ବିଜୟ ଦେବରକୋଣ୍ଡା ନୁହନ୍ତି ରଶ୍ମିକାଙ୍କ ହୃଦୟରେ ଏହି ଷ୍ଟାରଙ୍କ ରାଜ୍, ନିଜେ କରିଦେଲେ ବଡ଼ ଖୁଲାସା
ମୁମ୍ବାଇ: ବର୍ତ୍ତମାନ ସାଉଥ ଇଣ୍ଡଷ୍ଟ୍ରିରେ କେବଳ ଜଣେ ହିରୋଇନଙ୍କ ନାମ ଚର୍ଚ୍ଚାରେ। ସେ ହେଉଛନ୍ତି ‘ପୁଷ୍ପା’ର ଶ୍ରୀବଲି ’ ଅଭିନେତ୍ରୀ ରଶ୍ମିକା ମନ୍ଦନା। ‘ପୁଷ୍ପା ୨’ ମାଧ୍ୟମରେ ଆଲୁ ଅର୍ଜୁନଙ୍କ ସହ ଖୁବ ଶୀଘ୍ର ବଡ ପରଦାରେ ନଜର ଆସିବାକୁ ଯାଉଛନ୍ତି…
LPG Rate Hike: ମାସ ଆରମ୍ଭରୁ ବଢିଲା ଗ୍ୟାସ୍ ଦର, ଜାଣନ୍ତୁ କେଉଁଠି କେତେ ବଢିଲା
ନୂଆଦିଲ୍ଲୀ,୧।୧୨: ଗ୍ୟାସ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଏତିକି ଟଙ୍କା ପର୍ଯ୍ୟନ୍ତ ବଢିଲା ଏଲପିଜି ଗ୍ୟାସ ସିଲିଣ୍ଡର ଦର । ଆଜି ହେଉଛି ଡିସେମ୍ବର ମାସର ପ୍ରଥମ ଦିନ ଏବଂ ପ୍ରଥମ ଦିନରେ ସାଧାରଣ ଗ୍ରାହକଙ୍କୁ ଝଟକା ଲାଗିଛି ।…
ଗୋରୁ ଖୋଜିବାକୁ ଯାଇ ହାତୀ ହାବୁଡ଼ରେ ୩ ମହିଳା, ପରେ…
କୋଚି ୧ା୧୨: କେରଳର ଏର୍ନାକୁଲମ ଜିଲା କୁଟ୍ଟମପୁଝାର ଜଙ୍ଗଲ ମଧ୍ୟରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ହଜିଯାଇଥିବା ଗୋରୁଗୁଡ଼ିକୁ ଖୋଜୁ ଖୋଜୁ ସ୍ଥାନୀୟ ଆଟ୍ଟିକଲମ ଗ୍ରାମର ମାୟା ଜୟନ(୪୬), ପାରୁକୁଟ୍ଟି(୬୨) ଏବଂ ଡାର୍ଲି ଷ୍ଟିଫନ(୫୫) ଶୁକ୍ରବାର କୁଟ୍ଟମପୁଝା ଜଙ୍ଗଲରେ ଫସିଯାଇଥିଲେ। ୩…
ବିକ୍ରାନ୍ତ ମେସିଙ୍କୁ ଇଣ୍ଡିଆନ୍ ଫିଲ୍ମ ପର୍ସନାଲିଟି ଅଫ୍ ଦି ଇୟର ପୁରସ୍କାର
ନୂଆଦିଲ୍ଲୀ,୧ା୧୨: ୫୫ତମ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅଫ୍ ଇଣ୍ଡିଆ (ଆଇଏଫ୍ଏଫ୍ଆଇ ୨୦୨୪) ଗୋଆର ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଇନ୍ଡୋର ଷ୍ଟାଡିୟମରେ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ଶେଷଦିନରେ ଫିଲିପ୍ ନୋୟସେଙ୍କୁ ସତ୍ୟଜିତ ରାୟ ଲାଇଫ୍ଟାଇମ୍ ଆଚିଭ୍ମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଥିବାବେଳେ ବିକ୍ରାନ୍ତ ମେସିଙ୍କୁ…
ଲଲଙ୍କ ନାଁରେ ଯୋଡ଼ିହେଲା ଜାତିଆଣ ମାମଲା
ଯାଜପୁର ଟାଉନ, ୧।୧୨ (ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ୍ର ବିରଜା ହାଟକୁ ନେଇ ଘଟିଥିବା ହିଂସା ଘଟଣାରେ ଗିରଫ ହୋଇଥିବା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ପ୍ରସାଦ ଦାସ (ଲଲ)ଙ୍କ ଅଡୁଆ ବଢ଼ିଯାଇଛି। ୨୦ ତାରିଖ…
ବଲିଉଡ୍ ଅଭିନେତାଙ୍କ ନାଁରେ ମାମଲା: ସାଙ୍ଘାତିକ ଅଭିଯୋଗ ଆଣିଲେ ମହିଳା
ମୁମ୍ବାଇ,,୧ା୧୨: ବଲିଉଡ୍ ଅଭିନେତା ଶରଦ କପୁର ତାଙ୍କ ବାସଭବନରେ ଜଣେ ମହିଳାଙ୍କ ପ୍ରତି ଆପତ୍ତିଜନକ ବ୍ୟବହାର ପ୍ରଦର୍ଶନ କରିବା ସହ ଜବରଦସ୍ତ ସ୍ପର୍ଶ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ତାଙ୍କ ନାଁରେ ମାମଲା ଦାଏର ହୋଇଛି। ମୁମ୍ବାଇର ଖାରସ୍ଥିତ ବାସଭବନରେ ଚଳିତ…
