ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି I ବନ ବିଭାଗ ପକ୍ଷରୁ ଜନ ସାଧାରଣଙ୍କୁ…
ଛାଡପତ୍ର କନଫର୍ମ! ବଚ୍ଚନ ସରନେମ୍ ହଟାଇଲେ ଐଶ୍ୱର୍ଯ୍ୟା
ମୁମ୍ବାଇ: ନିକଟରେ ଦୁନିଆର ବହୁ ପ୍ରସିଦ୍ଧ ମହିଳା ସେଲିବ୍ରିଟିଙ୍କ ସହ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୁବାଇରେ ଆୟୋଜିତ ଗ୍ଲୋବାଲ ମହିଳା ଫୋରମ ୨୦୨୪ରେ ସାମିଲ୍ ହୋଇଥିଲେ। ୨ଦିନ ଧରି ଚାଲିଥିବା ଦୁବାଇରେ ଏହି ଇଭେଣ୍ଟରୁ ଐଶ୍ୱର୍ଯ୍ୟାଙ୍କର ଅନେକ ଫଟୋ ଏବଂ ଭିଡିଓ…
ରାଜ୍ୟ ବିଜୁଳି ଚାହିଦାର ୩୦% ପୂରଣ କରିଥାଏ ଓପିଜିସି
ଭୁବନେଶ୍ୱର,୨୮।୧୧:ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ ଲିମିଟେଡ୍ (ଓପିଜିସି) ଦ୍ୱାରା ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ବୁଧବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜସ୍ବ…
ଟ୍ରେଣ୍ଡସ୍ର ‘ବ୍ଲାକ୍ ଫ୍ରାଇଡେ ସେଲ୍’:ମିଳିବ ଜବରଦସ୍ତ ଅଫର୍
ଭୁବନେଶ୍ୱର,୨୮।୧୧:ରିଲାଏନ୍ସ ଟ୍ରେଣ୍ଡସ୍ର ବହୁ ପ୍ରତୀକ୍ଷିତ ତଥା ଏକ୍ସକ୍ଲୁସିଭ ଡିସ୍କାଉଣ୍ଟ ଅଫର ‘ବ୍ଲାକ୍ ଫ୍ରାଇଡେ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ନଭେମ୍ବର ୨୮ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରିଲାଏନ୍ସ ଟ୍ରେଣ୍ଡସ୍ରେ ଉପଲବ୍ଧ। ଏହା ଜରିଆରେ…
କୁନୋ ଜାତୀୟ ପାର୍କରେ ପୁଣି ଆଖିବୁଜିଲେ ୨ ଚିତା
ଭୋପାଳ,୨୮।୧୧: ମଧ୍ୟପ୍ରଦେଶର ଶୋପୁର ଜିଲାର କୁନୋ ଜାତୀୟ ପାର୍କରେ ଆଫ୍ରିକୀୟ ଚିତା ନିର୍ବାର ୨ ଶାବକଙ୍କ ମୃତଦେହ ମିଳିଛି। ଉଭୟ ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ଚିତା ନିର୍ବା ନିଜ ଗୁମ୍ଫାଠାରୁ ବହୁତ ଦୂରରେ ବୋଲି ବନ ବିଭାଗ ସୂଚନା ପାଇଥିଲା।…
ଓଡ଼ିଶାରେ ୪୮ ଘଣ୍ଟା ରହିବେ ମୋଦି: ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୨୮ା୧୧(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଏହି ସମୟ…
ଶିନ୍ଦେଙ୍କ ଚକ୍ରବ୍ୟୁହରେ ଫସିଗଲେ ଅଜିତ ପାଓ୍ବାର, ଏବେ କରିବେ କ’ଣ…
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ପଦବୀ ଦୌଡ଼ରୁ ନିଜକୁ ଦୂରେଇ ରଖି ଭାଜପା ପାଇଁ ରାସ୍ତା ସଫା କରିଛନ୍ତି। ସେ ଭାଜପାକୁ ତାଙ୍କ ବଡ଼ ଭାଇ ଭାବେ ଗ୍ରହଣ କରିଛନ୍ତି। ଏବେ ଭାଜପା ଭିତରେ ସିଏମ ମୁହଁର ସନ୍ଧାନ ଚାଲିଛି।…
