Home Left

କନିଷ୍ଠ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର,୨୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ଆଜି ସକାଳୁ ସ୍ଥାନୀୟ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଏହି ଚଢାଉ ଜାରି ରହିଛି ।…

ବଜରଙ୍ଗ ପୁନିଆ ୪ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୨୭ା୧୧ (ପି.ଟି.): ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ୍‌ ଏଜେନ୍ସି (ନାଡା) ରେସଲର ବଜରଙ୍ଗ ପୁନିଆଙ୍କୁ ୪ବର୍ଷ ବାସନ୍ଦ କରିଛି। ମାର୍ଚ୍ଚ ୧୦ରେ ଜାତୀୟ ଦଳ ପାଇଁ ଚୟନ ବେଳେ ହୋଇଥିବା ଡୋପ୍‌ ଟେଷ୍ଟ ପାଇଁ ସେ ନମୁନା ଦେବାକୁ ମନା କରିଦେଇଥିଲେ।…

ହଠାତ୍‌ ଦଳକୁ ଛାଡି ଭାରତ ଫେରିଆସିଲେ ଗୌତମ ଗମ୍ଭୀର: ଜାଣନ୍ତୁ କାହିଁକି

ପର୍ଥ,୨୬ା୧୧(ପି.ଟି.): ବର୍ଡର-ଗାଭାସ୍କର ସିରିଜର ପ୍ରଥମ ମ୍ୟାଚରେ ବିଜୟୀ ଭାରତୀୟ ଦଳର କୋଚ୍‌ ଗୌତମ ଗମ୍ଭୀର ଦେଶକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଘରେ ଜରୁରୀ ପରସ୍ଥିତି କାରଣରୁ ଗମ୍ଭୀର ଭାରତ ଫେରିଥିବା ବେଳେ ଆଡିଲେଡ୍‌ରେ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ସେ ଅଷ୍ଟ୍ରେଲିଆ ପ୍ରତ୍ୟାବର୍ତ୍ତନ କରିବେ…

ସରୁନି ଡୁବଡୁବି ନଦୀ ପୋଲ ନିର୍ମାଣ

ବାଲେଶ୍ୱର, ୨୭।୧୧(ବାଞ୍ଛାନିଧି ଦେ): ବାଲେଶ୍ୱର ନିର୍ବାଚନମଣ୍ଡଳୀର ସାର୍ଥା ଓ କଷାଫଳ ପଞ୍ଚାୟତ ମଧ୍ୟରେ ଥିବା ଡୁବୁଡୁବି ନଦୀର ସାହୁଘାଟଠାରେ ନିର୍ମାଣାଧୀନ ପୋଲ ସମ୍ପୂର୍ଣ୍ଣ ହୋଇପାରୁନି। ୨୦୧୭-୧୮ରୁ ଦୀର୍ଘ ୬ବର୍ଷ ଧରି ଦୁଇଟି ଠିକାସଂସ୍ଥା ପକ୍ଷରୁ ନିର୍ମାଣ କାର୍ଯ୍ୟ ହୋଇଥିଲେ ହେଁ ଶହେ…

ପ୍ରଥମ ଟେଷ୍ଟ ଜିତିବା ସତ୍ତ୍ୱେ ଚିନ୍ତାରେ ଭାରତ: ରୋହିତ ଫେରିବା ପରେ…

ନୂଆଦିଲ୍ଲୀ,୨୭ା୧୧(ପି.ଟି.): ଭାରତୀୟ ଟେଷ୍ଟ ଦଳର ଅଧିନାୟକ ରୋହିତ ଶର୍ମା ଆଡିଲେଡରେ ଖେଳାଯିବାକୁ ଥିବା ବର୍ଡର ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍‌ ପାଇଁ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ଭାରତୀୟ ଦଳର ବ୍ୟାଟିଂ କ୍ରମକୁ ନେଇ ଚିନ୍ତା ବଢିଛି। ଚୂଡାନ୍ତ ଏକାଦଶରେ ଯୁବ ଦେବଦତ୍ତ…

ଆର୍ଥିକ ନିଅଣ୍ଟ ୭.୮ ଟ୍ରିଲିୟନ ଡଲାରକୁ ବୃଦ୍ଧି ଆକଳନ

ନୂଆଦିଲ୍ଲୀ,୨୭।୧୧:ବର୍ତ୍ତମାନ ସମୟରେ ଜାରି ରହିଥିବା ଭୂ ରାଜନୈତିକ ପରିସ୍ଥିତ ଓ ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ବିଶ୍ୱ ଅର୍ଥନୀତିର ଆର୍ଥିକ ନିଅଣ୍ଟକୁ ଆହୁରି ଖରାପ କରିପାରେ ବୋଲି ଅର୍ଥନୀତିଜ୍ଞମାନେ ଆକଳନ କରୁଥିବା ବେଳେ ସଂଘୀୟ ସରକାରଙ୍କ ଆର୍ଥିକ ନିଅଣ୍ଟ ଜିଡିପିର ୬.୪%ର ଅତ୍ୟଧିକ ଉଚ୍ଚସ୍ତର…

