ନୌସେନା ଦିବସ ପାଇଁ କାଲି ସବୁ ସ୍କୁଲ ଛୁଟି ଘୋଷଣା
ପୁରୀ,୩।୧୨: ଡିସେମ୍ବର ୪ ଅର୍ଥାତ୍ ଆସନ୍ତାକାଲି ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏନେଇ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏଥିପାଇଁ କାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପୁରୀ ପୌରପାଳିକାରେ ଆସନ୍ତାକାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।…
ବନ୍ଦ EPFO ଖାତାରୁ କେମିତି ଉଠାଇବେ ଜମା ଟଙ୍କା, ଜାଣନ୍ତୁ ପୁରା ପ୍ରକ୍ରିୟା…
ନୂଆଦିଲ୍ଲୀ,୧୨।୩: ଇପିଏଫଓକୁ ନେଇ ଜରୁରୀ ସୂଚନା। ଯଦି ଇପିଏଫଓ ଆକାଉଣ୍ଟ ବନ୍ଦ ହୋଇଯାଇଛି, ସେଥିରୁ ଜମା ଟଙ୍କା କିପରି ଉଠାଇବାକୁ ନେଇ ଅସୁବିଧାରେ ପଡିଛନ୍ତି। ଜାଣି ନିଅନ୍ତୁ… ଇପିଏଫଓ ଅନୁଯାୟୀ, ଯେକୌଣସି ବ୍ୟକ୍ତି ତାଙ୍କର ବନ୍ଦ ଆକାଉଣ୍ଟ ଖୋଲିପାରିବେ ଓ ଆକାଉଣ୍ଟରେ…
ଗୃହରେ ବସିଥିଲେ ନବୀନ ବିସ୍ଫୋରକ ବୟାନ ଦେଲେ ବଦ୍ରି, ବିଜେଡିକୁ ହରାଇଦେଲା ଏହି ଯୋଜନା…
ଭୁବନେଶ୍ୱର,୩।୧୨: ପାନୀୟ ଜଳ ପ୍ରକଳ୍ପ କାମ ପୂରା ନକରିବାରୁ ହାରିଲା ବିଜେଡି । ଆଜି ବିଧାନସଭା ଅଧିବେଶନରେ ଏପରି ଏହି ମାହୋଲକୁ ଉଷ୍ମ କରେଇଛନ୍ତି ଖୋଦ୍ ବିଜେଡି ନେତା। ବୀରୋଦୀଦଳ ନେତା ନବୀନ ପଟ୍ଟନାୟକଙ୍କ ଆଗରେ ଏପରି ବିସ୍ଫୋରକ ବୟାନ ଦେଇଛନ୍ତି…
ମଶା ତେଲ କିଣା ଦୁର୍ନୀତି, ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ପୌର ପରିଷଦ ନିର୍ବାହୀ ଅଧିକାରୀ
ଭୁବନେଶ୍ୱର,୩।୧୨: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ପୌର ପରିଷଦ ନିର୍ବାହୀ ଅଧିକାରୀ। ପୌର ପରିଷଦ ନିର୍ବାହୀ ଅଧିକାରୀ ମାନସ ରଂଜନ ମଲ୍ଲିକଙ୍କ ଘରେ ମଶା ତେଲ କିଣା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି। ଏହ ସହ ପୌର ପରିଷଦ ଅଫିସରେ କାଗଜ…
ରେକର୍ଡ ବୁକକୁ ଦୋହଲାଇ ଦେଲେ ଏହି କ୍ରିକେଟର, ସପ୍ତାହେ ଭିତରେ ଲଗାଇଲେ…
ନୂଆଦିଲ୍ଲୀ,୩।୧୨: ଗୁଜୁରାଟ ବ୍ୟାଟ୍ସମ୍ୟାନ ଉର୍ଭିଲ ପଟେଲଙ୍କ ଉତ୍କୃଷ୍ଟ ଫର୍ମ ଜାରି ରହିଛି। ଏକ ସପ୍ତାହ ମଧ୍ୟରେ ସୟଦ ମୁସ୍ତାକ ଅଲି ଟି -୨୦ ଟ୍ରଫିରେ ଉର୍ଭିଲ ପଟେଲ ତାଙ୍କର ଦ୍ୱିତୀୟ ବିସ୍ଫୋରକ ଶତକ ହାସଲ କରିଥିଲେ। ମଙ୍ଗଳବାର ଉତ୍ତରାଖଣ୍ଡ ବିପକ୍ଷରେ ପଟେଲ…
ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା: ସାବରମତି ରିପୋର୍ଟ ଫିଲ୍ମ ଦେଖିବାକୁ….
