Home Left

ନିଶା ସେବନକୁ ବିରୋଧ କରିବାରୁ: ସ୍ତ୍ରୀ, ୫ବର୍ଷର ପୁଅଙ୍କୁ ହତ୍ୟା

ଷଢ଼େଇକଳା (ଝାଡ଼ଖଣ୍ଡ),୧।୪: ନିଶା ସେବନ କରିବା ନିଜର କ୍ଷତି ସହ ଅନେକ ସମୟରେ ବହୁ ପରିବାରରେ ଅଶାନ୍ତି ସୃଷ୍ଟିର ମୂଳ କାରଣ ପାଲଟିଥାଏ। ଏପରି କି ନିଶା ସେବନ କରୁଥିବା ବ୍ୟକ୍ତି ନିଜର ହିତାହିତ ଜ୍ଞାନ ଭୁଲିଯାଇ ବଡ଼ ଅଘଟଣ ମଧ୍ୟ…

ପାରାଦୀପର ସୁପର ସ୍ପେଶିଆଲିଟି ହସ୍ପିଟାଲ: ନେତାଙ୍କ କଥାରେ ରହୁନି ତାଳମେଳ

ପାରାଦୀପ,୧।୪(ଶରତ ରାଉତ): ଜଗତ୍‌ସିଂହପୁର ଜିଲା ପାରାଦୀପରେ ସୁପର ସ୍ପେଶିଆଲିଟି ହସ୍ପିଟାଲ ହେବ ବୋଲି ସରକାରୀ ଭାବେ ୨୦୧୩ରୁ ଘୋଷଣା କରାଗଲାଣି। ଏବେବି ସେମିତି ସରକାରୀ ଭାବେ ଘୋଷଣା କରାଯାଇଛି। ବାସ୍ତବରେ ଏପରି ହସ୍ପିଟାଲ କେବେ ହେବ, ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।…

କୋଟିଆର ୨୧ଅଞ୍ଚଳ ଆନ୍ଧ୍ରକୁ ଦେବ ଭାଜପା ସରକାର: କାଡାମ

ଭୁବନେଶ୍ୱର, ୧ା୪(ସୁନିତ୍‌ ମିଶ୍ର): କେନ୍ଦ୍ରରେ ସରକାରକୁ ବଞ୍ଚାଇବା ପାଇଁ ଭାଜପାର ଡବଲ ଇଞ୍ଜିନ ସରକାର ଯୌତୁକ ହିସାବରେ କୋଟିଆର ୨୧ ଅଞ୍ଚଳକୁ ଆନ୍ଧ୍ର ହାତକୁ ଟେକିଦେବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଆଶଙ୍କା କରିଛନ୍ତି। ଏକ ଖବରଦାତା…

କଠିନ ପରିଶ୍ରମ ଛାତ୍ରୀଛାତ୍ରଙ୍କ ଉନ୍ନତିର ମୂଳମନ୍ତ୍ର

ଲାଞ୍ଜିଗଡ,୧।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ବେଦାନ୍ତ ଟାଉନସିପ ଅନ୍ତର୍ଗତ ବିଦ୍ୟାଳୟ ପରିସରଠାରେ ଅନୁଷ୍ଠିତ ହୋଇଯାଇଛି I ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଅଧ୍ୟକ୍ଷ ସଦାନନ୍ଦ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ପଏଣ୍ଟ ଖାତା ଖୋଲିଲା ମୁମ୍ବାଇ

ମୁମ୍ବାଇ,୩୧।୩: ପଦାର୍ପଣକାରୀ ଅଶ୍ୱନୀ କୁମାରଙ୍କ ଘାତକ ବୋଲିଂ ଓ ରିଆନ ରିକଲଟନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ୮ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ କରିଛି। ଏହି ବିଜୟ ସହ ମୁମ୍ବାଇ ତା’ର ପଏଣ୍ଟ ଖାତା ଖୋଲିଛି।…

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ ବାଇକ୍‌ ପିଟି ହୋଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ ଆରୋହୀ ହେଲେ ବେଦାନ୍ତ…

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଅଭିଯୁକ୍ତ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି।…

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି। ଏହି ଘଟଣାକୁ ନେଇ ଗତ ୨୦୨୩ରେ ବୁର୍ଲା ଥାନାରେ କେସ ନମ୍ବର ୯୬/୨୦୨୩ରେ ଦଫା…

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ(ଓସାକା), ହାଇଦ୍ରାବାଦ ଆୟୋଜନରେ ଏବଂ…

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା ସହ ଦୋକାନୀକୁ ଗିରଫ କରିଛି l ସେ ହେଲେ ପୁଇଁତୋଳା ଗ୍ରାମର ନବଘନ ବିଶ୍ୱାଳ…

ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍‌ ଟେକ୍ନୋଲୋଜି ଏବଂ ନାନୋଚିପ୍‌ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆମେରିକାର ଜ୍ୟାକ୍‌ସନ ଷ୍ଟେଟ୍‌ ୟୁନିଭର୍ସିଟିର ଗବେଷଣାରେ କାର୍ଯ୍ୟରତ ରୋଶନ ପଧାନ ମୁଖ୍ୟବକ୍ତା…

ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼

ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍‌ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର ସାଧନା ସହ ସଂଯମ କରି ରମଜାନ ମାସକୁ ଉପବାସ ଭାବରେ ପାଳନ କରିଥିଲେ। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?