ଦ୍ରୁତଗତିରେ ତରଳୁଛି ହିମାଳୟ: ଚିନ୍ତା ପ୍ରକଟ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୨୭ା୧୧(ପି.ଟି.):ହିମାଳୟର ହିମହ୍ରଦଗୁଡ଼ିକ ଦ୍ରୁତଗତିରେ ତରଳିବାରେ ଲାଗିଛି। ଏଥିଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ବଢ଼ିଛି। ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମଙ୍ଗଳବାର ଏହା ଉପରେ ଚିନ୍ତା ପ୍ରକଟ କରିବା ସହ ଏନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ତାପମାତ୍ରା ବୃଦ୍ଧି ଯୋଗୁ…

ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନେଇ ଚାଲିଛି ସ୍ବାସ୍ଥ୍ୟସେବା:ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା….

ବାରିପଦା,୨୭।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ୭ ଦିନ ହେଲା ଅଲଟ୍ରା ସାଉଣ୍ଡ ମେଶିନ ଅଚଳ ହୋଇ ପଡ଼ିଥିବାରୁ ରୋଗୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ଶହ ଶହ ରୋଗୀ ଅଲଟ୍ରା ସାଉଣ୍ଡ କରି ନ ପାରି ନିରାଶରେ…

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ ହୋଇଥିବା ପରିବାର ଲୋକେ କହିଛନ୍ତି।୧୯୧୨ ଅଗଷ୍ଟ ୨୬ରେ ଟିନିସ୍‌ଉଡ୍‌ଙ୍କ ଜନ୍ମ। ସେ ତାଙ୍କ ଜୀବନକାଳରେ…

ଶହୀଦଙ୍କ ଦୁଇ ପୁଅକୁ ପଢୁଆଁ କଲେ ପୂର୍ବତନ ବିଧାୟକ

ବାହାନଗା, ୨୭।୧୧(ଅରୂପ କୁମାର ଦାସ): ପ୍ରଥମାଷ୍ଟମୀରେ ମାମୁଘର କିମ୍ବା ମା’ବାପା ନିଜର ବଡ଼ ପୁଅକୁ ନୂଆ ବସ୍ତ୍ର ଦେଇ ପ୍ରଥମାଷ୍ଟମୀ ପାଳନ କରିଥାନ୍ତି। ସେହି ଅନୁଯାୟୀ ସୋର ନିର୍ବାଚନମଣ୍ଡଳୀର ବାହାନଗା ବ୍ଲକ ଗୋପାଳପୁର ଗ୍ରାମର ଶହୀଦ ପ୍ରକାଶ କୁମାର ଶିଅଳିଙ୍କ ଦୁଇ…

ବିପଦରେ ସାଇଗା ପ୍ରଜାତିର ହରିଣଙ୍କ ଅସ୍ତିତ୍ୱ

ମସ୍କୋ: ବିଶ୍ୱରେ ଅନେକ ପ୍ରକାରର ହରିଣ ପ୍ରଜାତି ଦେଖିବାକୁ ମିଳିଥାଏ। ସାଧାରଣତଃ ହରିଣଗୁଡ଼ିକୁ ସେମାନଙ୍କର ଶିଙ୍ଗ ଏବଂ ସୌନ୍ଦର୍ଯ୍ୟତା ପାଇଁ ବେଶ୍‌ ପ୍ରଶଂସା କରାଯାଇଥାଏ। କିନ୍ତୁ ଏପରି କିଛି ହରିଣ ପ୍ରଜାତି ରହିଛି, ଯେଉଁମାନଙ୍କ ବିଭିନ୍ନ ବୈଶିଷ୍ଟ୍ୟ ଖୁବ୍‌ ଅଦ୍ଭୁତ ଏବଂ…

୪୦୦ କୋଟି ପାର୍‌ କଲା ‘ଭୁଲ୍‌ ଭୁଲୈୟା ୩’

ମୁମ୍ବାଇ: ଦୀପାବଳି ଅବସରରେ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଚଳଚ୍ଚିତ୍ର ‘ଭୁଲ୍‌ ଭୁଲୈୟା ୩’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଅଭିନେତା ଅଜୟ ଦେବଗନଙ୍କ ‘ସିଙ୍ଘମ୍‌ ଏଗେନ୍‌’ ଫିଲ୍ମ ସହ ‘ଭୁଲ୍‌ ଭୁଲୈୟା ୩’ର ବକ୍ସ ଅଫିସ୍‌ ଲଢ଼େଇ ହୋଇଥିଲା। ତେବେ ବକ୍ସ ଅଫିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri