Home Left

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ହାର୍ଦ୍ଦିକ ପାଣ୍ଡ୍ୟା ଅଲ୍‌ରାଉଣ୍ଡରଙ୍କ ତାଲିକାରେ ପୂର୍ବଭଳି ଶୀର୍ଷରେ ରହିଛନ୍ତି। ଏ ନେଇ ଆଇସିସିର ସଦ୍ୟ…

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ ନିକଟରେ ଘଟିଛି। ଯେଉଁଠାରେ ଜାଗୁଆର ବିମାନ ଛିନଛତ୍ର ହୋଇ ସମଗ୍ର ଅଂଚଳରେ ପଡିଛି ଏବଂ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧାରା ପଡିଛନ୍ତି। ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସହକାରୀ ଯନ୍ତ୍ରୀ…

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି ଅସୁସ୍ଥ ଥିଲେ। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିଲା। ତଥାପି ଏବେ ସେ ସବୁଦିନ ପାଇଁ…

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ ମଦ ବିକ୍ରି ପ୍ରତିବାଦରେ ଜନ ଆନ୍ଦୋଳନ ମୁଣ୍ଡ ଟେକିଛି। ଏନେଇ ଗାଁ’ରେ ଚାପା ଉତ୍ତେଜନା…

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର ଅମ୍ବାଭାନା ବ୍ଲକ ଅଞ୍ଚଳରେ ରହିଥିବା ଏହି ପ୍ରକଳ୍ପର ପମ୍ପ ହାଉସ ଗୁଡିକରେ ମଙ୍ଗଳବାରଠାରୁ ତାଲା…

ଦେଶବ୍ୟାପୀ UPI ଡାଉନ୍: ପେମେଣ୍ଟ କରିବାକୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ୟୁଜର

ନୂଆଦିଲ୍ଲୀ,୨।୪: UPI ସର୍ଭର ଡାଉନ ହେବାରୁ ଦେଶବ୍ୟାପୀ ଅନଲାଇନ୍ ପେମେଣ୍ଟ କରିବାରେ ୟୁଜରମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୁଗୁଲ୍ ପେ, ପେଟିଏମ୍ ଏବଂ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଭଳି ପ୍ରମୁଖ ପ୍ଲାଟଫର୍ମ ସମସ୍ୟା ଦେଇ ଗତି କରୁଛନ୍ତି। ରିପୋର୍ଟ…

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ ହାତରେ ଲାଗିଛି। ଏଥିପାଇଁ ସୁପ୍ରିମ୍‌କୋର୍ଟଙ୍କ ହସ୍ତକ୍ଷେପ ପରେ ଦୁଇଟି ପର୍ଯ୍ୟାୟରେ ଖଣି ଲିଜ୍‌ଧାରୀମାନେ ପ୍ରାୟ…

୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ କାର ଖସିପଡ଼ିବା ଯୋଗୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର…

ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ

କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ ଗିରଫ କରିଛି। ଗିରଫ ନକଲି ପୋଲିସ ଇନସପେକ୍ଟର କଟକ ଜିଲାର ତିଗିରିଆ ଥାନା ଅନ୍ତର୍ଗତ…

୭୭ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଦୁଇଦିନ ଉତ୍କଳ ମଣ୍ଡପରେ ସମାରୋହ

ଭୁବନେଶ୍ୱର,୨।୪: ଚଳିତ ବର୍ଷ ରାଜଧାନୀ ଭୁବନେଶ୍ୱରର ୭୭ ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ଉପଲକ୍ଷେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ବୁଧବାର ପୂର୍ବାହ୍ନରେ ଲୋକସେବା…

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?