Home Left

ଶୌଚ ପାଇଁ ଯାଇଥିଲେ ଯୁବକ, ଦଳିଦେଲା ହାତୀ

ହିନ୍ଦୋଳ,୨୮।୧୧: ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଅନ୍ତର୍ଗତ କଡଲା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ଭୋର ସମୟରେ ଗ୍ରାମର ଗାୟତ୍ରୀ ମଣ୍ତପ ନିକଟସ୍ଥ ପୋଖରୀକୁ ଶୌଚ ନିମନ୍ତେ ଯାଉଥିବା ସମୟରେ ମଧୁସୁଦନ ପ୍ରଧାନଙ୍କ ପୁଅ ଦୀପକ ପ୍ରଧାନ(୨୯) ହାତୀ…

ସଂସଦରେ ଏକସଙ୍ଗେ ୩ ଗାନ୍ଧୀ

ନୂଆଦିଲ୍ଲୀ,୨୮ା୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ଲୋକ ସଭା ସଦସ୍ୟା ଭାବେ ଶପଥ ନେବାକୁ ଯାଉଛନ୍ତି। ସେ ପୂର୍ବାହ୍ନ ୧୧ଟାରେ ଶପଥ ନେବେ ବୋଲି ବୁଧବାର କଂଗ୍ରେସ ପକ୍ଷରୁ କୁହାଯାଇଛି।…

ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ହୁ ହୁ ହୋଇ ଜଳିଗଲା ୧୦ ଏକର ଜମିର ଅମଳ ଧାନ

ବରଗଡ଼ ୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ବିର୍ଜାମ ଗ୍ରାମରେ ଖଳାରେ ଗଦା ହୋଇଥିବା ଅମଳ ଧାନରେ ବୁଧବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗ୍ରାମର ଚାଷୀ ନୀଳ ମେହେରଙ୍କ ୧୦ ଏକର ଜମିର…

ବିଦେଶୀ ଆକ୍ରମଣ ଓ ସଂସ୍କୃତିରେ ପରିବର୍ତ୍ତନ

ଆସନ୍ତୁ ପ୍ରଥମେ ଦେଶାନ୍ତର ଗମନ ଏବଂ ଆକ୍ରମଣ ମଧ୍ୟରେ ଥିବା ପାର୍ଥକ୍ୟ ସମ୍ପର୍କରେ ଜାଣିବା। ଆକ୍ରମଣକାରୀ ସାଧାରଣତଃ ଏକ ସ୍ଥାନ ଉପରେ ଆକ୍ରମଣ କରି ଧନ ନିଜ ହାତକୁ ନେଇଯାଏ ଏବଂ ଲୋକମାନଙ୍କୁ କ୍ରୀତଦାସ ବୋଲି ବିଚାର କରେ। କୌଣସି ଏକ…

୨୯, ୩୦ରେ ବନ୍ଦ ରହିବ ଗୃହ କାର୍ଯ୍ୟ: ବାଚସ୍ପତି

ଭୁବନେଶ୍ୱର,୨୮ା୧୧(ସୁନିତ୍‌ ମିଶ୍ର): ବିଧାନସଭା ଶୀତ ଅଧିବେଶର ଦ୍ୱିତୀୟ ଦିନ ଅପରାହ୍ନ ୪ଟାରେ ଆରମ୍ଭ ହୋଇ ୪ଟା ୭ ପର୍ଯ୍ୟନ୍ତ ଚାଲିବା ପରେ ବାଚସ୍ପତି ସୁରମା ପାଢ଼ୀ ଗୁରୁବାର ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରିଛନ୍ତି। ଅନ୍ୟପଟେ ଗୃହ କାର୍ଯ୍ୟ ୨୯…

ମାଡିଆସୁଛି ବାତ୍ୟା: ଓଡ଼ିଶାର ୭ ଜିଲାରେ…

ଭୁବନେଶ୍ୱର,୨୮ା୧୧(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛି ଦିନ ଶୀତର ଲହରି ଜାରି ରହିଛି। ମାତ୍ର ଗୁରୁବାର ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, କେନ୍ଦୁଝରଗଡ଼, କନ୍ଧମାଳ, କଳାହାଣ୍ଡି…

ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡିଶା ଷ୍ଟଲକୁ ମିଳିଲା ଦ୍ୱିତୀୟ ସ୍ଥାନ

ଦାରିଙ୍ଗବାଡି, ୨୮।୧୧ (ଅରୁଣ ସାହୁ):ଦେଶର ରାଜଧାନୀ ଦିଲ୍ଲୀର ପ୍ରଗତି ମୈଦାନରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଉଦଯାପିତ ହୋଇଯାଇଛି। ଉକ୍ତ ବାଣିଜ୍ୟ ମେଳାରେ ଦେଶର ବିଭିନ୍ନ ରାଜ୍ୟ ସମେତ ବିଦେଶର ବିଭିନ୍ନ ସାମଗ୍ରୀ ପାଇଁ ଷ୍ଟଲଗୁଡିକ ସ୍ଥାନ ପାଇଥିଲା। ଓଡିଶାରୁ…