ଘନଉଛି ଆଳୁ ସଙ୍କଟ: ଅଡି ବସିଛନ୍ତି ଦିଦି
ଭୋଗରାଇ,୧।୧୨(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶା ସମେତ ଅନ୍ୟ ରାଜ୍ୟକୁ ଆକସ୍ମିକ ଭାବେ ଆଳୁ ରପ୍ତାନି ଉପରେ ଅଙ୍କୁଶ ଲଗାଇବା ପରେ ଦିନକୁ ଦିନ ଆଳୁ ଅଭାବ ଉତ୍କଟ ହେଉଛି। ଏଥିପାଇଁ ରାଜ୍ୟ ସରକାର ଉତ୍ତରପ୍ରଦେଶରୁ ଆଳୁ ଆଣିବା…
କେବଳ ଦେଖଣାହାରି
ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍ଙ୍କ ଚମତ୍କାର ବିଜୟ ପରେ ଏବେ ଆମେରିକା-ଚାଇନା ସମ୍ପର୍କ ଉପରେ ତାଙ୍କର ଅଧିକ ନଜର ରହିଛି। ଉଲ୍ଲେଖନୀୟ ଯେ, ଚାଇନା ହେଉଛି ଆମେରିକାର ଏକମାତ୍ର ପ୍ରତିଦ୍ୱନ୍ଦ୍ୱୀ। ଆମେରିକା ପ୍ରତି ଚାଇନା ବଡ଼ ବିପଦ ବୋଲି ୮…
ମାଡ ହେଲା ବାତ୍ୟା: ୩ ଯାଏଁ ଓଡ଼ିଶାର ଏସବୁ ଜିଲାକୁ ଓ୍ବାର୍ନିଂ
ଭୁବନେଶ୍ୱର,୧ା୧୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ‘ଫେଙ୍ଗାଲ’ର ରୂପ ନେଇଥିବାବେଳେ ଶନିବାର ରାତିରେ ଲ୍ୟାଣ୍ଡଫଲ୍ କରିଛି। ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ସହ ପବନ ଲାଗିରହିଛି। ଓଡ଼ିଶାରେ ମଧ୍ୟ ବିଭିନ୍ନ ସ୍ଥାନରେ…
ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ ବାପା
ବାରଙ୍ଗ,୩୦।୧୧: ପାରିବାରିକ କଳହର କରୁଣ ପରିଣତି। ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ବାପା ନିଆଁ ଲଗାଇ ପୋଡ଼ି ମାରି ଦେବାକୁ ଚେଷ୍ଟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁତର ଅବସ୍ଥାରେ ପୁଅବୋହୂଙ୍କୁ ଉଦ୍ଧାର କରାଯାଇ କଟକ ଏସ୍ସିବିରେ ଭର୍ତ୍ତି କରାଯାଇଛି। ତେବେ…
କ୍ରିକେଟ ମଇଦାନରେ WWE ଭଳି ଦୃଶ୍ୟ, ଫାଫ୍ ଡୁ ପ୍ଲେସିସ୍ଙ୍କୁ ଉଠାଇ ବାହାରେ ଫିଙ୍ଗିଲେ ବଲ ବଏ;Video
ଆବୁଧାବି,୩୦।୧୧: ଆବୁଧାବି ଟି୨୦ ଲିଗ୍ ୨୦୨୪ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ଏହି ଲିଗ୍ରେ ଗ୍ରୁପ୍ ଷ୍ଟେଜ୍ର ଅନ୍ତିମ ଦିନର ମୁକାବିଲା ଖେଳାଯାଇଥିଲା। ଏହାପରେ ଡିସେମ୍ବର ପହିଲାରେ ପ୍ଲେଅଫ୍ ମ୍ୟାଚ୍ ଆରମ୍ଭ ହେବ। ଏସବୁ ମଧ୍ୟରେ ସୋସିଆଲ ମିଡିଆରେ ଦକ୍ଷିଣ ଆଫ୍ରିକା…
ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ AAPର ଅଡୁଆ ବଢ଼ିଲା! ବିଧାୟକ ନରେଶ ବାଲିଆନ ଗିରଫ
ଇସଲାମାବାଦ,୩୦।୧୧: ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ଆମ୍ ଆଦମୀ ପାର୍ଟି(ଏଏପି) ବିଧାୟକ ନରେଶ ବାଲିଆନଙ୍କୁ ଚୋରା ଚାଲାଣ ମାମଲାରେ ଗିରଫ କରିଛି। ବାଲିଆନ ଏବଂ କୁଖ୍ୟାତ ଗ୍ୟାଙ୍ଗଷ୍ଟର କପିଲ ସାଙ୍ଗୱାନ ଛଦ୍ମନାମ ନନ୍ଦୁଙ୍କ ମଧ୍ୟରେ ଏକ ଅଡିଓ କ୍ଲିପ ସାମ୍ନାକୁ ଆସିବା ପରେ…
Archives


