ରାଜ୍ୟ ସରକାରଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟିଲେ ପାଖାପାଖି ୨ଲକ୍ଷ ଲୋକ! ଲିଷ୍ଟରେ ଅଛି କି ଆପଣଙ୍କ ନାଁ…
ଭୁବନେଶ୍ୱର,୨୭।୧୧:ରାସନ କାର୍ଡକୁ ନେଇ ରାଜ୍ୟ ସରକାରଙ୍କ ବଡ ଘୋଷଣା । ବାଦ୍ ପଡିଲେ ଅଯୋଗ୍ୟ ହିତାଧିକାରୀ । ସମସ୍ତ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ରାସନ ପାଉଥିଲେ ସେମାନଙ୍କର ରାସନ କାର୍ଡ କାଟିଲେ ରାଜ୍ୟ ସରକାର । ଅଯୋଗ୍ୟ ହିତାଧିକାରୀଙ୍କ ରାସକ କାର୍ଡ…
ବିଶ୍ୱର ନମ୍ବର-୧ ବୋଲର୍ ହେଲେ ଜଶପ୍ରୀତ ବୁମ୍ରା
ନୂଆଦିଲ୍ଲୀ,୨୭।୧୧: ଅଷ୍ଟ୍ରେଲିଆ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ହଇଚଇ ସୃଷ୍ଟି କରିଥିବା ଭାରତର ତାରକା ଦ୍ରୁତ ବୋଲର ଜସପ୍ରିତ ବୁମ୍ରା ଟେଷ୍ଟ କ୍ରିକେଟରେ ବିଶ୍ୱର ୧ ନମ୍ବର ବୋଲର ହୋଇଛନ୍ତି। ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ…
ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍, କରିବେ ବଡ଼ ଖେଳ!
ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି ଭାରତୀୟ ଜନତା ପାର୍ଟି (ଭାଜପା), ଏକନାଥ ଶିନ୍ଦେଙ୍କ ଶିବସେନା ଏବଂ ଅଜିତ ପାୱାରଙ୍କ ଜାତୀୟତାବାଦୀ…
ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ୧୦ ଜଣଙ୍କଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ
ଯାଜପୁର,୨୭।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଜଣଙ୍କଙ୍କ ଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ଜିଲ୍ଲା ଦୌରାଜଜ୍ ଏହି ଶୁଣାଣିକୁ ସ୍ଥଗିତ ରଖିଛନ୍ତି। ଏହା ସହ ଇନ୍ଜୁରୀ, ସିଡି ରିପୋର୍ଟ ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ…
ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ
ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ): ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା ଗୌଡ଼। ତେବେ ଜାନୁଆରୀ ପହିଲାରେ ରାସ୍ତା ଦୁର୍ଘଟଣାରେ ସେ ଗୁରୁତର ହୋଇଥଥିଲେ। ତାଙ୍କ ଗୋଡ଼ର…
ସିନ୍ଧିଆ-ରାହୁଲଙ୍କ ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା, ଆଗକୁ ହେବ…
ନୂଆଦିଲ୍ଲୀ,୨୭।୧୧: ମଙ୍ଗଳବାର ସଂସଦରେ ସମ୍ବିଧାନ ଦିବସ ସମାରୋହ ଆୟୋଜନ କରାଯାଇଥିଲା। ତେବେ ସେଣ୍ଟ୍ରାଲ ହଲ୍ରେ ଏହି କାର୍ଯ୍ୟକ୍ରମରେ କିଛି ଅଜବ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ ଦୁଇ ପୁରୁଣା ବନ୍ଧୁ ଏକାଠି ନଜର ଆସିଥିଲେ। ଏହି ସମୟରେ ଯିଏ କିଏ ବି…
ସୁଭଦ୍ରା ପାଇଁ ବଦଳିଲା ବ୍ୟାଙ୍କ ଖୋଲିବା ସମୟ: ସକାଳ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ….