ଭୁବନେଶ୍ୱର,୩।୧୨: ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ଏକତା କପୁର । ସାବରମତି ରିପୋର୍ଟ ଫିଲ୍ମ ପ୍ରଯୋଜିକା ଏକତା ଫିଲ୍ମ ଦେଖିବା ପାଇଁ ମୋହନଙ୍କୁ ନିମନ୍ତ୍ରଣ ଜଣାଇଛନ୍ତି। ଏହା ସହ ଫିଲ୍ମକୁ ରାଜ୍ୟ ସରକାର କରମୁକ୍ତ କରିଥିବାରୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି।…
ପରିବା ଦୋକାନ ଉପରକୁ ମାଡ଼ିଗଲା କାର: ୪ ଆହତ
ବାଲିଗୁଡା,୩।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଏକ କାର ୨ ଜଣଙ୍କୁ ଧକ୍କା ଦେବା ପରେ ପରିବା ଓ ଚା’ଦୋକାନ ଉପରକୁ ମାଡ଼ିଯାଇଛି। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ବାଲିଗୁଡ଼ା ସହରର ୫୯ ନଂ ଜାତୀୟ ରାଜପଥ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ…
ମହାରାଷ୍ଟ୍ରରେ ଚାଲିଛି ମୂଷା ବିଲେଇ ଖେଳ: ବିରୋଧୀ
ମୁମ୍ବାଇ,୩।୧୨: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତୀ ଏକ ବଡ଼ ବିଜୟ ହାସଲ କରିଛନ୍ତି। ପ୍ରକାଶ ଥାଉକି, ଏକ ସପ୍ତାହରୁ ଅଧିକ ସମୟ ହେବ ନିର୍ବାଚନ ଫଳାଫଳ ବାହାରକୁ ଆସିବା ପରେ ମଧ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ସ୍ଥିର ହୋଇନାହିଁ।…
ଟ୍ରକ ମାଡ଼ିଯିବାରୁ ସିକ୍ୟୁରିଟି ଗାର୍ଡ ମୃତ ଘଟଣା: ମୃତଦେହ ରଖି ରାସ୍ତା ଅବରୋଧ, ମୁହାଁମୁହିଁ ହେଲେ…
ବଲାଙ୍ଗୀର,୩।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ମୁଖ୍ୟ ରାସ୍ତାରେ ପାଟଣା ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ ବଡ଼ଧରଣର ଦୁର୍ଘଟଣା ଘଟାଇଥିଲା । ଦ୍ରୁତ ଗତିରେ ଆସୁଥିବା ଟ୍ରକଟି ରାଧିକା ଅଳଙ୍କାର ଦୋକାନ ସମ୍ମୁଖରେ ଡ୍ୟୁଟିରେ ଥିବା ସିକ୍ୟୁରିଟି…
ପିଲାମାନଙ୍କୁ ସବୁକ୍ଷେତ୍ରରେ ସଫଳ କରିବାକୁ ଚାହୁଁଥିଲେ….
ପିଲାଙ୍କର ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର…. ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟିରଖନ୍ତୁ। ପରିବାରର ସମସ୍ତଙ୍କୁ ସେମାନେ କିଭଳି ବ୍ୟବହାର କରୁଛନ୍ତି ଲକ୍ଷ୍ୟ ରଖନ୍ତୁ।…
ଚାଉଳରେ ପୋକ ଲାଗୁଛି କି? ଆପଣାନ୍ତୁ ଏହି ଟିପ୍ସ
ଚାଉଳରେ ପୋକ ନ ଲାଗିବା ପାଇଁ ସେଥିରେ ବିଭିନ୍ନ ପ୍ରକାର ରାସାୟନିକ ଔଷଧ ରଖାଯାଇଥାଏ। କିନ୍ତୁ ଏହା ବଦଳରେ ଆପଣ ଚାହିଁଲେ ଘରୋଇ ଉପାୟରେ ଚାଉଳକୁ ଅନେକ ଦିନ ସୁରକ୍ଷିତ ରଖିପାରିବେ… ପ୍ରଥମ କଥା ହେଉଛି ଚାଉଳକୁ ଏକ ଶୁଖିଲା ସ୍ଥାନରେ…
ପ୍ରତଯୋଗିତାରେ ଭାଗ ନେଇ ବାଜି ମାରିଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ରପଡବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭିନ୍ନକ୍ଷମ ଛାତ୍ରୀଛାତ୍ର ଆଉ ଭିନ୍ନକ୍ଷମ ନୁହଁନ୍ତି, ସେମାନେ ଏବେ ସକ୍ଷମ ହୋଇପାରିଛନ୍ତି। ସେମାନଙ୍କ ମନୋବଳ ବୃଦ୍ଧି…
Archives


