ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…
ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି। ତାଲିକାର ପ୍ରଥମ ସ୍ଥାନରେ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ର ନିଲେଶ କୁମାର…
ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…
ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ୍ସ କ୍ୟାମ୍ପରର ଦ୍ୱିତୀୟ ଦିବସର ଅପରାହ୍ନରେ ଭିନ୍ନ ଏକ…
ଟପ୍ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି
ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ ଓରଫ ଅଙ୍କିତା ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଡିଜିପି ୱାଇ.ବି ଖୁରାନିଆ…
ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ
ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର ଅଧ୍ୟକ୍ଷତା ଏନସିପି ରାଷ୍ଟ୍ରୀୟ ସମ୍ପାଦକ ରାଣା ରଣବୀର ସିଂହ କରିଥିଲେ, ଯେଉଁଠାରେ ରାଜ୍ୟର…
Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…
ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍ ଡେ’ ବା ଗୋଲାପ ଦିବସରୁ ଆରମ୍ଭ ହୋଇଥାଏ। ଆଜିର ଯୁବପିଢ଼ି ନିଜ ନିଜର ପାର୍ଟନରଙ୍କୁ ଗୋଲାପ ଦେଇଥାନ୍ତି।…
ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ
ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ ଓରଫ ଅଙ୍କିତା ମଧ୍ୟ ଆତ୍ମସମର୍ପଣ କରିଛନ୍ତି। ରାୟଗଡ଼ା ପୋଲିସ ନିକଟରେ…
ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା
କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିବା ସମସ୍ତ କର୍ମଚାରୀଙ୍କୁ ସହକାରୀ ନିର୍ଦ୍ଦେଶକ,…
ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…
ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ ବୋର୍ଡ। ବଲାଙ୍ଗୀର ଜିଲା ତୁରକେଲା ଥାନାର ବହୁ ଚର୍ଚ୍ଚିତ ନାବାଳିକା ଗଣବଳାତ୍କାର ଘଟଣାରେ…
ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ
ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ ଆକ୍ରମଣ ପରେ ରୁଷିଆର ସାମରିକ ଗୁପ୍ତଚର (GRU)ର ଉପମୁଖ୍ୟ ଭ୍ଲାଦିମିର ଆଲେକ୍ସେଭଙ୍କୁ ତୁରନ୍ତ…
ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ
ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ କମ ଦଳ ବିପକ୍ଷରେ ବୈଭବ ଚମତ୍କାର ବ୍ୟାଟିଂ କରିଥିଲେ। ସେ ୩୨ ବଲରେ…
ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ
ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ ରୋଗୀଙ୍କୁ ମେଡିସିନ ଖୁଆଇବେ। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଶୁକ୍ରବାର ଏହି…
କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର
କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ ଏହି କ୍ରମରେ ଶୁକ୍ରବାର କୋରାପୁଟ ଜିଲାସ୍ତରୀୟ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା…
Archives


