Home Left

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ ପାଇଁ ଆଇଟିଡିଏ ଭବାନୀପାଟଣାକୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା କାଳ । ସୂଚନା ଅନୁସାରେ, ସେ ପ୍ରତିଦିନ ଭଳି ଗୁରୁବାର ମଧ୍ୟ ସକାଳୁ…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ସଭାପତି ତଥା ରାଜ୍ୟ ଉପସଭାପତି ପି. ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ ନିଜ ନିଜ ଦେଶର ମୁଣ୍ଡପିଛା ଆୟ ତୁଳନାରେ ସେମାନଙ୍କ ଆବାସିକ ତଥା ରହିବା…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଗୁରୁବାର ଦିନ ଉଚ୍ଚ ସଦନରେ ବକ୍ତବ୍ୟ ଦେଇ ଖାର୍ଗେ କହିଛନ୍ତି,…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ‘ଘୁମୁସର ରେଡିଓ’। ଭଞ୍ଜନଗର ମାଲସାହି ନଦୀକୂଳ ଅଞ୍ଚଳରେ ଏହି ଗୋଷ୍ଠୀ ବେତାର କେନ୍ଦ୍ରର…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସଙ୍କ ନେତୃତ୍ୱରେ ଅଞ୍ଚଳବାସୀ ଗଞ୍ଜାମ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି।…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି ଅନେକ ରାଶି ଅଛି ଯେଉଁମାନଙ୍କ ପାଇଁ ଏହି ଗୋଚର ଗୁରୁତ୍ୱପୂର୍ଣ୍ଣ ଅସୁବିଧା ଆଣିଛି।…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ ଗୁଣା ଲାଭ ମିଳିପାରିବ। ଏବେ ଦିଲ୍ଲୀର ମହିଳାମାନଙ୍କୁ ମଧ୍ୟ ଏହିପରି ଲାଭ ମିଳିବ।…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି, ହାତୀଖୋଜ, ସିର୍ଜାପାଲି, ତୁଣ୍ଡଲା, ତୁର୍ଲାଖମନ ପଞ୍ଚାୟତଗୁଡ଼ିକର ବିଭିନ୍ନ ଗାଁରେ ବନ୍ୟା ପରିସ୍ଥିତି ସୃଷ୍ଟି…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା ଟାଙ୍କିରେ ପଡି ଦୁଇ ନିଷ୍ପାପ ଶିଶୁଙ୍କ ଜୀବନ ଚାଲିଯାଇଛି । ଏହାପରେ କାନ୍ଦ…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ ଅପାର ପ୍ରଶଂସା କରାଯାଉଛି। ଟ୍ରେଲର ଦେଖିବା ପରେ ଫିଲ୍ମ ବିଷୟରେ ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?