ବଢିବ ଭାଜପାର ଟେନସନ, ନିର୍ବାଚନ ହାରିବା ପରେ ଉଦ୍ଧବଙ୍କ ନୂଆ ପ୍ଲାନ
ମୁମ୍ବାଇ,୪।୧୨: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଉଦ୍ଧବ ଠାକରେଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା ଏବଂ ତାଙ୍କ ଦଳ ମାତ୍ର ୨୦ ଟି ଆସନ ଜିତିବାରେ ସଫଳ ହୋଇଥିଲା। ତେବେ ବର୍ତ୍ତମାନ ଲାଗୁଛି ଯେ ଶିବସେନା (ୟୁବିଟି) ସଭାପତି ଉଦ୍ଧବ ଠାକରେ ବିଧାନସଭା…
ରାଜଧାନୀରେ ଚାଞ୍ଚଲ୍ୟ: ମର୍ନିଂ ଓ୍ବାର୍କରେ ଯାଇଥିଲା ପୁଅ, ମା’-ବାପାଙ୍କ ସହ ଝିଅଙ୍କ ଗଳା କାଟିଦେଲେ…
ନୂଆଦିଲ୍ଲୀ,୪।୧୨: ରାଜଧାନୀ ଦିଲ୍ଲୀରେ ବୁଧବାର ଟ୍ରିପଲ୍ ମର୍ଡରକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ଦକ୍ଷିଣ ଦିଲ୍ଲୀର ନେବ ସରାୟର ଦେବଲିରେ ସ୍ବାମୀ-ସ୍ତ୍ରୀ ଏବଂ ଝିଅଙ୍କୁ ଛୁରି ଭୂସି ହତ୍ୟା କରାଯାଇଛି। ଘଟଣା ସମୟରେ ପୁଅ ମର୍ନିଂ ଓ୍ବାର୍କରେ ଯାଇଥିଲେ। ସେ ଫେରି ଆସିବା…
ଆଖିବୁଜିଲେ ଧରିତ୍ରୀ ଖବରଦାତା
ବାରିପଦା,୪।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଧରିତ୍ରୀ ଖବରଦାତା ଦେବ ରଞ୍ଜନ ବେହେରାଙ୍କ ପରଲୋକ ଘଟିଛି। ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତଖାନାରେ ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ରାତି ୨ଟାରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଖୁଣ୍ଟା ତଥା ଆଖପାଖ…
ରାଷ୍ଟ୍ରପତିଙ୍କ ଆଖିରେ ଲୁହ ମହାପ୍ରଭୁଙ୍କୁ ଦେଖୁ ଦେଖୁ …
ପୁରୀ,୪।୧୨( ଅଜିତ୍ କୁମାର ମହାନ୍ତି):୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ…
ମୁମ୍ବାଇ ଇଣ୍ଡିଆନ୍ସଙ୍କୁ ବଡ଼ ଝଟ୍କା, ପ୍ରଥମ ମ୍ୟାଚ ଖେଳିପାରିବେନି ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୪।୧୨: ଆଇପିଏଲ ୨୦୨୫ର ମେଗା ନିଲାମ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ସ୍ପଷ୍ଟ କରି ଦେଇଛି ଯେ ଆସନ୍ତା ସିଜନରେ ମଧ୍ୟ ଦଳର କମାଣ୍ଡ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ହାତରେ ରହିବ। କିନ୍ତୁ, ଏହା ପୂର୍ବରୁ ମୁମ୍ବାଇ ପାଇଁ ଏକ ଖରାପ ଖବର ଆସିଛି…
ଲୋକ ସଭାରେ ଆସନକୁ ନେଇ INDIA ମେଣ୍ଟ-କଂଗ୍ରେସ ମଧ୍ୟରେ ଫାଟ: ସମସ୍ତେ ଚାହାନ୍ତି ‘୮ମ ଧାଡ଼ି’ରେ ସିଟ୍; କାରଣ…
ନୂଆଦିଲ୍ଲୀ,୪।୧୨: ଲୋକ ସଭାରେ ଜାରି ଶୀତକାଳୀନ ଅଧିବେଶନ ସମୟରେ ତେଲୁଗୁ ଦେଶମ ପାର୍ଟିର ବରିଷଠ ଏମ୍ପି ମଙ୍ଗୁଟା ଶ୍ରୀନିବାସୁଲୁ ରେଡ୍ଡି ଗୃହରେ ତାଙ୍କୁ ମିଳିଥିବା ଆସନକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ୫ଥରର ଏମ୍ପି। ହେଲେ ତାଙ୍କୁ ୮ମ ଧାଡ଼ିରେ…
