Home Left

କଠୋର ହୁଅନ୍ତୁ ଖାର୍ଗେ, ଉପଦେଶ ଦେଲେ ରାହୁଲ

ନୂଆଦିଲ୍ଲୀ,୩୦।୧୧: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସର ଶୀର୍ଷ ନେତାମାନେ ବିଚାରବିମର୍ଶ କରିଛନ୍ତି। କଂଗ୍ରେସ କାର୍ଯ୍ୟକାରିଣୀ କମିଟିରେ ସଂଗଠନ ବିଷୟରେ ଆଲୋଚନା ହୋଇଥିଲା ଏବଂ ନିର୍ବାଚନ ଆୟୋଗର ଭୂମିକା ଉପରେ ପ୍ରଶ୍ନ ଉଠିଥିଲା। ଇଭିଏମ ସମେତ ସମଗ୍ର…

ଡିଜିପି ସମ୍ମିଳନୀ:ଲୋକସେବା ଭବନରେ ପହଞ୍ଚିଲେ ମୋଦି, ଶାହା

ଭୁବନେଶ୍ୱର,୩୦।୧୧: ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଶନିବାର ରାଜଭବନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ୍‌ ଶାହା, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ପ୍ରମୁଖ ଲୋକସେବା ଭବନରେ ପହଞ୍ଚିଛନ୍ତି। ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ…

ଅଚାନକ ବଦଳିବ ପାଗ, ଭୟଙ୍କର ରୂପ ନେଉଛି ବାତ୍ୟା ‘ଫେଙ୍ଗଲ’, ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୩୦।୧୧: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗଲ ଏକ ଭୟଙ୍କର ରୂପ ନେଇଛି ଏବଂ ପୁଡୁଚେରୀ ନିକଟ ଉପକୂଳରେ ଏହି ବାତ୍ୟା ଧକ୍କା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ଉପକୂଳବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିପାରେ ଏବଂ ଘଣ୍ଟା…

‘ପେଙ୍ଗଲ’ ପ୍ରଭାବରେ ବର୍ଷା, ଫସଲ ନଷ୍ଟ

ପୁରୁଷୋତ୍ତମପୁର,୩୦ା୧୧(ସିମାଞ୍ଚଳ ମିଶ୍ର):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୁତ ହୋଇ ଶୁକ୍ରବାର ମଧ୍ୟରାତି ଶନିବାର ଭୋର ବାତ୍ୟାର ରୂପ ନେଇ କାକାଇକାଲ ଓ ମହାବଳିପୁରମ ଉପକୂଳ ଦେଇ ସ୍ଥଳ ଭାଗ ଦେଇ ଅତିକ୍ରମ କରିବ ବୋଲି ପାଣିପାଗ ପୂର୍ବାନୁମାନ କରିଛି।…

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୩୦୬ପଞ୍ଜିକୃତ, ୧୫୮ ଜଣଙ୍କୁ ପ୍ରମାଣ ପତ୍ର ବଣ୍ଟନ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୯ା୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ…

ସଜେଇ ହେଉଛି ହିଲ୍‌ଭିୟୁ ପାର୍କ: ବଦଳିଲା ଫାଟକର ରଙ୍ଗ

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ):ଦାରିଙ୍ଗବାଡ଼ି ବ୍ଲକର ଅନେକ ପର୍ଯ୍ୟଟନକ୍ଷେତ୍ର ରହିଛି ତା ମଧ୍ୟରେ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ହିଲ୍‌ଭିୟୁ ପାର୍କ ଏବେ ସଜେଇ ହେଉଛି। ଜାତୀୟ ରାଜପଥ ଠାରୁ ପାର୍କ ପର୍ଯ୍ୟନ୍ତ ରାସ୍ତା ସମ୍ପ୍ରସାରଣ କରାଯିବା ସହ ପେଭେର ବ୍ଲକ ପକେଇ ଓସାରିଆ କରାଯାଉଛି।…