ବାଟ ଛାଡ଼ିଲେ ଶିନ୍ଦେ: ଏବେ ମହାରାଷ୍ଟ୍ରରେ ହେବ ଅସଲ ଖେଳ

ମୁମ୍ବାଇ,୨୮ା୧୧:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ପାଇଁ ଦ୍ୱିତୀୟ ଦାବିଦାର ଶିବସେନା ମୁଖ୍ୟ ଏକନାଥ ଶିନ୍ଦେ ବିଧାନସଭା ନିର୍ବାଚନ ଫଳ ଆସିବାର ୪ ଦିନ ପରେ ଏହି ଦାବିରୁ ଓହରିଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯାହା ନିଷ୍ପତ୍ତି ନେବେ ସେ ତାକୁ ମାନିନେବେ ବୋଲି…

ଲିଙ୍ଗରାଜ ମନ୍ଦିରରେ ସିଗାରେଟ୍‌ ଟାଣିଲେ

ଭୁବନେଶ୍ୱର,୨୮ା୧୧ (ସୂର୍ଯ୍ୟକାନ୍ତ ବେହେରା): ଲିଙ୍ଗରାଜ ମନ୍ଦିର ପରିସରକୁ ମୋବାଇଲ, ସିଗାରେଟ୍‌ ଭଳି କିଛି ଜିନିଷକୁ ବାରଣ କରାଯାଇଛି। କିନ୍ତୁ ଏହାସତ୍ତ୍ୱେ ମନ୍ଦିର ପରିସରକୁ ମୋବାଇଲ ଯିବା ସହ ସିଗାରେଟ ଯାଉଛି। ମନ୍ଦିରରେ ସୁରକ୍ଷା କର୍ମଚାରୀମାନେ କଡ଼ା ଯାଞ୍ଚ କରୁ ନ ଥିବାରୁ…

ସଂରକ୍ଷଣ ପାଇଁ ଧର୍ମ ପରିବର୍ତ୍ତନ ସମ୍ବିଧାନ ସହ ବିଶ୍ୱାସଘାତ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୧୧(ପି.ଟି.):କୌଣସି ଧର୍ମ ପ୍ରତି ଆସ୍ଥା ନ ଥାଇ କେବଳ ସଂରକ୍ଷଣ ସୁବିଧା ହାସଲ ପାଇଁ ଧର୍ମ ପରିବର୍ତ୍ତନ କରିବା ସମ୍ବିଧାନ ସହ ବିଶ୍ୱାସଘାତ ବୋଲି ବୁଧବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସି. ସେଲଭାରାନିଙ୍କ ବାପା ହିନ୍ଦୁ ହୋଇଥିବାବେଳେ ମା’…

ଗନ୍ଧମାର୍ଦ୍ଦନରେ ଆଦାନୀର ଜମିକିଣା ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୮ା୧୧(ଅନିଲ ଦାସ):ବରଗଡ଼ ଓ ବଲାଙ୍ଗୀର ଜିଲାକୁ ଲାଗି ରହିଥିବା ଗନ୍ଧମାର୍ଦ୍ଦନ ପାହାଡ଼ ପାଦଦେଶରେ ଘରୋଇ କମ୍ପାନୀ ଆଦାନୀ ଗ୍ରୁପ୍‌ର ଜମିକିଣାକୁ ନେଇ ବିଧାନସଭାରେ ବିଜେଡି ଓ ଭାଜପା ମୁହଁାମୁହିଁ ହୋଇଛନ୍ତି। ବୁଧବାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ବିଜେଡିର ବରିଷ୍ଠ ସଦସ୍ୟ…

ରାଜଧାନୀରେ ୫ ବର୍ଷୀୟା ଝିଅଙ୍କୁ ବିକିଦେଲେ ମା’ ବାପା: ମଧ୍ୟସ୍ଥିଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୨୮ା୧୧(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱର ଶିଶୁପାଳଗଡ଼ ବଡ଼ଟାଙ୍ଗୀରେ ରହୁଛନ୍ତି ଶିଶୁକନ୍ୟାଙ୍କ ମା’ ଗୁଡ଼ିଆ ଦେବୀ ଏବଂ ସାବତ ବାପା ସୁବୋଧ ଶର୍ମା। ସେମାନଙ୍କ ଘର ବିହାରରେ ହୋଇଥିବାବେଳେ ଭୁବନେଶ୍ୱରରେ ସୁବୋଧ ଏକ କାଠ କାରଖାନାରେ କାମ କରନ୍ତି। ସେମାନେ ପିପିଲି ଅଞ୍ଚଳର ଦମ୍ପତି ରଘୁନାଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri