୪୦୦ କୋଟି ପାର୍ କଲା ‘ଭୁଲ୍ ଭୁଲୈୟା ୩’
ମୁମ୍ବାଇ: ଦୀପାବଳି ଅବସରରେ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଚଳଚ୍ଚିତ୍ର ‘ଭୁଲ୍ ଭୁଲୈୟା ୩’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଅଭିନେତା ଅଜୟ ଦେବଗନଙ୍କ ‘ସିଙ୍ଘମ୍ ଏଗେନ୍’ ଫିଲ୍ମ ସହ ‘ଭୁଲ୍ ଭୁଲୈୟା ୩’ର ବକ୍ସ ଅଫିସ୍ ଲଢ଼େଇ ହୋଇଥିଲା। ତେବେ ବକ୍ସ ଅଫିସ…
ମହାକାଶରେ ୧୦୦ତମ ମହିଳା
ଓ୍ବାଶିଂଟନ୍, ୨୭ା୧୧:ଏମ୍ଆଇଟି ଇଞ୍ଜିନିୟର ଏବଂ ଟିଭି ଉପସ୍ଥାପିକାରୁ ମହାକାଶ ଯାତ୍ରା କରିବାରେ ୧୦୦ତମ ମହିଳା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି ଏମିଲି କାଲାଣ୍ଡ୍ରେଲି। ଜେଫ୍ ବେଜୋସ୍ଙ୍କ ଏରୋସ୍ପେସ୍ କମ୍ପାୀ ବ୍ଲ୍ୟୁ ଅରିଜିନ୍ର ୬ ଜଣିଆ ମହକାଶ ପର୍ଯ୍ୟଟକଙ୍କ ମଧ୍ୟରେ ଏମିଲି ସ୍ଥାନ…
ଗ୍ରହରିଷ୍ଟ ଖଣ୍ଡନ ନାଁରେ ମହିଳାଙ୍କୁ ଅଚେତ୍ କଲେ ଭଣ୍ଡବାବା: ଆଉ ତା’ପରେ…
ଡେରାବିଶ, ୨୭ା୧୧ ( ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତର ମିଶନ ଶକ୍ତି ଏମ୍ବିକେ କାର୍ଯ୍ୟ କରୁଥିବା ହିମାଂଶୁ ପାତ୍ରଙ୍କ ସ୍ତ୍ରୀ ଦମୟନ୍ତୀ ରାଉତ ୧୮ ତାରିଖ ମଧ୍ୟାହ୍ନରେ କାର୍ଯ୍ୟାଳୟରୁ ଘରକୁ ଏକୁଟିଆ ଫେରୁଥିଲେ। ଜଣେ…
ସ୍ତ୍ରୀଙ୍କୁ କବ୍ଜାରେ ରଖି ମାଗୁଛନ୍ତି ୨ ଲକ୍ଷ: ବୈକୁଣ୍ଠଧାମ ଆଶ୍ରମ କର୍ତ୍ତୃପକ୍ଷଙ୍କ ନାମରେ ସଙ୍ଗିନ ଅଭିଯୋଗ ଆଣିଲେ କେନ୍ଦୁଝର ଯୁବକ
ଭୁବନେଶ୍ୱର,୨୭ା୧୧(ସତ୍ୟଜିତ୍ ରାଉତ):ଭରତପୁର ଥାନା ଅନ୍ତର୍ଗତ ଘାଟିକିଆ ମୌଜାରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମ ବିରୋଧରେ ପୁଣି ଏକ ସଙ୍ଗିନ ଅଭିଯୋଗ ଆସିଛି। ଆଶ୍ରମ କର୍ତ୍ତୃପକ୍ଷ ତାଙ୍କ ସ୍ତ୍ରୀଙ୍କୁ କବ୍ଜା କରି ରଖିବା ସହ ୨ ଲକ୍ଷ ଟଙ୍କା ଦାବି କରିଥିବା ଜଣେ…
ବାର୍ହା ଶିକାର କରି ଚାଲିଥିଲା ମାଂସ ଭାଗବଣ୍ଟା: ମାଡ଼ିବସିଲା ବନ ବିଭାଗ
କେସିଙ୍ଗା,୨୭।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବନଖଣ୍ଡ ଅଞ୍ଚଳରେ ବାର୍ହା ଶିକାର କରି ମାଂସ ଭାଗବଣ୍ଟା ଚାଲିଥିବା ସମଯରେ ବନ ବିଭାଗ ଚଢ଼ଉ କରି ୩ ଜଣ ଶିକାରୀଙ୍କୁ ଗିରଫ କରିଛି। ସେମାନ ଙ୍କଠାରୁ ପ୍ରାୟ ୧ କ୍ୱିଣ୍ଟାଲ ବାର୍ହା ମାଂସ…
ଅଙ୍ଗନଓ୍ବାଡି ଚାଉଳ ହଡ଼ପ, ଠିକାଦାରଙ୍କ ଗୋଦାମ ସିଲ୍
ଧାମନଗର,୨୭।୧୧(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକୁ ଯୋଗାଉଥିବା ଚାଉଳ ହଡ଼ପ ଅଭିଯୋଗରେ ଠିକାଦାରଙ୍କ ଗୋଦାମକୁ ମଙ୍ଗଳବାର ସିଲ୍ କରାଯାଇଛି। ଧାମନଗର ସିଡିପିଓ ଧରିତ୍ରୀ ପାଣିଗ୍ରାହୀଙ୍କ ଉପସ୍ଥିତିରେ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ଦୀପକ କୁମାର ଦାସ ସିଲ୍ କରିଛନ୍ତି। ଅପରାହ୍ନରେ…
ଅମାନତ ହରାଇଛନ୍ତି ୮୫% ପ୍ରାର୍ଥୀ
ନାଗପୁର,୨୭ା୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୋଟ ୪,୧୩୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେମାନଙ୍କ ମଧ୍ୟରୁ ୩,୫୧୫ ଜଣ ଇସିଙ୍କ ନିର୍ଦ୍ଧାରିତ ସର୍ବନିମ୍ନ ଭୋଟ ଶେୟାର ହାସଲ କରିବାରେ ବିଫଳ ହୋଇଥିବାରୁ ଅମାନତ ଜମା ହରାଇଛନ୍ତି। ସେମାନଙ୍କର ୩.୫ କୋଟି ଅମାନତ ଜମା ବାଜ୍ୟାପ୍ତ…
୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍ ବୈଠକ
ଭୁବନେଶ୍ୱର, ୨୭ା୧୧(ସୁନିତ୍ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ କାଳରେ ସେ ଉଭୟ ସରକାରୀ ଏବଂ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ୨୯…
ଚର୍ଚ୍ଚାରେ ବ୍ରହ୍ମପୁର ମେୟର, ବିଜେଡି କର୍ପୋରେଟରଙ୍କ ପୁରୀ ଗସ୍ତ
ବ୍ରହ୍ମପୁର,୨୭ା୧୧(ନରସିଂହ ସାହୁ):ବ୍ରହ୍ମପୁର ମହାନଗର ନିଗମ (ବିିଇଏମ୍ସି) ମେୟର ସଂଘମିତ୍ରା ଦଳେଇଙ୍କ ନେତୃତ୍ୱରେ ଡେପୁଟି ମେୟର ବିବେକ ରେଡ୍ଡୀଙ୍କ ସମେତ ୨୬ ବିଜେଡି କର୍ପୋରେଟର ହଠାତ୍ ପୁରୀ ଯାଇଥିବାରୁ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷରେ ବିଜେଡିରେ ଅନ୍ତଃକନ୍ଦଳ ପୁଣି ପଦାକୁ ଆସିଛି।…
କେନ୍ଦ୍ରର ଜନବିରୋଧୀ ନୀତିକୁ ବିଭିନ୍ନ ସଙ୍ଗଠନର ବିରୋଧ
ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି ଜିଲା କେନ୍ଦ୍ରୀୟ ଟ୍ରେଡ ୟୁନିଅନ, ସ୍ବାଧୀନ ଫେଡେରେଶନର ମିଳିତ ମଞ୍ଚ ଓ ସଂଯୁକ୍ତ କିଷାନ…
ସୀମା ଟପିଲା ବୋହୂ, ପୁଅଙ୍କ ନିର୍ଯାତନା : ପଡ଼ୋଶୀଙ୍କ ଗୁହାଳରେ ଝୁଲି ପଡ଼ିଲେ ବାପା
ଭୋଗରାଇ, ୨୭l୧୧( ପ୍ରଦୀପ ଦାସ):ବହୁ ଦୁଃଖ କଷ୍ଟ ସହି ଦୁଇ ପୁଅଙ୍କୁ ବଡ଼ କରିଥିଲେ। ଭାବିଥିଲେ ପରିଣତ ବୟସରେ ସାହାରା ହେବେ। ହେଲେ ସେ ଅଲୋଡ଼ା ହୋଇଗଲେ। ବୋହୂ, ପୁଅଙ୍କ ନିର୍ଯାତନା ସହି ନ ପାରି ଶେଷରେ ୭୨ବର୍ଷୀୟ ବୃଦ୍ଧ ବାପା…
ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି।…
Archives


