ଚାଇନାରେ ବିଶ୍ୱର ବଡ଼ ସୁନାଖଣି ଆବିଷ୍କୃତ
ବେଜିଂ, ୩୦।୧୧: ମଧ୍ୟ ଚାଇନାର ହୁନାନ୍ ରାଜ୍ୟରେ ଏକ ବୃହତ୍ ସୁନାଖଣିର ଆବିଷ୍କାର କରାଯାଇଛି। ଚାଇନାର ସରକାରୀ ଏଜେନ୍ସି ଜିନ୍ହୁଆ ଅନୁଯାୟୀ, ୮୨.୮ ବିଲିୟନ ଡଲାର(ପ୍ରାୟ ୭ ଲକ୍ଷ କୋଟି ଟଙ୍କା) ମୂଲ୍ୟର ଏହି ସୁନା ଖଣି ବିଶ୍ୱର ସର୍ବ ବୃହତ୍…
ଜଟଣୀ ଧରିତ୍ରୀ ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ
ଖୋର୍ଦ୍ଧା,୩୦ା୧୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ହାଟବଜାର ନିକଟରେ ଶୁକ୍ରବାର ଧରିତ୍ରୀ ଖବରଦାତା ରବୀନ୍ଦ୍ରନାଥ ମହାକୁଡ଼ଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ସହ ମରଣାନ୍ତକ ଆକ୍ରମଣ ହୋଇଛି। ଏପରିକି ମୁଣ୍ଡରେ ବନ୍ଧୁକ ଲଗାଇବା ସହ ତାଙ୍କୁ ଏବଂ ପରିବାର ସଦସ୍ୟଙ୍କୁ…
ଛାଡ଼ପତ୍ର ନିଷ୍ପତ୍ତି ବଦଳାଇବେ ରେହମାନ-ସାଇରା, ପୁଣି ହେବେ ଏକାଠି!
ବମ୍ବେ: ପୁଣି ଚର୍ଚ୍ଚାରେ ଓସ୍କାର ବିଜେତା ସଙ୍ଗୀତକାର ଏ ଆର୍ ରେହମାନଙ୍କ ବ୍ୟକ୍ତିଗତ ଜୀବନ। କିଛିଦିନ ତଳେ ପତ୍ନୀ ସାଇରା ବାନୁଙ୍କ ସହ ୨୯ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିବା ଖବର ଆସିଥିଲା। ଏହାକୁ ନେଇ ଆଲୋଚନା ଥମି ନ ଥିବା…
ବବିଙ୍କ ଭାଇଙ୍କୁ ମିଳିଲା ଜାମିନ, ହେଲେ ଜେଲ୍ରୁ ମୁକୁଳିପାରିବେ ନାହିଁ
ଯାଜପୁର ଟାଉନ,୨୯ା୧୧(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ରାଜନୈତିକ ହଟଚମଟ ବଢ଼ିବାକୁ ଲାଗିଥିବାବେଳେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କୁ ୪ ମାମଲା ମଧ୍ୟରୁ…
ଏଣିକି ଓଟିପି ଆସିବାରେ ହେବ ବିଳମ୍ବ, ଏହି ସିମ୍ ରଖିଥିଲେ ଜାଣିନିଅନ୍ତୁ ବଡ଼ ନିୟମ
ନୂଆଦିଲ୍ଲୀ,୨୯।୧୧: ସାଧାରଣତଃ ମୋବାଇଲକୁ କେଇ ମିନିଟ ମଧ୍ୟରେ ଓଟିପି ଆସିଯାଏ । ଯାହା ଫଳରେ ଜଣେ ସାଧାରଣ ବ୍ୟକ୍ତି ସହଜରେ ନିଜ କାର୍ଯ୍ୟ କରିପାରେ । ମାତ୍ର ଏଣିକି ଓଟିପି ଆସିବାରେ ବିଳମ୍ବ ହେବ ବୋଲି ଜଣା ପଡିଛି । ଟ୍ରାଇର…
୬ ଘଣ୍ଟାରେ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ଛେଚିବ…
ଭୁବନେଶ୍ୱର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ପେଙ୍ଗାଲ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ଅପରାହ୍ନଣ ୨ଟା ୩୦ରେ ବାତ୍ୟାର ରୂପ ନେଇଛି ଗଭୀର ଅବପାତ। ତେବେ ତାମିଲନାଡୁରେ ଯେଉଁ ଝଡ଼ ସୃଷ୍ଟି ହେବାର ଆଶଙ୍କା…
ଖଲ୍ଲିକୋଟରେ ୨୨ ଟିକିଆ ହାତୀପଲ ଆତଙ୍କ; ଉଜାଡ଼ୁଛନ୍ତି ଫସଲ, ଚିନ୍ତାରେ ଚାଷୀ