ପ୍ରେମିକାଙ୍କୁ ହତ୍ୟା କରି ୫୦ ଖଣ୍ଡ କଲେ ପ୍ରେମିକ: ଭୁଲ୍ ଥିଲା ଏମିତି…
ରାଞ୍ଚତ୍, ୨୮।୧୧ (ପି.ଟି.):ଝାଡ଼ଖଣ୍ଡ ଖୁଣ୍ଟି ଜିଲାର ଉପାନ୍ତ ଅଞ୍ଚଳରୁ ବୁଧବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। କଂସେଇ ଭାବେ କାର୍ଯ୍ୟ କରୁଥିବା ନରେଶ ଭେଙ୍ଗରା ନାମକ ଜଣେ ୨୫ ବର୍ଷୀୟ ଯୁବକ ନିଜ ବାନ୍ଧବୀଙ୍କୁ ହତ୍ୟା କରିବା ସହ ତାଙ୍କ…
ପ୍ରତି ୫ରେ ଜଣେ ନାବାଳିକା ବାଲ୍ୟବିବାହର ଶିକାର
ନୂଆଦିଲ୍ଲୀ,୨୮ା୧୧: ଗତ ବର୍ଷକ ମଧ୍ୟରେ ଦେଶରେ ପ୍ରାୟ ୨ ଲକ୍ଷ ବାଲ୍ୟବିବାହକୁ ରୋକାଯାଇଛି। ଏହାସତ୍ତ୍ୱେ ପ୍ରତି ୫ ଜଣରେ ଜଣେ ଝିଅ ବିବାହ ବୟସ ୧୮ ବର୍ଷରେ ଉପନୀତ ହେବା ପୂର୍ବରୁ ବାଲ୍ୟବିବାହର ଶିକାର ହେଉଥିବା ବୁଧବାର ମହିଳା ଓ ଶିଶୁ…
ଇସ୍ରାଏଲ୍-ଲେବାନନ୍ ଯୁଦ୍ଧବିରତି:ଶାନ୍ତି ଫେରାଇ ଆଣିବା ପାଇଁ ଆହ୍ବାନ
ତେଲ୍ଆଭିଭ/ବେରୁଟ୍,୨୮ା୧୧ ହେଜ୍ବୋଲ୍ଲା ବିରୋଧରେ ଅନେକ ମାସର ଯୁଦ୍ଧ ପରେ ମଧ୍ୟପ୍ରାଚ୍ୟକୁ ଶାନ୍ତି ଫେରାଇ ଆଣିବା ପାଇଁ ସାରା ବିଶ୍ୱରୁ ଆହ୍ବାନ ଦିଆଯିବାରୁ ଲେବାନନ୍ରେ ଇସ୍ରାଏଲ୍ ପକ୍ଷରୁ ଅସ୍ତ୍ରବିରତି କରାଯାଇଛି। କିନ୍ତୁ ଗାଜାରେ ପାଲେଷ୍ଟିନୀୟ ଆତଙ୍କବାଦୀ ସଙ୍ଗଠନ ହମାସ୍କୁ ସମୂଳେ ନିପାତ ନ…
ରୋଡ୍ ରୋମିଓଙ୍କୁ ସାବାଡ଼ କଲେ ଗ୍ରାମବାସୀ
ଦିଗପହଣ୍ଡି,୨୮ା୧୧(ଅଶେଷ ନାଥ ମିଶ୍ର):ସାନଖେମୁଣ୍ଡି ବ୍ଳକ ପଥରପୁଞ୍ଜି ଗ୍ରାମବାସୀ ବୁଧବାର କିଛି ରୋଡ଼ ରୋମିଓଙ୍କୁ ସାବାଡ କରିଛନ୍ତି। ପୂର୍ବ ଯୋଜନା ଅନୁସାରେ ୨ ରୋଡ଼ ରୋମିଓଙ୍କୁ କାବୁ କରି ଛେଚିବା ସହ ସେମାନଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ ଗ୍ରାମବସୀ। ପରିବାର ଲୋକେ…
ଆଜି ଶପଥ ନେବେ ହେମନ୍ତ ସୋରେନ୍: ସୁରକ୍ଷା କଡ଼ାକଡ଼ି
ରାଞ୍ଚତ୍, ୨୮ା୧୧:ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଗୁରୁବାର ରାଜ୍ୟର ଚତୁର୍ଦ୍ଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ବୁଧବାର ରାଞ୍ଚତ୍ସ୍ଥିତ ମୋରହାବାଦି ମୈଦାନରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହକୁ ନେଇ ଚାଲିଥିବା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ଅବସରରେ…
Archives