ସାର୍ ଡନ୍ ବ୍ରାଡମ୍ୟାନଙ୍କ ଟୋପି ଏତିକି କୋଟି ଟଙ୍କାରେ ବିକ୍ରି
ସିଡ୍ନୀ, ୩ା୧୨ (ପି.ଟି.): ସାର୍ ଡନ୍ ବ୍ରାଡମ୍ୟାନଙ୍କ ଆଇକନିକ ବ୍ୟାଗି ଗ୍ରୀନ କ୍ୟାପ୍ ୨.୬୩ କୋଟି ଟଙ୍କା ମୂଲ୍ୟରେ ନିଲାମ ହୋଇଛି। ନିଲାମକାରୀ ସଂସ୍ଥା ବନହାମାସ କହିଛି, ବ୍ରାଡ୍ମ୍ୟାନ ତାଙ୍କର ଏହି ଟୋପିକୁ ୮୦ ବର୍ଷ ପୂର୍ବେ ଅର୍ଥାତ ୧୯୪୭-୪୮ରେ ଭାରତର…
ନିର୍ବାଚନ ପରେ ରାହୁଲଙ୍କୁ ବଡ଼ ଝଟ୍କା ଦେଲେ ଉଦ୍ଧବ, କହିଲେ…
ମୁମ୍ବାଇ,୪।୧୨: ନିକଟରେ ହୋଇଥିବା ମହାରାଷ୍ଟ୍ର ନିର୍ବାଚନରେ ମହାବିକାଶ ଅଗାଡିର ଶୋଚନୀୟ ପରାଜୟ ହୋଇଥିବାବେଳେ ମହାୟୁତି ପ୍ରଚଣ୍ଡ ବିଜୟ ହାସଲ କରିଛି। ଏହି ନିର୍ବାଚନରେ ଏମଭିଏକୁ ବଡ଼ ଝଟ୍କର ଲାଗିଛି। ଫଳାଫଳ ଏପରି ରହିଛି କି, ଦଳ ବିରୋଧୀ ଦଳ ହେବାକୁ ସଂଖ୍ୟା…
ହୋଟେଲ ଓ୍ବେଟରରୁ ସଫଳ ଅଭିନେତା
ମୁମ୍ବାଇ: ବଲିଉଡ୍ର ପ୍ରତିଭାବାନ କଳାକାରଙ୍କ ମଧ୍ୟରେ ଅଭିନେତା ବୋମନ ଇରାନୀ ଅନ୍ୟତମ। ମଙ୍ଗଳବାର ଏକ ସାକ୍ଷାତ୍କାର ଦେଇ ବୋମନ ତାଙ୍କ ନିଜ ଜୀବନର ଅନେକ କାହାଣୀ ସମ୍ପର୍କରେ ପ୍ରଘଟ କରିଛନ୍ତି। ସେ ମୁମ୍ବାଇର ମିଠିବାଇ କଲେଜରୁ ସ୍ନାତକ ପଢ଼ା ସାରି ବୋମନ…
ସିଇସି ନିଯୁକ୍ତି ମାମଲା ଶୁଣାଣିରୁ ଓହରିଲେ ସିଜେଆଇ
ନୂଆଦିଲ୍ଲୀ,୪ା୧୨(ପି.ଟି.):ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଏବଂ ନିର୍ବାଚନ କମିଶନର (ଇସି) ଚୟନ ପାଇଁ ଉଦ୍ଦିଷ୍ଟ କମିଟିରୁ ଭାରତର ପ୍ରଧାନ ବିଚାରପତିଙ୍କୁ ବାଦ୍ ଦିଆଯାଇଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଅନେକ ପିଟିଶନ ଦାଏର କରାଯାଇଥିଲା। ଏହି ପିଟିଶନଗୁଡ଼ିକର ଶୁଣାଣିରୁ ସିଜେଆଇ ସଞ୍ଜୀବ…
ରାସ୍ତା ମଝିରେ ଜଳିଗଲା ଗ୍ୟାସ ସିଲିଣ୍ଡର ଟ୍ରକ
ଗଞ୍ଜାମ,୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ପୁଇଁତଳା ଛକରେ ବୁଧବାର ଏକ ଅଘଟଣ ଘଟିଛି। ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇଥିଲା l ମିଳିଥିବା ସୂଚନା ମୁତାବକ, ଏକ ଏଲ୍ପିଜି ସିଲିଣ୍ଡର…
ଭୂକମ୍ପ ଝଟ୍କାରେ ଥରିଲା ତେଲେଙ୍ଗାନା-ହାଇଦ୍ରାବାଦ-ମହାରାଷ୍ଟ୍ର
ହାଇଦ୍ରାବାଦ,୪।୧୨: ତେଲେଙ୍ଗାନା-ଆନ୍ଧ୍ରପ୍ରଦେଶର ଅନେକ ଅଞ୍ଚଳରେ ବୁଧବାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୩ ରହିଥିଲା। କେବଳ ଏତିକି ନୁହେଁ ମହାରାଷ୍ଟ୍ରର ଅନେକ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭.୨୦ରୁ ୭.୨୬ ମଧ୍ୟରେ ଲୋକେ …
Archives