ଖଲ୍ଲିକୋଟ,୨୯।୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳରେ ହାତୀ ପଲଙ୍କ ଉପଦ୍ରବ। ଦୁଇ ଦିନ ଧରି ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଖୋଜାପଲ୍ଲୀ ଓ ଏହାର ଆଖପାଖ ବିଭିନ୍ନ ଗାଁ ମାନଙ୍କରେ ହାତୀ ଆତଙ୍କ ଖେଳାଇଥିବା ଦେଖିବାକୁ ମିଳିଛି। ଏହି ପଲରେ…
୮ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଗଜପତି ପୋଲିସ
ମୋହନା,୨୯।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ଆରକ୍ଷୀ ଅଧିକ୍ଷକ ଜତିନ୍ଦ୍ର କୁମାର ପଣ୍ଡା ଙ୍କ ନିର୍ଦ୍ଦେଶ ରେ ଅପରେସନ ଗ୍ରୀନ କ୍ଲିନ୍ ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାର ଅଡବା ଥାନା ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଗଛ କାଟି ନଷ୍ଟ…
ଗଞ୍ଜାମର ପାଟପୁର ଥାନାକୁ ମିଳିଲା ଦେଶର ଶ୍ରେଷ୍ଠ ଥାନା ପୁରସ୍କାର
ଦିଗପହଣ୍ଡି,୨୯।୧୧(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ୨ୟ ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ପାଇଁ ଗଞ୍ଜାମ ଜିଲା ପାଟପୁର ଥାନାକୁ ପୁରସ୍କୃତ କରାଯାଇଛି। ଶୁକ୍ରବାର ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଜାତୀୟ ସ୍ତରୀୟ ଡି.ଜି ଓ…
ଦଳର ସମସ୍ତ ୧୧ ଖେଳାଳି କଲେ ବୋଲିଂ, ଉଇକେଟକିପରଙ୍କୁ ବି ମିଳିଲା ଉଇକେଟ; ନିଆରା ବିଶ୍ୱ ରେକର୍ଡ କଲା…
ନୂଆଦିଲ୍ଲୀ,୨୯।୧୧: ଟି୨୦ କ୍ରିକେଟ ବେଶ ରୋମାଞ୍ଚକର। କାରଣ ଏଥିରେ ବ୍ୟାଟିଂ, ବୋଲିଂ ସହ ଫିଲ୍ଡିରେ ଏକାଧିକ ରେକର୍ଡ ହୁଏ। ହେଲେ ଏବେ ସୈୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ବିଶ୍ୱ ରେକର୍ଡ ହୋଇଛି। ମଣିପୁର ବିପକ୍ଷ ମୁକାବିଲାରେ ଦିଲ୍ଲୀର ଟିମ୍ ୧୧ଜଣ ଖେଳାଳିଙ୍କୁ…
ଦେଓମାଳିରେ ତମ୍ବୁ ଲଗାଇବା ନେଇ କଟକଣା ଜାରି କଲା ପ୍ରଶାସନ
ପଟ୍ଟାଙ୍ଗି୨୯।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ରହିଛି ଦେଓମାଳି ପର୍ଯ୍ୟଟନ ସ୍ଥଳ। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ରହିବାର ଏବଂ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ତମ୍ବୁର ବ୍ୟବସ୍ଥା କରାଯାଇଛି। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ…
ଭୟଙ୍କର ରୂପ ଧାରଣ କଲା ବାତ୍ୟା, ଏଇଠି ପିଟିହେବ…
ନୂଆଦିଲ୍ଲୀ,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ପେଙ୍ଗାଲ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ଅପରାହ୍ନଣ ୨ଟା ୩୦ରେ ବାତ୍ୟାର ରୂପ ନେଇଛି ଗଭୀର ଅବପାତ। ତେବେ ତାମିଲନାଡୁରେ ଯେଉଁ ଝଡ଼ ସୃଷ୍ଟି ହେବାର ଆଶଙ୍କା…
Archives


