Home Left

ସାମ୍ବାଦିକତା କ୍ଷେତ୍ରରେ ୫୦ବର୍ଷ ପୂରଣ ପାଇଁ ଧରିତ୍ରୀକୁ ପ୍ରଶଂସା: କେଭି ସିଂଦେଓ

ଭୁବନେଶ୍ୱର,୫।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜନେସ ଏମିନେନ୍ସ ଆଓ୍ବାର୍ଡସ ୨୦୨୫ ଆରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ…

କାର୍ଯ୍ୟକଳାପରେ ଅସନ୍ତୋଷ: ପଡ଼ିଆ ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା

ମାଲକାନଗିରି,୫।୪ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡିଆ ବ୍ଲକରେ ଦୀର୍ଘ ଦିନ ଧରି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ସମିତି ସଭ୍ୟଙ୍କ ବିକ୍ଷୋଭ ଚାଲିଥିବା ବେଳେ ଶୁକ୍ରବାର ଏହାର ଅବସାନ ଘଟିଛି। ୮ ଜଣ ସମିତି ସଭ୍ୟଙ୍କ ମଧ୍ୟରୁ ୭ ଜଣ ଶୁକ୍ରବାର…

ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ସ୍ଥଗିତ

ମହାକାଳପଡ଼ା, ୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତଙ୍କ ମନମୁଖି କାର୍ଯ୍ୟ ବିରୋଧରେ ଶାସକ ଦଳର ୪୧ ପଞ୍ଚାୟତ ପ୍ରତିନିଧିମାନେ ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଉପଜିଲାପାଳ ଅଭିଯୋଗକୁ ଭିତ୍ତିକରି ଆଇନଗତ ତର୍ଜମା ଓ ସମସ୍ତ…

ଭୋ ଭୋ ହୋଇ କାନ୍ଦିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୫।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ହାତରେ ମୁମ୍ବାଇ ଇଣ୍ଡିଆନ୍ସର ପରାଜୟ ପରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ସିଜିନର ତୃତୀୟ ପରାଜୟରେ ନିରାଶ ହୋଇଥିବା ପାଣ୍ଡ୍ୟା ମ୍ୟାଚ ପରେ ଭାବପ୍ରବଣ ଦେଖାଯାଇଥିଲା। ତାଙ୍କର ଏକ ଫଟୋ ଭାଇରାଲ ହେଉଛି। ଏଥିରେ ସେ…

ଆରମ୍ଭ ହେଲା ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୫: ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ

ଭୁବନେଶ୍ୱର,୫ା୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ ୨୦୨୫ ଆରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସିଂଦେଓ ଉକ୍ତ…

ରାମନବମୀରେ ଉଦ୍‌ଘାଟନ ହେବ ନୂଆ ପାମ୍ବନ ରେଳ ସେତୁ: ମୋଦି କରିବେ ଶିଳାନ୍ୟାସ

ନୂଆଦିଲ୍ଲୀ,୫।୪: ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁ ଗସ୍ତ କରି ରାମେଶ୍ୱରମକୁ ମୁଖ୍ୟ ଭୂମି ସହିତ ସଂଯୋଗ କରୁଥିବା ନୂତନ ପାମ୍ବନ ରେଳ ସେତୁ ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ତାମିଲନାଡୁରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ…

ବନ୍ଧା ହେଲେ ରାଣିମୁଣ୍ଡା ସରପଞ୍ଚ, ପୂର୍ବତନ ପିଇଓ

ନୂଆପଡା,୫/୪ (ମକାରୁ ବେମାଲ): ନୂଆପଡା ଜ଼ିଲା ଖରିଆର ବ୍ଲକ ରାଣିମୁଣ୍ଡା ପଞ୍ଚାୟତ ସରପଞ୍ଚ ଓ ତତ୍କାଳୀନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଶୁକ୍ରବାର ରାତିରେ ଭିଜିଲାନ୍ସ ହାତରେ ବନ୍ଧା ହୋଇ ଜେଲ ଯିବା ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ରାଣୀମୁଣ୍ଡା ପଞ୍ଚାୟତ…

