Home Left

ଚୈତ୍ର ନବରାତ୍ରୀ ସୁଦ୍ଧା ଲାଲ ଆତଙ୍କରୁ ମୁକ୍ତ ହେବ ବସ୍ତର: ଶାହା

ରାଞ୍ଚି,୫।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବସ୍ତର ପାଣ୍ଡୁମ ମହୋତ୍ସବରେ ଯୋଗଦେବା ପାଇଁ ଛତିଶଗଡ଼ର ଦନ୍ତେୱାଡାରେ ପହଞ୍ଚିଛନ୍ତି। ଏହି ସମୟରେ, ସେ କହିଥିଲେ, ‘ଆଜି ଚୈତ୍ର ନବରାତ୍ରିର ଅଷ୍ଟମୀ ତିଥି। ମୁଁ ମାତା ଦନ୍ତେଶ୍ୱରୀଙ୍କ ଆଶୀର୍ବାଦ ନେଇ ଆସିଛି। ମୁଁ ପ୍ରାର୍ଥନା…

କଟକ ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ, ୫।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ…

ମୋଦିଙ୍କୁ ଲାଗିବ ଝଟ୍‌କା! ଓ୍ବକଫ୍‌କୁ ରଦ୍ଦ କରିବେ ସୁପ୍ରିମକୋର୍ଟ?

ନୂଆଦିଲ୍ଲୀ,୫।୪: ଭାରତରେ ସମ୍ବିଧାନ ଅନୁଯାୟୀ ସୁପ୍ରିମକୋର୍ଟଙ୍କର ଏକ ଗୁରୁତ୍ୱପୂର୍ଣ୍ଣ କ୍ଷମତା ରହିଛି, ଯାହାକୁ “ଜୁଡିସିଆଲ ରିଭ୍ୟୁ” ବା ନ୍ୟାୟିକ ସମୀକ୍ଷା କୁହାଯାଏ। ଏହି କ୍ଷମତା ଅନୁସାରେ ସୁପ୍ରିମକୋର୍ଟ ସଂସଦ ଦ୍ୱାରା ପାରିତ ହୋଇଥିବା କୌଣସି ଆଇନକୁ ସମୀକ୍ଷା କରିପାରିବେ ଏବଂ ଯଦି…

ଶିବରାଜ ସିଂ ଚୌହାନଙ୍କ ରାଲିରେ ଓଲଟିଲା ଗାଡ଼ି, ୩ ଯବାନ ଆହତ

ନୂଆଦିଲ୍ଲୀ,୫।୪: କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ରାଲିରେ ଯାଉଥିବା ଜିଲା ପୋଲିସ ଗାଡ଼ିଟି ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ତିନି ଜଣ ପୋଲିସ କର୍ମଚାରୀ ଆହତ ହୋଇଥିଲେ, ସେମାନଙ୍କୁ ଚିକିତ୍ସା ପାଇଁ ସେହୋରକୁ ପଠାଯାଇଥିଲା। କେନ୍ଦ୍ରମନ୍ତ୍ରୀ ଭୋପାଳରୁ ଦେବାସ…

CSK vs DC: ଲଗାତର ହାରିବା ପରେ ଚେନ୍ନାଇ ସୁପର କିଙ୍ଗସ ବଦଳାଇଲା ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୫।୪: ଆଇପିଏଲ ୨୦୨୫ର ୧୭ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯିବ। ଦିଲ୍ଲୀ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ଫିଲ୍ଡିଂ ପାଇଁ ଚେନ୍ନାଇର ଖେଳାଳିମାନେ ପଡ଼ିଆକୁ ଆସିବେ। ଗତ ଦୁଇଟି…

ଲକ୍ଷ ଲକ୍ଷ ଟଙ୍କାର ଜରିମାନା ଗଣିବେ ପନ୍ତ, ଦିଗ୍‌ବେଶଙ୍କ ପାଉଣାରୁ ୫୦% କଟିଲା 

ନୂଆଦିଲ୍ଲୀ,୫।୪: ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ଦଳ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରି ଏକ ଦମ୍‌ଦାର ବିଜୟ ହାସଲ କରିଥିଲା। ହେଲେ ଅଧିନାୟକ ରିଷଭ ପନ୍ତଙ୍କୁ ଏକ ବଡ଼ କ୍ଷତି ସହିବାକୁ ପଡିଛି। ସେ ଏପରି ଏକ ଭୁଲ କରିଥିଲେ ଯେଉଁଥିଲାଗି…

ସସ୍ମିତ ନୁହନ୍ତି, ଏ ହେଉଛନ୍ତି ଭିଲିଆନ୍‌ କାହିଁକି ଏମିତି କହିଲେ ଦେବାଶିଷ

ଭୁବନେଶ୍ୱର,୫।୪: ବଡ଼ ବିସ୍ଫୋରଣ ଘଟାଇଲେ ବିଜେଡି ଏମ୍‌ପି ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସସ୍ମିତ ଭିଲେନ ନୁହଁନ୍ତି, ମୁଖ୍ୟ ପରାମର୍ଶଦାତା ହିଁ ଏହା ପଛରେ ଅଛନ୍ତି ବୋଲି କହିଛନ୍ତି। ଦୁଇ ଦୁଇଟି ମିଟିଂରେ ନବୀନ ବିଲ୍‌କୁ ବିରୋଧ କରିବୁ କହିଥିଲେ। ପୁଣି…

ଧୋନୀଙ୍କ ଭଳି ଖେଳୁଥିଲେ ହାର୍ଦ୍ଦିକ ପାଣ୍ଡ୍ୟା, ରାଗିଗଲେ ଆକାଶ ଅମ୍ବାନୀ; ପ୍ରତିକ୍ରିୟା Viral

ନୂଆଦିଲ୍ଲୀ,୫।୪: ଚଳିତ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଖରାପ ପ୍ରଦର୍ଶନ ଜାରି ରହିଛି। ଦଳ ଏହି ସିଜନରେ ୩ ମୁକାବିଲା ହାରି ସାରିଛି। ଏପ୍ରିଲ ୪ରେ ଲକ୍ଷ୍ନୌ ବିପକ୍ଷରେ ମୁମ୍ବାଇ ୧୨ ରନ୍‌ରେ ପରାଜିତ ହୋଇଥିଲା। ହେଲେ ଏହି ମ୍ୟାଚ୍‌ ମୁମ୍ବାଇ ଜିତିପାରେ…

ସସ୍ମିତଙ୍କ ବିରୋଧରେ ଚିଠି ଲେଖିଲେ ପ୍ରତାପ: ଏହା ଭିତରେ ରହିଛି ଗଭୀର ଷଡ଼ଯନ୍ତ୍ର

ଭୁବନେଶ୍ୱର, ୫।୪: ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ ଚିଠଲେଖିଲେ ପ୍ରତାପ ଜେନା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ପ୍ରତାପ। ସସ୍ମିତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ୱାକ୍ଫ ବିଲ ସପକ୍ଷରେ ସସ୍ମିତଙ୍କ ଭୋଟ…

୨୩ ସୈନିକଙ୍କୁ ପଥରରେ ପରିଣତ କରିଦେଇଥିଲା ଏଲିଅନ, ୩୫ ବର୍ଷ ପରେ ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୫।୪:ଆମେରିକୀୟ ଗୁଇନ୍ଦା ସଂସ୍ଥା CIA ଦ୍ୱାରା ସାର୍ବଜନୀନ କରାଯାଇଥିବା ଏକ ଆଶ୍ଚର୍ଯ୍ୟଜନକ ଦଲିଲରେ ଏପରି ଘଟଣା ପ୍ରକାଶ ପାଇଛି ଯାହାକୁ ରୁଷିଆ କେବେ ସାର୍ବଜନୀନ କରି ନ ଥିଲା। ଆମେରିକୀୟ ଗୁପ୍ତଚରମାନେ ପ୍ରାୟ ୩୫ ବର୍ଷ ପୂର୍ବର ଘଟଣାର ବିସ୍ତୃତ ଭାବରେ…

ସ୍ନାଇପର ନେଇ ମଇଦାନକୁ ଓହ୍ଲାଇଲେ କିମ ଜୋଙ୍ଗ ଉନ, ଯୁଦ୍ଧର ଦେଲେ ସଙ୍କେତ!

ନୂଆଦିଲ୍ଲୀ,୫।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣି ଥରେ ସାମରିକ ଶକ୍ତି ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ଏଥର ସେ ନିଜେ ଦାୟିତ୍ୱ ନେଇ ନୂଆ ସ୍ନାଇପର ରାଇଫଲର ପରୀକ୍ଷଣ କରିଛନ୍ତି। କିମ ଏକ ସ୍ବତନ୍ତ୍ର ବାହିନୀ…

ଅଳିଆ ଗଦାରେ ଦାରିଙ୍ଗବାଡି: ନାକ ଟେକିଲେଣି ପର୍ଯ୍ୟଟକ, ଉନ୍ନତି ପଥରେ ଆଗେଇ ନେବାକୁ ଅଣ୍ଟାଭିଡିଛନ୍ତି ଯୁବ ସମାଜସେବୀ

ଦାରିଙ୍ଗବାଡି,୫।୪ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବରେ ଦାରିଙ୍ଗବାଡି ବେଶ୍‌ ବରିଚିତ। ଏହି ଜିଲାକୁ ଶୀତଦିନେ ପର୍ଯ୍ୟଟକଙ୍କ ସୁଅ ଛୁଟେ। ଦେଶ ଓ ବିଦେଶର ବିଭିନ୍ନ ସ୍ଥାନରୁ ପ୍ରେତିଦିନ ଶହ ଶହ ପର୍ଯ୍ୟଟକ ବର୍ଷ ତମାମ ଦାରିଙ୍ଗବାଡି ବୁଲିବାକୁ ଆସିଥାନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?