତି ପୂର୍ବାନୁମାନ । ଆଉ ଏହା ଅକ୍ଟୋବରରେ ସତ ହୋଇପାରେ ବୋଲି ପୂର୍ବାନୁମାନ କରିଛନ୍ତି। ଆଗରୁ ଅନେକ ସତ ପ୍ରମାଣିତ ହୋଇଛି । ନାଷ୍ଟ୍ରେଦମସ ରାଷ୍ଟ୍ରପତି ଜନ ଏଫ କେନେଡିଙ୍କ ହତ୍ୟା,…
ହରିୟାଣା ଉପରେ କହିବା ମନା, ଏକଜିଟ ପୋଲ୍କୁ ନେଇ ଭାଜପା ନେତାଙ୍କ ମୁହଁ ବନ୍ଦ
ନୂଆଦିଲ୍ଲୀ,୬।୧୦: ହରିୟାଣା, ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ବର୍ତ୍ତମାନ ଏହି ନିର୍ବାଚନର ଫଳାଫଳ ଘୋଷଣା କରାଯିବ। କିନ୍ତୁ ଏହାପୂର୍ବରୁ ସମସ୍ତ ଏକଜିଟ ପୋଲ୍ରେ ଜମ୍ମୁ-କଶ୍ମୀରରେ କଂଗ୍ରେସ-ଏନସି ମେଣ୍ଟ ଏବଂ ହରିୟାଣାରେ କଂଗ୍ରେସ ସରକାର ଗଠନ କରିବ ବୋଲି ଦାବି ରହିଛି।…
ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ
କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ ସାହୁ (୨୪)ଙ୍କ ମୃତଦେହ ଝାରସୁଗୁଡ଼ା ରେଳଷ୍ଟେଶନରୁ ସ୍ଥାନୀୟ ରେଳବାଇ ପୋଲିସ ପାଇଛି। ସେ…
ମୋଦିଙ୍କ ପାଇଁ ଭୋଟ ମାଗିବେ କେଜରିଓ୍ବାଲ, କାହିଁକି ଏମିତି କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ?
ନୂଆଦିଲ୍ଲୀ,୬।୧୦: ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ଛତ୍ରସାଲ ଷ୍ଟାଡିୟମରେ ଚାଲିଥିବା ‘ଜନତା କି ଅଦାଲତ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ସେ ତାଙ୍କ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସରକାରଙ୍କ…
କିମ୍ ଜୋଙ୍ଗ୍ ଉନ୍ ନା ଜର୍ଜ ସୋରୋସ୍ କାହା ସହ ଡିନର କରିବେ ଜୟଶଙ୍କର, ଏମିତି ଦେଲେ ଜବାବ…
ନୂଆଦିଲ୍ଲୀ,୬ା୧୦: ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ କାର୍ଯ୍ୟକ୍ରମ ସମୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ଏପରି ପ୍ରଶ୍ନ ପଚରାଯାଇଥିଲା। ଯାହାର ଉତ୍ତର ସମସ୍ତଙ୍କ ହୃଦୟକୁ ଛୁଇଁଛି। ଜୟଶଙ୍କରଙ୍କୁ ପଚରାଯାଇଥିଲା ସେ ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍…
ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍…
ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର ୪୦ ଲକ୍ଷ ହିତାଧିକାରୀଙ୍କୁ ସରକାର ଟଙ୍କା ପ୍ରଦାନ କରିବେ । ଏହି ଟଙ୍କା ଆସନ୍ତା…
Archives


