Home Left

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ କରିଥିବା ବିଦେଶୀ ଛାତ୍ରୀଛାତ୍ରଙ୍କୁ ସେଠାରେ ଚାକିରି କରିବା ପାଇଁ ୧ ଲକ୍ଷ ଆମେରିକୀୟ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି ପଡ଼ିଛି। ଫଳରେ କାର ମାଲିକ ସୁନୀଲ ମହାନ୍ତି (୪୫) ମୃତ୍ୟୁବରଣ କରିଛନ୍ତି। ତାଙ୍କ…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ଗ୍ରାମ ବ୍ୟାପକ ପ୍ରଭାବିତ ହୋଇଛି। ଗ୍ରାମର ପ୍ରାୟ ୩୦୦ ଘର…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ ଚାଷୀ। ଶେଷରେ ଓଡ୍ରାଫ ଟିମ୍‌ ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଗୁରୁବାର…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗ୍‌ଚୀ ଏବଂ ଜଷ୍ଟିସ୍‌…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି, ଯାହା ଶୁଣିଲେ ଯେକୌଣସି ବ୍ୟକ୍ତି ଆଶ୍ଚର୍ଯ୍ୟ ହୋଇଯିବେ। ପ୍ରାୟ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ ହୋଇ ସାଧାରଣ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅନୁପ ରଞ୍ଜନ ପଟ୍ଟନାୟକ ଏହି ମାମଲାରେ…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣା ଦେଇଛନ୍ତି। ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫ ମି.ମି. ରହିଛି। ବର୍ଷା ଯୋଗୁ ଜିଲାର କୋରାପୁଟ, ଲମତାପୁଟ, କୁନ୍ଦୁରା, ବୋରିଗୁମ୍ମା, ବୈପାରିଗୁଡ଼ା,…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର ଦଶଦଶଟି ଲକ୍ଷ୍ୟସ୍ଥଳକୁ ଟାର୍ଗେଟ କରାଯାଇଛି। ଏହି ଆକ୍ରମଣରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମସୀମାରେ ପହଞ୍ଚି…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି। ଦଳର ଜର୍ସିରେ ପରିବର୍ତ୍ତନ କରାଯିବାର ଏହା ପ୍ରଥମ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?