ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି
ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗାର ସୁକାନ୍ତ କୁମାର ସାହୁ ଏବଂ…
ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଦେବଗଡ ଜିଲାର ସବ-ଜୁନିଅର ବାଳିକା ହକି ଦଳକୁ ଜିଲା ବିଜେଡି…
ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ: ଜଣେ ଆହତ
ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ବିଦେଇବଡକୁଦର ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ବାରକୋଟ ଥାନା ବଳିତା…
ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼
ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ ପଞ୍ଜର ମାଝୀ, ଅଧିକାରୀ ଲାଲୁ ପରିଛା, ଅସ୍ମିନ ନାୟକ ସମେତ ୧୩ ଭୁକ୍ତା କାମନା…
ଓଡ଼ିଆ ଭାଷା-ସଂସ୍କୃତି ହେଉଛି ଆମର ସ୍ବତନ୍ତ୍ର ପରିଚୟ
ରାଇକିଆ, ୨।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚ ତରଫରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି । ସଭାପତି ଦୁର୍ଯ୍ୟୋଧନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମଞ୍ଚ ସାଧାରଣ ସମ୍ପାଦକ ମାନେଶ୍ୱର୍ ଦିଗାଳ ଅତିଥିମାନଙ୍କୁ ସ୍ବାଗତ କରିବା ସହ ପରିଚଳନା…
କେନାଲକୁ ଖସିଲା କାର୍: କଟକ ବିଜେଡି ଉପସଭାପତି ମୃତ
ମାଣିଆବନ୍ଧ,୨।୪ (ଅଖିଳ କୁମାର ସାହୁ):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆସ୍ଥିତ ରେଙ୍ଗାଲି ଦକ୍ଷିଣ କେନାଲରେ ସୋମବାର ସନ୍ଧ୍ୟାରେ ଏକ କାର୍ କେନାଲ ଭିତରକୁ ଖସିପଡ଼ିଛି। ଫଳରେ ମାଣିଆବନ୍ଧ ଥାନା ଅନ୍ତର୍ଗତ ବାଙ୍ଗରସିଂହା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା କଟକ ଜିଲା…
ଅବସର ନେଲେ ଗଞ୍ଜାମ ସିଡିଏମଓ
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ଅଧିକାରୀ (ସିଡିଏମଓ) ବିଜୟ କୁମାର ପଣ୍ଡା ଗତ ୩୧ ତାରିଖରେ ଚାକିରିରୁ ଅବସର ନେଇଛନ୍ତି। ଏନେଇ ବ୍ରହ୍ମପୁରସ୍ଥିତ ତାଙ୍କ କାର୍ଯ୍ୟାଳୟର କର୍ମଚାରୀ ମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ। ଡା ପଣ୍ଡା…
ନାରୀ ନିର୍ଯାତନା ବନ୍ଦ ହେଉ: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ଓଡ଼ିଶା ପ୍ରଦେଶ ଗଠନ ଓ ବରଗଡ଼ ଜିଲା ଗଠନ ଦିବସ ଅବସରରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଖୁସି ମନାଇବା ସହିତ ସହରରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।…
ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ଅଟିଜିମ୍ ଦିବସ
ଅଟିଜିମ୍ ଏକ ମସ୍ତିଷ୍କ ସମ୍ବନ୍ଧୀୟ ରୋଗ। ଏହି ସମସ୍ୟା କେବଳ ଭାରତରେ ନୁହେଁ ବରଂ ବିଶ୍ବସ୍ତରରେ ମଧ୍ୟ ଏକ ଚିନ୍ତାଜନକ ବିଷୟ ଭାବେ ଉଭା ହୋଇଛି। ଅଟିଜିମ୍ ହେଉଛି ଏମିତି ଏକ ସମସ୍ୟା, ଯାହାର କୌଣସି ଚିକିତ୍ସା ନଥାଏ। ଏପରି ପରିସ୍ଥିତିରେ,…
ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ
ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬ ଜଣ ସାଥୀ ଭଉଁରୀ ଜାଲ ପକାଇ ମାଛ ଧରୁଥିଲେ। ହଠାତ ସାମୁଦ୍ରିକ ଜୁଆର ଅନ୍ତସ୍ରୋତରେ…
ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ
ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର ପୂଜାରେ ଭୋଗ ତିଆରି ଲାଗି କୁତ୍ରା ଥାନା ଅନ୍ତର୍ଗତ ପଞ୍ଚରା ଗ୍ରାମର ଦନାର୍ଦ୍ଧନ ପୁରୋହିତ…
୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…
ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ ଯାଉଛନ୍ତି। ଅନ୍ୟ ଏକ ଏଡଟେକ କମ୍ପାନୀର ପ୍ରତିଷ୍ଠାତା ତାଙ୍କ ବ୍ୟବସାୟ କିଣିବା ପାଇଁ ବିଶେଷ…

