Home Left

ସାହାଣୀ କପ ଫୁଟବଲ: କନ୍ଧମାଳ-ବଲାଙ୍ଗିର ବିଜୟୀ

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ହେଉଥିବା ଆନ୍ତଃ ଜିଲା ସାହାଣୀ କପ ଫୁଟବଲ ପ୍ରତିଯୋଗିତାର ସୋମବାର ଅନୁଷ୍ଠିତ ମ୍ୟାଚରେ ବଲାଙ୍ଗିର ଓ…

ନଭେମ୍ବର ୧ରେ ହେବ ବଲାଙ୍ଗୀର ଦିନ୍‌ ଉତ୍ସବ

ବଲାଙ୍ଗୀର,୩୦।୯(ବୀରେନ୍ଦ୍ର କୁମାର ଝାଙ୍କର): ଆସନ୍ତା ନଭେମ୍ବର ୧ରୁ ‘ବଲାଙ୍ଗୀର ଦିନ୍‌’ଉତ୍ସବ ପାଳନ କରାଯିବ। ଏନେଇ ସୋମବାର ସ୍ଥାନୀୟ ପିପି ଏକାଡେମୀ ହଲରେ ବଲାଙ୍ଗୀର ଦିନ୍‌ ଆୟୋଜକ କମିଟି ପକ୍ଷରୁ ପ୍ରସ୍ତୁତି ଅନୁଷ୍ଠିତ ହୋଇଥିଲା। ବଲାଙ୍ଗୀର ଦିନ୍‌ ଆୟୋଜକ କମିଟି ଅଧ୍ୟକ୍ଷ ଗୋପାଲଜୀ…

କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିସହିତ ଅଭିଯୋଗ ଆଧାରରେ ASIଙ୍କ ନାଁରେ ରୁଜୁ ମାମଲା ହୋଇଥିବା ବେଳେ ବିଭାଗୀୟ…

ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣାରେ ମମତା ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୯:ପଶ୍ଚିମବଙ୍ଗର ସରକାରୀ ମେଡିକାଲ କଲେଜଗୁଡ଼ିକରେ ସିସିଟିଭି ଲଗାଇବା, ପାଇଖାନା ଓ ଅଲଗା ରେଷ୍ଟିଂ ରୁମ୍‌ ନିର୍ମାଣରେ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସର୍ବୋଚ୍ଚ ଅଦାଲତ ଏଥିପାଇଁ ପଶ୍ଚିମବଙ୍ଗ ସରକାରଙ୍କୁ ଭର୍ତ୍ସନା କରିବା ସହ ଅକ୍ଟୋବର ୧୫ ସୁଦ୍ଧା…

ଆମେରିକାରେ ତାଣ୍ଡବ ରଚିଲା ବାତ୍ୟା ହେଲେନ୍‌

ନର୍ଥ କାରୋଲିନା,୩୦ା୯: ଆମେରିକାରେ ବାତ୍ୟା ହେଲେନ୍‌ ତାଣ୍ଡବ ରଚିଛି। ବାତ୍ୟାଜନିତ ମୃତ୍ୟୁସଂଖ୍ୟା ୧୦୦ ଟପିଥିବା ବେଳେ ବହୁ କ୍ଷୟକ୍ଷତି ହୋଇଛି। ନର୍ଥ କାରୋଲିନାରେ ସର୍ବାଧିକ ୩୭ ଜଣ ପ୍ରାଣ ହରାଇଥିବା ବେଳେ ସାଉଥ୍‌ କାରୋଲିନାରେ ୨୭ଜଣଙ୍କ ଜୀବନ ଯାଇଛି। ଓ୍ବେଷ୍ଟର୍ନ ନର୍ଥ…

କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ ଜନକ ମୃତ୍ୟୁ ହୋଇଛି। ଅପରାହ୍ନରେ ସେ ଥୁଆମୁଲ ରାମପୁର ରେଞ୍ଜ ଅଫିସରେ କାର୍ଯ୍ୟ କରୁଥିବା…

ବ୍ୟାଙ୍କ ଲୁଟ୍‌ ଉଦ୍ୟମ: ସିସିଟିଭି ଫୁଟେଜକୁ ନେଇ ତଦନ୍ତ…

ହିଞ୍ଜିଳିକାଟୁ,୩୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସାହେବ କମ୍ପ୍ଲେକ୍ସରେ ଅବସ୍ଥିତ ୟୁନିଅନ୍‌ ବ୍ୟାଙ୍କ ଶାଖା-୨ରେ କେତେକ ଦୁବୃର୍ତ୍ତ ରବିବାର ବିଳମ୍ବିତ ରାତିରେ ମୁଖ୍ୟ ଗେଟ୍‌ ତାଲା ଭାଙ୍ଗି ଲୁଟ୍‌ ଉଦ୍ୟମ କରିଛନ୍ତି। ହେଲେ ଦୁବୃର୍ତ୍ତମାନେ ଏଥିରେ ବିଫଳ ହୋଇଥିବା ଜଣାପଡିଛି। ଅନ୍ୟପକ୍ଷେ…

ପ୍ରସ୍ତୁତି ଚୂଡ଼ାନ୍ତ: ୩ ତାରିଖରୁ ମା’ ସମଲେଶ୍ୱରୀଙ୍କ ଶାରଦୀୟ ପୂଜା ଆରମ୍ଭ

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡର ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ଶାରଦୀୟ ନବଦିନାତ୍ମକ ପୂଜା ପାଇଁ ମନ୍ଦିର କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ଅକ୍ଟୋବର ୩ରୁ ୧୨ ତାରିଖ ପର୍ଯ୍ୟନ୍ତ ସମଲେଶ୍ୱରୀଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯାଇ ପୂଜାର୍ଚ୍ଚନା କରାଯିବ।…

ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ବଢିଲା ଅଡ଼ୁଆ: ମାମଲା ରୁଜୁ କଲା ଇଡି

ବେଙ୍ଗାଲୁରୁ,୩୦।୯: ମହୀଶୁର ନଗର ଉନ୍ନୟନ ପ୍ରାଧିକରଣ(ଏମ୍‌ୟୁଡିଏ) ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ସମସ୍ୟା ବୃଦ୍ଧି ପାଇଛି। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଲୋକାୟୁକ୍ତଙ୍କ ଏଫଆଇଆର ବିଷୟରେ ତଦାରଖ କରି ସିଦ୍ଦରମୈୟାଙ୍କ ବିରୋଧରେ ଟଙ୍କା ହେରଫେର ମାମଲା ରୁଜୁ କରିଛି। ଗତ ସପ୍ତାହରେ ବେଙ୍ଗାଲୁରୁର…

ସ୍ତ୍ରୀଙ୍କୁ ୫ ପୃଷ୍ଠାର ଚିଠି ଲେଖି ଆତ୍ମହତ୍ୟା କଲେ ଫାଇନାନ୍ସ କମ୍ପାନୀର ଏରିଆ ମ୍ୟାନେଜର

ଲକ୍ଷ୍ନୌ,୩୦ା୯: ଉତ୍ତରପ୍ରଦେଶର ଝାନ୍‌ସୀରେ ଏକ ଫାଇନାନ୍ସ କମ୍ପାନୀର ଏରିଆ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିବା ଜଣେ ୪୨ ବର୍ଷୀୟ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଦୁଇମାସ ହେଲା ଟାର୍ଗେଟ ପୂରଣ କରିବା ପାଇଁ ସିନିୟରମାନେ ତାଙ୍କ ଉପରେ ଅତ୍ୟଧିକ ଚାପ ପକାଉଥିଲେ। ଟାର୍ଗେଟ…

ବସ୍‌ ଯୋଗେ ହେଉଥିଲା ଗଞ୍ଜେଇ ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ଦାରିଙ୍ଗବାଡି, ୩୦।୯(ଅରୁଣ ସାହୁ):କନ୍ଧମାଳ ଜିଲା ଏବେ ଗଞ୍ଜେଇ ଚାଷ ପାଇଁ ଜଣାଶୁଣା। ପୋଲିସ ଯେତିକି ଧରପଗଡ଼ କରୁଛି ଗଞ୍ଜେଇ ବେପାରୀ ନୂଆ ନୂଆ ଉପାୟରେ ଚୋରାଚାଲାଣ କରୁଛି। ଏବେ ଗଞ୍ଜେଇ ଚୋରାଚାଲାଣ ପାଇଁ ଯାତ୍ରୀବାହୀ ବସକୁ ବ୍ୟବହାର କରୁଛନ୍ତି। ସୋମବାର ବସରେ…

ବ୍ଲକ କାର୍ଯ୍ୟାଳୟ ପାଲଟିଲା ରଣକ୍ଷେତ୍ର: ସମିତି ସଭ୍ୟ-ବିପକ୍ଷ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍‌

ପୁରୁଷୋତ୍ତମପୁର,୩୦।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସୋମବାର ରଣକ୍ଷେତ୍ର ପାଲଟିଛି। ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳୀ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ନିର୍ମାଣର ବିଲକୁ ନେଇ ସମିତି ସଭ୍ୟ ଜଗନ୍ନାଥ ପାତ୍ରଙ୍କ ସହ କୋଳାସିଙ୍ଗି ଗ୍ରାମର ନିଗମାନନ୍ଦ ପଣ୍ଡା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri