ମାଡ ହେଲା ବାତ୍ୟା: ୩ ଯାଏଁ ଓଡ଼ିଶାର ଏସବୁ ଜିଲାକୁ ଓ୍ବାର୍ନିଂ
ଭୁବନେଶ୍ୱର,୧ା୧୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ‘ଫେଙ୍ଗାଲ’ର ରୂପ ନେଇଥିବାବେଳେ ଶନିବାର ରାତିରେ ଲ୍ୟାଣ୍ଡଫଲ୍ କରିଛି। ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ସହ ପବନ ଲାଗିରହିଛି। ଓଡ଼ିଶାରେ ମଧ୍ୟ ବିଭିନ୍ନ ସ୍ଥାନରେ…
ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ ବାପା
ବାରଙ୍ଗ,୩୦।୧୧: ପାରିବାରିକ କଳହର କରୁଣ ପରିଣତି। ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ବାପା ନିଆଁ ଲଗାଇ ପୋଡ଼ି ମାରି ଦେବାକୁ ଚେଷ୍ଟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁତର ଅବସ୍ଥାରେ ପୁଅବୋହୂଙ୍କୁ ଉଦ୍ଧାର କରାଯାଇ କଟକ ଏସ୍ସିବିରେ ଭର୍ତ୍ତି କରାଯାଇଛି। ତେବେ…
କ୍ରିକେଟ ମଇଦାନରେ WWE ଭଳି ଦୃଶ୍ୟ, ଫାଫ୍ ଡୁ ପ୍ଲେସିସ୍ଙ୍କୁ ଉଠାଇ ବାହାରେ ଫିଙ୍ଗିଲେ ବଲ ବଏ;Video
ଆବୁଧାବି,୩୦।୧୧: ଆବୁଧାବି ଟି୨୦ ଲିଗ୍ ୨୦୨୪ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ଏହି ଲିଗ୍ରେ ଗ୍ରୁପ୍ ଷ୍ଟେଜ୍ର ଅନ୍ତିମ ଦିନର ମୁକାବିଲା ଖେଳାଯାଇଥିଲା। ଏହାପରେ ଡିସେମ୍ବର ପହିଲାରେ ପ୍ଲେଅଫ୍ ମ୍ୟାଚ୍ ଆରମ୍ଭ ହେବ। ଏସବୁ ମଧ୍ୟରେ ସୋସିଆଲ ମିଡିଆରେ ଦକ୍ଷିଣ ଆଫ୍ରିକା…
ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ AAPର ଅଡୁଆ ବଢ଼ିଲା! ବିଧାୟକ ନରେଶ ବାଲିଆନ ଗିରଫ
ଇସଲାମାବାଦ,୩୦।୧୧: ଦିଲ୍ଲୀ ପୋଲିସର କ୍ରାଇମବ୍ରାଞ୍ଚ ଆମ୍ ଆଦମୀ ପାର୍ଟି(ଏଏପି) ବିଧାୟକ ନରେଶ ବାଲିଆନଙ୍କୁ ଚୋରା ଚାଲାଣ ମାମଲାରେ ଗିରଫ କରିଛି। ବାଲିଆନ ଏବଂ କୁଖ୍ୟାତ ଗ୍ୟାଙ୍ଗଷ୍ଟର କପିଲ ସାଙ୍ଗୱାନ ଛଦ୍ମନାମ ନନ୍ଦୁଙ୍କ ମଧ୍ୟରେ ଏକ ଅଡିଓ କ୍ଲିପ ସାମ୍ନାକୁ ଆସିବା ପରେ…
ଶନିବାର ସକାଳୁଆ ପରିବର୍ତ୍ତେ ପୂର୍ବାହ୍ନ ୧୦ରେ ଖୋଲିବ ସ୍କୁଲ
କୋରାପୁଟ,୩୦।୧୧(ଅମିତାଭ ବେହେରା): ଲଘୁଚାପ ବର୍ଷା ସାଙ୍ଗକୁ ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଏହି ପରିପ୍ରେକ୍ଷୀରେ କୋରାପୁଟ ଜିଲାରେ ମଧ୍ୟ ପ୍ରବଳ ଶୀତ ଅନୁଭୁତ ହେଉଛି। ଶୀତକୁ ଦୃଷ୍ଟିରେ ରଖି କୋରାପୁଟ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଶନିବାର ସକାଳ ପରିବର୍ତ୍ତେ…
ଲ୍ୟାଣ୍ଡଫଲ କଲା ବାତ୍ୟା ‘ଫେଙ୍ଗାଲ’, ପବନ ସହ ପ୍ରବଳ ବର୍ଷା
ଚେନ୍ନାଇ,୩୦।୧୧: ଶନିବାର ତାମିଲନାଡୁ ଏବଂ ପୁଡୁଚେରୀ ନିକଟରେ ସାଇକ୍ଲୋନ ଫେଙ୍ଗାଲ ସ୍ଥଳଭାଗ ଛୁଇଁଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଏହି ଘୂର୍ଣ୍ଣିବଳୟ ଆସନ୍ତା ତିନିରୁ ଚାରି ଘଣ୍ଟା ମଧ୍ୟରେ ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ମଧ୍ୟ ଦେଇ ଅତିକ୍ରମ କରିବ। ଏବେ,…
ଭାରତ ଜିଦ୍ ଆଗରେ ନଇଁଲା ପାକିସ୍ତାନ, ହାଇବ୍ରିଡ୍ ମଡେଲ ପାଇଁ ହେଲା ରାଜି , ରଖିଲା ବଡ଼ ସର୍ତ୍ତ…
