Home Left

ରାମ ନବମୀ ପୂର୍ବରୁ ଅଶାନ୍ତ ହେଲା ପଶ୍ଚିମବଙ୍ଗ, ପୂଜା ପେଣ୍ଡାଲ, ମୂର୍ତ୍ତିରେ ନିଆଁ ଲଗାଇଦେଲେ ଦୁର୍ବୁତ୍ତ

କୋଲକାତା,୫।୪: ବଙ୍ଗଳାରେ ରାମନବମୀ ଶୋଭାଯାତ୍ରାର ପ୍ରସ୍ତୁତି ମଧ୍ୟରେ ଉତ୍ତର ୨୪ ପ୍ରଗଣାର ଗୋବରଡାଙ୍ଗା ଥାନା ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ଲୋକମାନେ ଅଭିଯୋଗ କରିଛନ୍ତି ଯେ ଦୁର୍ବୃତ୍ତମାନେ ପୂଜା ମଣ୍ଡପ ଏବଂ ମୂର୍ତ୍ତିଗୁଡ଼ିକରେ ନିଆଁ ଲଗାଇ ଦେଇଛନ୍ତି। ସ୍ଥାନୀୟ ପୂଜା ଆୟୋଜକମାନେ…

ପାଣିପାଗ ବିଭାଗର ବଡ଼ ଚେତାବନୀ, ଏପ୍ରିଲ, ମେ, ଜୁନରେ ହେବ ଅସହ୍ୟ, ଗରମ

ନୂଆଦିଲ୍ଲୀ,୫।୪: ଦିଲ୍ଲୀ ସମେତ ଦେଶର ଅଧିକାଂଶ ସ୍ଥାନରେ ପ୍ରଚଣ୍ଡ ସୂର୍ଯ୍ୟକିରଣ ତା’ର ପ୍ରଭାବ ଦେଖାଇବା ଆରମ୍ଭ କରିଛି। ଏହି ବର୍ଷ, ରାଜସ୍ଥାନ ଏବଂ ଗୁଜରାଟ ସମେତ ଅନେକ ରାଜ୍ୟରେ ସମୟ ପୂର୍ବରୁ ଗରମ ପ୍ରବାହ ଦେଖାଦେଇଥିଲା। ସାଧାରଣତଃ ପ୍ରତିବର୍ଷ ମେ-ଜୁନ ମାସରେ…

ଗାଁରେ ପଶିଲେ ୨୮ ଟିକିଆ ହାତୀପଲ, ବାସହରା ହେଲେ ପରିବାର

ଜି.ଉଦୟଗିରି,୫ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁର୍ମିଙ୍ଗିଆ କାଟାଗୁଡ଼ା ଗ୍ରାମରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ପଶି ଆସି ଘର ଦ୍ୱାର ସହ ଫସଲ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ଗତ ବର୍ଷ ମଧ୍ୟ ହାତୀ…

ହାତ ହରାଇଥିବା ରୀନାଙ୍କୁ ଭେଟିଲେ ମହିଳା ସମିତି ପ୍ରତିନିଧି ଦଳ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ରୋଜଗାର ପାଇଁ ମଧ୍ୟପ୍ରଦେଶ ଯାଇ ହାତ ହରାଇ ଫେରିଥିବା ରୀନା ମହାନନ୍ଦଙ୍କୁ ତାଙ୍କ ବିଜେପୁର ନିକଟ ପଡ଼ା ଗ୍ରାମକୁ ଯାଇ ବରଗଡ଼ ମହିଳା ସମିତିର ଏକ ପ୍ରତିନିଧି ଦଳ ଭେଟି ତାଙ୍କ ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଅବସରରେ…

ଟାରିଫ ଓ୍ବାରରେ ଚାଇନାକୁ ଲାଗିଛି ଜବରଦସ୍ତ ଝଟକା, କାହିଁକି ଏମିତି ଦାବି କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା ଦ୍ୱାରା ଲାଗୁ କରାଯାଇଥିବା ଶୁଳ୍କ ବିଷୟରେ ନିଜ ଲୋକଙ୍କୁ ଚେତାବନୀ ଦେଇଛନ୍ତି। ଭବିଷ୍ୟତରେ ଆମେରିକାର ଲୋକମାନେ ଯେଉଁ ସମସ୍ୟାର ସମ୍ମୁଖୀନ ହେବେ ସେ ବିଷୟରେ ସେ କହିଥିଲେ ଯେ ଆମେ ପୂର୍ବରୁ ବହୁତ ଅସହାୟ…

ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ

ମୋହନା, ୫ା୪(ମନ୍ମଥ ମିଶ୍ର): ଦାଦନ ଖଟିବାକୁ ଯାଇଥିବା ଗଜପତି ଜିଲା ମୋହନା ବ୍ଲକ ରାଇଜୁକା ଗାଁର ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ଟୁକୁ ବସ୍ତରାଏ। ତେବେ ତାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।…

ଓ୍ବକ୍‌ଫ ବିଲ୍‌କୁ ବିରୋଧ କରି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ଆପ୍‌ ବିଧାୟକ

ନୂଆଦିଲ୍ଲୀ,୫।୪: ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ଶୁକ୍ରବାର କଂଗ୍ରେସ ଏବଂ ଏଆଇଏମ୍‌ଆଇଏମ୍‌ ନେତା ଅସାଦୁଦ୍ଦିନ ଓଓ୍ବାଇସି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିବା ବେଳେ ଶନିବାର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଅମାନତୁଲ୍ଲା ଖାନ୍‌ ବିବାଦୀୟ ବିଲ୍‌କୁ ବିରୋଧ କରି ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ…

କମିବ ପେଟ୍ରୋଲ, ଡିଜେଲ ଦର? କ୍ରୁଡ ଅଏଲ ଦାମ କମିବାରୁ ବଢୁଛି ଆଶା

ନୂଆଦିଲ୍ଲୀ,୫।୪: ଏହା ବହୁତ କମ ଘଟେ ଯେ ଗୋଟିଏ ପଟେ ମୁଦ୍ରା ବଜାରରେ ଡଲାର ତୁଳନାରେ ଟଙ୍କା ମଜବୁତ ହେଉଛି ଏବଂ ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଉଛି। ଶୁକ୍ରବାର ଡଲାର ତୁଳନାରେ ଟଙ୍କା ପାଞ୍ଚ ପଇସା…

ଏଭଳି ପୁଅ ମରିଯିବା ଭଲ

ଆଚାର୍ଯ୍ୟ ଚାଣକ୍ୟଙ୍କ ଉପଦେଶକୁ ଅନେକ ମାନନ୍ତି। ଜଣେ ବୁଦ୍ଧିମାନ ବ୍ୟକ୍ତି, ତର୍କରେ ପ୍ରବୀଣ ଏବଂ ତାଙ୍କର ନୀତିଗତ ନିଷ୍ପତ୍ତି ନେଉଥିବା ବ୍ୟକ୍ତିଭାବେ ତାଙ୍କୁ ଗଣାଯାଏ। ସେ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ଦିଗ ବିଷୟରେ ବର୍ଣ୍ଣନା କରିଛନ୍ତି।…

ଲାଗୁ ହେଲା ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ କେତେ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିମ ମାଗଣା ଚିକିତ୍ସା

ନୂଆଦିଲ୍ଲୀ,୫।୪: ଜାତୀୟ ରାଜଧାନୀ ଦିଲ୍ଲୀରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଆୟୁଷ୍ମାନ ଯୋଜନା) କାର୍ଯ୍ୟକାରୀ କରିବା ପାଇଁ ଭାଜପା ନେତୃତ୍ୱାଧୀନ ଦିଲ୍ଲୀ ସରକାର ଶନିବାର କେନ୍ଦ୍ର ସହିତ ଏକ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି। ଏହା ସହିତ, ଦିଲ୍ଲୀ ଏହି…

ସରକାରୀ କର୍ମଚାରୀ ହୁଅ କି ଆଇଟି ଦିଅ: ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନ କାର୍ଡ

ଭୁବନେଶ୍ୱର,୪।୫: ୭୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ। ପ୍ରେସମଟ୍‌ରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସରକାରୀ କର୍ମଚାରୀ ହୁଅନ୍ତୁ କି ଆଇଟି ଦାଖଲ କରୁଥିଲେ ମଧ୍ୟ ମିଳିବ। ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ…

ସଂଗ୍ରାମ ଦାସ କଂଗ୍ରେସର ଦେବଗଡ଼ ଜିଲା ପର୍ଯ୍ୟବେକ୍ଷକ

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ଭକ୍ତଚରଣ ଦାସ ପିସିସି ସଭାପତି ଦାୟିତ୍ୱ ନେବା ପରେ କଂଗ୍ରେସ କର୍ମୀମାନେ ସକ୍ରିୟ ହୋଇପଡିଛନ୍ତି। ଆଗାମୀ ଦିନରେ ରାଜ୍ୟ କଂଗ୍ରେସର ସଂଗଠନ, ବିକ୍ଷୋଭ ଓ ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ୩୫ଟି ସାଙ୍ଗଠନିକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?