ମୋହନା,୨୭।୧୧(ମନ୍ନମଥ ମିଶ୍ର): ଇକେୱାଇସ ନ ଥିବାରୁ ସୁଭଦ୍ରା ଟଙ୍କା ମିଳିନଥିବା ଅଭିଯୋଗ ହୋଇଛି। ଗୋଟିଏ ପରେ ଗୋଟିଏ କିସ୍ତି ଆସିବା ପରେ ସୁଭଦ୍ରା ଟଙ୍କା ପାଇବା ପାଇଁ ଗଜପତି ଜିଲା ମୋହନା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ମହିଳାମାନଙ୍କ ପ୍ରବଳ ଭିଡ଼ ମଙ୍ଗଳବାର…
ଟ୍ରୋଲିଂ ହେବା ଦେଖି ଦୁଃଖ ଲାଗୁଛି: ଭାବପ୍ରବଣ ହୋଇ ଏମିତି କହିଦେଲେ ପୃଥ୍ବୀ ଶ’
ନୂଆଦିଲ୍ଲୀ,୨୭।୧୧: ଆଇପିଏଲ ୨୦୨୫ ମେଗା ନିଲାମ ପାଇଁ ପୃଥ୍ବୀ ଶ’ତାଙ୍କର ମୂଳ ମୂଲ୍ୟ ୭୫ ଲକ୍ଷ ଟଙ୍କା ରଖିଥିଲେ। କିନ୍ତୁ ସେ ମେଗା ନିଲାମରେ ବିକ୍ରି ହୋଇ ନ ଥିଲେ। ବିକ୍ରି ହୋଇ ନ ଥିବାରୁ ସେ ଭାବପ୍ରବର ହୋଇପଡ଼ିଛନ୍ତି। ସେ…
ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା, କାଲି ଓଡ଼ିଶାରେ…
ଭୁବନେଶ୍ୱର,୨୭।୧୧: ବଙ୍ଗୋପସାଗରରେ ଡରାଇଲାଣି ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ…
‘ଧରିତ୍ରୀ’ରେ ପ୍ରକାଶିତ ଖବର ପରେ କାର୍ଯ୍ୟାନୁଷ୍ଠାନ: ନିଜ ପ୍ରାପ୍ୟ ପାଇଲେ କାଥରୀନା
ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର କାଥରୀନା ଦିଗାଲଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ପାଇଁ କାର୍ଯ୍ୟାଦେଶ ପ୍ରଦାନ କରାଯିବା ସହ ଆଗୁଆ ୪୦ ହଜାର ଟଙ୍କା ଅନୁଦାନ ପ୍ରଦାନ କରାଯାଇଥିଲା। ହେଲେ ଉକ୍ତ…
ଶୀତବସ୍ତ୍ର ଦୁର୍ଗନ୍ଧ ହେଉଥିଲେ..
ଶୀତଦିନରେ ଯେତେବେଳେ ଆମେ ଶୀତବସ୍ତ୍ର ଆଲମାରୀରୁ କାଢ଼ୁ ସେଥିରୁ ଅଜବ ପ୍ରକାର ଦୁର୍ଗନ୍ଧ ବାହାରିଥାଏ। କେତୋଟି ଟିପ୍ସ ଦିଆଯାଉଛି ଯାହାକୁ ଆପଣାଇ ଏହି ସମସ୍ୟାରୁ ରକ୍ଷା ପାଇପାରିବେ… ବେକିଂ ସୋଡ଼ା: ଯଦି ଶୀତବସ୍ତ୍ର ଦୁର୍ଗନ୍ଧ ହେଉଛି, ତେବେ ବେକିଂ ସୋଡ଼ା ବ୍ୟବହାର…
କେଶ ଝଡୁଥିଲେ ଆପଣାନ୍ତୁ ଏହି ଉପାୟ
କେଶ କୁଣ୍ଡାଇବା ସମୟରେ ଆମେ କେତୋଟି ଛୋଟମୋଟ ଭୁଲ୍ କରିଥାଉ,ଯାହା ଆମ କେଶ ଝଡ଼ିବାରେ ସମସ୍ୟା ହୋଇଥାଏ। ଆସନ୍ତୁ, ଜାଣିବା ଠିକ୍ ଉପାୟରେ କିପରି ମୁଣ୍ଡ କୁଣ୍ଡାଇଲେ କେଶ ଝଡ଼ିବ ନାହିଁ। ଅପରିଷ୍କାର ପାନିଆରେ ମୁଣ୍ଡ କୁଣ୍ଡାନ୍ତୁନାହିଁ: ଅପରିଷ୍କାର ପାନିଆରେ ବ୍ୟାକ୍ଟେରିଆ…
Archives