ଦୁବାଇ,୩୦।୧୧: ଆସନ୍ତା ବର୍ଷ ପାକିସ୍ତାନରେ ଖେଳାଯିବାକୁ ଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଆୟୋଜନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱରେ ପଡିଛି ପୂର୍ଣ୍ଣଚ୍ଛେଦ। ଆଇସିସି ମଧ୍ୟସ୍ଥତାରେ ଅନୁଷ୍ଠିତ ବୈଠକରେ ହାଇବ୍ରିଡ ମଡେଲ ପାଇଁ ସହମତି ପ୍ରକାଶ କରିଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ମୁଖ୍ୟ…
IPL ୨୦୨୫ ପୂର୍ବରୁ ବିବାହ କଲେ ଏହି କ୍ରିକେଟର, ରିଟେନ୍ କରିଛି ଲକ୍ଷ୍ନୌ
ନୂଆଦିଲ୍ଲୀ,୩୦।୧୧: ଆଇପିଏଲ୍ ୨୦୨୫ ପୂର୍ବରୁ ଲକ୍ଷ୍ନୌ ସୁପର ଜାଏଣ୍ଟସର ତାରକା ବୋଲର ମୋହସିନ ଖାନ୍ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି ସେ ଏନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ଫଟୋରେ ‘୧୪/୧୧/୨୪) କ୍ୟାପ୍ଶନ ଦେଇଥିବାରୁ ସେ ୧୪…
କେଜରିଓ୍ବାଲଙ୍କୁ ଜିଅନ୍ତା ଜାଳି ଦେବାକୁ କରାଯାଇଥିଲା ଉଦ୍ୟମ, ଏଏପିର ଗୁରୁତର ଅଭିଯୋଗ
ନୂଆଦିଲ୍ଲୀ,୩୦।୧୧: ଶନିବାର ଦିଲ୍ଲୀର ଗ୍ରେଟର କୈଲାଶ ଅଞ୍ଚଳରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏଏପି ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମନ୍ତ୍ରୀ ସୌରଭ ଭରଦ୍ୱାଜ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଶନିବାର ଦିଲ୍ଲୀର…
ଗୋଠରେ ଜନ୍ମ ହେଲା ହାତୀଛୁଆ
ବରଗଡ଼/ସୋହେଲା,୩୦।୧୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ଛତିଶଗଡ଼ରୁ ଆସି ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍ ଫରେଷ୍ଟ ରେଞ୍ଜ୍ ଅଞ୍ଚଳରେ ବୁଲାବୁଲି କରୁଥିବା ହାତୀପଲରେ ଏକ ହାତୀଛୁଆ ଜନ୍ମ ହୋଇଥିବା ସୂଚନା ମିଳିଛି। ଗତ ଗୁରୁବାର ହାତୀଛୁଆଟି ଜନ୍ମ ହୋଇଛି। ମାତ୍ର ତାହା ମାଈ…
ଏଣିକି ବିଳମ୍ବରେ ଫୋନ୍କୁ ଆସିବ OTP, ଡିସେମ୍ବର ପହିଲାରୁ ‘ଅପେକ୍ଷାର ଫଳ ମିଠା’ ଭଳି ହେବ ସ୍ଥିତି…
ନୂଆଦିଲ୍ଲୀ,୩୦।୧୧: ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ(TRAI) ଟ୍ରେସେବିଲିଟି ଗାଇଡ୍ଲାଇନ୍ ଆଣିଛି। ଏହା ଡିସେମ୍ବର ପହିଲାରୁ ଲାଗୁ ହେବ। ଏହାର ପ୍ରଭାବ ଦେଶର ଟେଲିକମ୍ ବ୍ୟବହାରକାରୀଙ୍କ ଉପରେ ପଡ଼ିବ। ଅର୍ଥାତ ଆପଣଙ୍କୁ ନିଜ ଫୋନ୍ରେ ମେସେଜ୍ ଏବଂ ଓ୍ବାନ୍ ଟାଇମ୍ ପାସଓ୍ବାର୍ଡ(ଓଟିପି)…
କଂଗ୍ରେସକୁ ଭାଜପାର ବଡ଼ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୩୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପରେ ଇଭିଏମ ସମ୍ବନ୍ଧୀୟ ରାଜନୀତି ଅଧିକ ତୀବ୍ର ହୋଇଛି। ଶନିବାର (ନଭେମ୍ବର ୩୦, ୨୦୨୪) ଭାଜପା ଇଭିଏମର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇଥିବା କଂଗ୍ରେସକୁ କଟାକ୍ଷ କରି କହିଛି, ଦେଶର ସର୍ବ ପୁରାତନ ଦଳର…
Archives