ଓଡିଆ ପକ୍ଷ ପାଳନ କାର୍ଯ୍ୟକ୍ରମକୁ ଆସିଲେନି ଅଧିକାରୀ: ବ୍ଲକ କର୍ମଚାରୀଙ୍କୁ ନେଇ ଐତିହ୍ୟ ଗଣଦୌଡ଼

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଓଡ଼ିଶା ପାଳୁଛି ଓଡ଼ିଆ ପକ୍ଷ। ଏଥିପାଇଁ ପଲ୍ଲୀଠାରୁ ରାଜ୍ୟର ରାଜଧାନୀ ପର୍ଯ୍ୟନ୍ତ ଏହି ପକ୍ଷକୁ ବଡ଼ ଧୁମଧାମ୍‌ରେ ପାଳନ କରାଯାଉଛି। ଓଡ଼ିଆ ଅସ୍ମିତା ଓଡିଶାର ପରମ୍ପରା ସଂସ୍କୃତି, ଐତିହକୁ ପୁନଃରୁଦ୍ଧାର କରିବା ପାଇଁ ପାରମ୍ପରିକ ପୋଷାକ ପରିଧାନଠାରୁ…

ବିଦେଶ ମାଟିରେ ଓଡ଼ିଆ ଖାଦ୍ୟର ଆଦର ବଢୁଛି

ଭୁବନେଶ୍ୱର,୫।୪ (ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଖାଦ୍ୟର ଆଦର ବିଦେଶ ମାଟିରେ ବଢ଼ିବାରେ ଲାଗିଛି। କଳାହାଣ୍ଡି କଲମ୍‌ପୁରର କଦଳୀ, ଢେଙ୍କାନାଳର ଆମ୍ବ ଓ ପନିପରିବା ସହ ଉପକୂଳ ଏବଂ ପଶ୍ଚିମ ଓଡ଼ିଶାରୁ ମଧ୍ୟ ପରିବା ରପ୍ତାନି ହେଉଛି। ସେହିପରି ବଲାଙ୍ଗୀର ପାଟଣାଗଡ଼ରୁ ଡ୍ରାଗନ୍‌…

କଇଁଛ ପିଠିରେ ରାସାୟନିକ ରଙ୍ଗରେ ଶ୍ରୀଜଗନ୍ନାଥ

ଭୁବନେଶ୍ୱର,୫।୪ (ବନ୍ଦନା ସେଠୀ)ସୋସିଆଲ୍‌ ମିଡିଆରେ ଚର୍ଚ୍ଚାକୁ ଆସିବା ସହିତ ଭିୟୁର୍ସ ବଢାଇବା ପାଇଁ ବ୍ଲଗରମାନେ କିଛି ବି କରିବାକୁ ପଛାଉ ନାହାନ୍ତି। ଏପରିକି ନିରୀହ ବନ୍ୟପ୍ରାଣୀଙ୍କୁ ଅତ୍ୟାଚାର କରିବା ତଥା ସେମାନଙ୍କୁ ମାରିବା ପାଇଁ ମଧ୍ୟ କୁଣ୍ଠାବୋଧ କରୁନାହାନ୍ତି। ନିକଟରେ ଅନୁଗୋଳ…

ଏଇ ଭାରତରେ

ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣର ସଫଳତା କଥା ଯେତିକି ଜୋର କୁହାଯାଉଛି ତାହାର ବାସ୍ତବତା ସେତିକି ନୁହେଁ। ଦେଶରେ ଏମିତି ଅଞ୍ଚଳ ରହିଛି ଯେଉଁଠି ଏବେ ବି ପାନୀୟ ଜଳର ଅଭାବ ରହିଛି। ପିଲାମାନେ ସ୍କୁଲରେ ମଧ୍ୟ ତାହା ପାଇବାରୁ ବଞ୍ଚିତ…

ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଧାୟକ

ଥୁଆମୂଳ ରାମପୁର,୫ା୪ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହଠାରେ ଶୁକ୍ରବାର ଲାଞ୍ଜିଗଡ ନିର୍ବାଚନ ମଣ୍ତଳୀ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ତତ୍ତ୍ୱାବଧାନରେ ବ୍ଲକସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ବିଡିଓ ଧ୍ରୁବଚରଣ ମୁଦୁଲି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?