ନିଆଁ ଲିଭାଇବାର ବେଳ

ନଭେମ୍ବର ୨୪ ରେ ଖବରକାଗଜ ଧରିତ୍ରୀ ତା’ର ୫୧ତମ ସ୍ବନକ୍ଷତ୍ର ପାଳନ ଅବସରରେ ଜଳବାୟୁ ପରିବର୍ତ୍ତନ ବିଷୟରେ ଏକ ଯୁବ ସମାବେଶ ଆୟୋଜନ କରିଥିଲା। ଏହା ଖୁବ୍‌ ପ୍ରେରଣାଦାୟୀ ଥିଲା। ବାସ୍ତବରେ ଜଳବାୟୁ ପରିବର୍ତ୍ତନ ବିଶ୍ୱକୁ ଚିନ୍ତିତ କରିଛି। କଥା ଉଠେ…

ଜାତୀୟ ଶିକ୍ଷାନୀତିରେ ଉଚ୍ଚଶିକ୍ଷା

ଚଳିତ ଶିକ୍ଷାବର୍ଷରୁ ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ଆଧାରରେ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ ଅନୁବନ୍ଧିତ ମହାବିଦ୍ୟାଳୟରେ ପାଠପଢ଼ା ହେବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହା ହେଉଛି ଆମ ଦେଶରେ ତୃତୀୟ ଜାତୀୟ ଶିକ୍ଷାନୀତି, ଯାହା ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ…

ଠିକଣା ବଦଳିବ

କେନ୍ଦ୍ରୀୟ ଭିସ୍ତା ପ୍ରକଳ୍ପ ଶେଷରେ ପ୍ରଭାବୀ ଢଙ୍ଗରେ କାମ କରୁଛି। ପ୍ରମୁଖ ସରକାରୀ ମନ୍ତ୍ରଣାଳୟଗୁଡ଼ିକୁ ବ୍ୟୟବହୁଳ, ଆଧୁନିକ ତଥା ଉଚ୍ଚବୈଷୟିକ ସମ୍ପନ୍ନ କାର୍ଯ୍ୟାଳୟରେ ପରିଣତ କରିବା ସହ ନର୍ଥ ଓ ସାଉଥ୍‌ ବ୍ଲକ୍‌କୁ ଅନ୍ୟ ଉଦ୍ଦେଶ୍ୟରେ ବ୍ୟବହାର କରିବାକୁ ଯାଉଛି ବୋଲି…

ନନ୍ଦନକାନନ ଆସିଲେ ୫ ଲକ୍ଷ୍ମୀପେଚା

ତ୍ରିଶୂଳିଆ,୩୦ା୧୧(ତୁଷାରକାନ୍ତ ବେହେରା):ସିଟି ଫରେଷ୍ଟ ଡିଭିଜନର ନନ୍ଦନକାନନ ଥାନା ଅଧୀନ ରଘୁନାଥପୁର ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଲକ୍ଷ୍ମୀପେଚାଙ୍କୁ ବନ ବିଭାଗ ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ହସ୍ତାନ୍ତର କରିଛି। ଏହି ଉଦ୍ଧାର ପେଚାଙ୍କ ମଧ୍ୟରେ ୩ ବଡ଼ ଓ ୨ ଛୁଆ…

ମାଡ଼ିଆସୁଛି ବାତ୍ୟା ‘ଫେଙ୍ଗାଲ’: ଆଜି ୧୭ ଜିଲାରେ ବର୍ଷିବ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ କ୍ରମଶଃ ବାତ୍ୟାର ରୂପ ନେବାକୁ ଯାଉଛି। ବାତ୍ୟାର ନାଁ ‘ଫେଙ୍ଗାଲ’ ରଖାଯାଇଥିବାବେଳେ ଏହା ତାମିଲନାଡୁ ଉପକୂଳରେ ମାଡ଼ହେବା ସମ୍ଭାବନା ରହିଛି। ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା…

ବ୍ଲାକ୍‌ ଫ୍ରାଇଡେ ସେଲ୍‌ରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୩୦।୧୧: ଦେଶର ପ୍ରମୁଖ ଇ କମର୍ସ ପ୍ଲାଟ୍‌ଫର୍ମ ତଥା ଆମାଜନ ଇଣ୍ଡିଆର ବହୁ ପ୍ରତୀକ୍ଷିତ ଅଫର ଏବଂ ପ୍ରଥମ ବ୍ଲାକ୍‌ ଫ୍ରାଇଡେ ସେଲ୍‌ (ଇଭେଣ୍ଟ)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସେଲ୍‌ ୨୦୨୪ ଡିସେମ୍ବର ୨ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ଲାଟ୍‌ଫର୍ମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri