Home Left

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ଜି. ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ ଜାଣିବାକୁ ମିଳିଛି । କିନ୍ତୁ ସହରଠାରୁ ଅଧିକ ଶୀତ ମୁକୁଲିଙ୍ଗିଆ, ସିରିକି, କୁର୍ମିଙ୍ଗିଆ ସମେତ…

ଦିଲ୍ଲୀ ସବୁଠାରୁ ଅସୁରକ୍ଷିତ ରାଜଧାନୀ, କେଜ୍‌ରିଓ୍ବାଲ କହିଲେ ଆଇନଶୃଙ୍ଖଳା ରକ୍ଷା କରିବାରେ ମୁଖ୍ୟତଃ…

ନୂଆଦିଲ୍ଲୀ,୨୮ା୧୧: ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି, ଦିଲ୍ଲୀ ହେଉଛି ବିଶ୍ୱର ସବୁଠାରୁ ଅସୁରକ୍ଷିତ ରାଜଧାନୀ। ସେ କହିଛନ୍ତି, ଆଇନଶୃଙ୍ଖଳା ରକ୍ଷା କରିବାରେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିଫଳ ହୋଇଛନ୍ତି। କେଜ୍‌ରିଓ୍ବାଲ ମଧ୍ୟ…

ଘରେ ପଶି ପୁତୁରାଙ୍କୁ ହତ୍ୟା, ଦାଦାଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର,୨୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଘରୋଇ ହିଂସା ଓ ପୂର୍ବ ଶତ୍ରୁତାରୁ ମାସେ ଭିତରେ ୩ ମୁଣ୍ଡ ଗଡ଼ିସାରିଲାଣି। ପୂର୍ବରୁ ଶେରଗଡ଼ରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାବେଳେ ବୁଧବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ସାହିରେ ପୁଣି ଏକ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…

ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ ଅସନ୍ତୋଷ ବ୍ୟକ୍ତ କରୁଥିବାବେଳେ ଏନେଇ  ଗୁରୁବାର ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।…

ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ

ନୂଆଦିଲ୍ଲୀ,୨୮।୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସଂସଦରେ ଲୋକ ସଭା ସଦସ୍ୟା ଭାବେ ଶପଥ ନେଇଛନ୍ତି। ପ୍ରିୟଙ୍କା ଶବଥ ନେବା ସମୟରେ ତାଙ୍କ ଭାଇ ରାହୁଲ ଗାନ୍ଧୀ, ମା’ ସୋନିଆ…

ବଳ ଗୋଟାଉଛି ବାତ୍ୟା: ରେଡ୍‌ ଆାଲର୍ଟ ଜାରି, ଏହିସବୁ ଜିଲାରେ ଭୀଷଣ ବର୍ଷା

ନୂଆଦିଲ୍ଲୀ,୨୮।୧୧:ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ ଫେଙ୍ଗଲ ଆସନ୍ତା ୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ…

ଲୋକନୃତ୍ୟ ଯୁବ କଳାକାର ଆଲୋକ ବିଷୋୟୀଙ୍କୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୨୮ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟସ୍ଥ ବିଚିତ୍ର ବର୍ନାଳି ନାଟ୍ୟ ସଂସଦ କକ୍ଷରେ ନାଟ୍ୟ ସଂସଦର ସଭାପତି ବିଶ୍ୱନାଥ ଚୌଧୁରୀଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଚିତ୍ର ବର୍ନାଳି ନାଟ୍ୟ ସଂସଦର ପରିଚାଳନା ନିର୍ଦ୍ଦେଶକ ତଥା…

ଅନ୍ତର୍ଜାତୀୟ ମ୍ୟାଚ୍‌ ସମୟରେ ନିଆରା ଦୃଶ୍ୟ: ଲଞ୍ଚ୍‌ବେଳେ ପଡ଼ିଆ ଭିତରେ ପଶି କ୍ରିକେଟ୍‌ ଖେଳିଲେ ଦର୍ଶକ

ଖ୍ରୀଷ୍ଟଚର୍ଚ୍ଚ,୨୮।୧୧: ଇଂଲଣ୍ଡ ଦଳ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ସିରିଜର ପ୍ରଥମ ଟେଷ୍ଟ ଖ୍ରୀଷ୍ଟଚର୍ଚ୍ଚର ହାଗଲି ଓଭାଲରେ ଖେଳାଯାଉଛି। ମ୍ୟାଚର ଗୋଟିଏ ଦିନ ସମାପ୍ତ ହୋଇଛି, ଏହା…

ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି I ବନ ବିଭାଗ ପକ୍ଷରୁ ଜନ ସାଧାରଣଙ୍କୁ…

ଛାଡପତ୍ର କନଫର୍ମ! ବଚ୍ଚନ ସରନେମ୍‌ ହଟାଇଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ନିକଟରେ ଦୁନିଆର ବହୁ ପ୍ରସିଦ୍ଧ ମହିଳା ସେଲିବ୍ରିଟିଙ୍କ ସହ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୁବାଇରେ ଆୟୋଜିତ ଗ୍ଲୋବାଲ ମହିଳା ଫୋରମ ୨୦୨୪ରେ ସାମିଲ୍‌ ହୋଇଥିଲେ। ୨ଦିନ ଧରି ଚାଲିଥିବା ଦୁବାଇରେ ଏହି ଇଭେଣ୍ଟରୁ ଐଶ୍ୱର୍ଯ୍ୟାଙ୍କର ଅନେକ ଫଟୋ ଏବଂ ଭିଡିଓ…

ରାଜ୍ୟ ବିଜୁଳି ଚାହିଦାର ୩୦% ପୂରଣ କରିଥାଏ ଓପିଜିସି

ଭୁବନେଶ୍ୱର,୨୮।୧୧:ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ ଲିମିଟେଡ୍‌ (ଓପିଜିସି) ଦ୍ୱାରା ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ବୁଧବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜସ୍ବ…

ଟ୍ରେଣ୍ଡସ୍‌ର ‘ବ୍ଲାକ୍‌ ଫ୍ରାଇଡେ ସେଲ୍‌’:ମିଳିବ ଜବରଦସ୍ତ ଅଫର୍‌

ଭୁବନେଶ୍ୱର,୨୮।୧୧:ରିଲାଏନ୍ସ ଟ୍ରେଣ୍ଡସ୍‌ର ବହୁ ପ୍ରତୀକ୍ଷିତ ତଥା ଏକ୍ସକ୍ଲୁସିଭ ଡିସ୍‌କାଉଣ୍ଟ ଅଫର ‘ବ୍ଲାକ୍‌ ଫ୍ରାଇଡେ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ନଭେମ୍ବର ୨୮ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରିଲାଏନ୍ସ ଟ୍ରେଣ୍ଡସ୍‌ରେ ଉପଲବ୍ଧ। ଏହା ଜରିଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri