Home Left

‘ସୁଭଦ୍ରା’ ଟଙ୍କାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ୭ ସୁଦ୍ଧା ଆବେଦନ କରିଥିଲେ…

ଭୁବନେଶ୍ୱର,୫।୧୦: ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି ମୋହନ ସରକାର। ପୁଣି ଲକ୍ଷ ଲକ୍ଷ ମହିଳା ହେବେ ଖୁସି । ଗତ ସେପ୍ଟେମ୍ବର…

ବିଦ୍ୟାଳୟ ପରିଦର୍ଶନ କଲେ ଜିଲାପାଳ, ଉଚ୍ଚଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ କେସିଙ୍ଗା ସହରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବିଦ୍ୟାପୀଠକୁ ଶନିବାର ପରିଦର୍ଶନରେ ଆସିଥିଲେ। ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଜିଲାପାଳ ପ୍ରଥମେ ପ୍ରଧାନଶିକ୍ଷକଙ୍କଠାରୁ ସ୍କୁଲର ସାମଗ୍ରିକ…

ଶାମିଙ୍କୁ ନେଇ ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୫।୧୦: ଦଳକୁ କେବେ ଫେରିବେ ମହମ୍ମଦ ଶାମି, ଏହା ଉପରେ କ୍ରିକେଟ ପ୍ରଶଂସକଙ୍କ ନଜର। କାରଣ ଆସନ୍ତା ମାସ ଭାରତୀୟ ଟିମ୍‌ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ। ସର୍ବପ୍ରଥମେ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ ଖେଳିବ। ଏହାପରେ ୫…

ଆମ୍ବଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଲା କାର୍‌

ବାଲିଗୁଡ଼ା,୫ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ନିକଟସ୍ଥ କୁର୍ଙ୍ଗୁଲି ନାଳ ଭିତରକୁ ଏକ କାର୍‌ ପଶିଯାଇଛି। ସୂଚନାନୁଯାୟୀ, ଶନିବାର ବାଲିଗୁଡ଼ା ପଟରୁ ଓଆର୍‌ ୦୭ଭି ୩୬୧୬କାର୍‌ ଦ୍ରୁତଗତିରେ ଫୁଲବାଣୀ ଯାଉଥିବାବେଳେ ସାରଙ୍ଗଗଡ଼ ଅନ୍ତର୍ଗତ…

ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ, ପରୀକ୍ଷା ପାଇଁ ହଳଦୀ ଗୁଣ୍ଡର ନମୁନା ସଂଗ୍ରହ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କନ୍ଧମାଳ ହଳଦୀ ନାମରେ ନକଲି ଗୁଣ୍ଡ ବିକ୍ରି କରାଯାଉଥିବା ଓ ଜୈବିକ ହଳଦୀ ନାମରେ ଲେବୁଲ ମାରି ବିକ୍ରିବଟା କରିବା ଅଭିଯୋଗ ହୋଇଆସୁଥିଲା। ଯାହାକି ଶନିବାର କନ୍ଧମାଳ ଖାଦ୍ୟ ନିରାପତ୍ତା ଓ…

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସ୍‌ସିବି ମେଡିକାଲରେ ଭେଟିଛନ୍ତି। ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ ବିଭୂତି…

କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍‌ ନେତା

ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍‌)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ ଏକ ଶୋଭାଯାତ୍ରାରେ ବାହାରି ତିହିଡ଼ି ପୁରୁଣାହାଟରେ ପହଞ୍ଚିଥିଲେ। ପରେ ସେଠାରେ ଆଇନଜୀବୀ ବିଷ୍ଣୁ ଦାଶଙ୍କ…

ହାତରେ ନୂଆ ଟାଟୁ କଲେ ରିଙ୍କୁ ସିଂ: ୫ ଛକା ସହ ଅଛି କନେକ୍ସନ

ନୂଆଦିଲ୍ଲୀ,୫।୧୦: ନିକଟରେ ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ହାତରେ ଏକ ଟାଟୁ କରିଛନ୍ତି। ଏହି ଟାଟୁରେ ସେ ‘ଗଡ୍‌ସ ପ୍ଲାନ୍‌’ ଲେଖିଛନ୍ତି। ରିଙ୍କୁ କହିଛନ୍ତି, ଟାଟୁ ବିଷୟରେ ସବୁଠାରୁ ବିଶେଷ କଥା ହେଉଛି ଯେ ସେ ମାରିଥିବା ପାଞ୍ଚଟି…

ଦୁର୍ଗାପୂଜାରେ କଏଦୀଙ୍କ ପାଇଁ ସ୍ପେଶାଲ ଫୁଡ

କୋଲକାତା,୫।୧୦: ଦୁର୍ଗା ପୂଜା ଆରମ୍ଭ ହେବାକୁ ଅଧିକ ସମୟ ବାକି ନାହିଁ। ସାରା ଦେଶରେ ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ପଶ୍ଚିମବଙ୍ଗରେ ଏହି ପର୍ବକୁ ନେଇ ଏକ ଭିନ୍ନ ଉତ୍ସାହ ରହିଛି । ଏହି ସମୟରେ ବଙ୍ଗଳାରେ ଦେବୀ ଦୁର୍ଗାଙ୍କ…

ବୁଲଡୋଜର-ଜେସିବି ମଧ୍ୟରେ ତଫାତ ଜାଣନ୍ତି କି? ଉତ୍ତର ନା ହୋଇଥିଲେ ଜାଣି ନିଅନ୍ତୁ…

ଆପଣ ନିଶ୍ଚିତ ଭାବେ ମାଟି ଖୋଳୁଥିବା ବେଳେ ଜେସିବି ନଚେତ ବୁଲଡୋଜରକୁ ଦେଖିଥିବେ। ହେଲେ କ’ଣ ଆପଣ ଉଭୟଙ୍କ ମଧ୍ୟରେ ଫରକ କ’ଣ ଜାଣନ୍ତି କି? ଯଦି ଆପଣ ଜାଣି ନାହାନ୍ତି ତେବେ ଆଜି ସେ ବିଷୟରେ ଜଣାଇବୁ। ବୁଲଡୋଜର ଏକ…

ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…

ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍‌(ଏଫ୍‌ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ ମୋଟା ଅଙ୍କର ସୁଧ ପାଇବା ଆଶାରେ ଏଥିରେ ଅନେକ ପୁଞ୍ଜିନିବେଶ କରିଥାନ୍ତି। ହେଲେ କ’ଣ…

ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ

ଜଗତସିଂହପୁର,୫ା୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର ପାଇଁ ନୂଆ ଘିଅ ଆସିଛି। ଓମ୍ଫେଡ ପକ୍ଷରୁ ୧୫ ଟିଣ ନୂଆ ଘିଅ ଆସିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri