ସ୍ତ୍ରୀଙ୍କୁ ପ୍ରତାରଣା କରି ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ସ୍ଵାମୀଙ୍କ ନାଁ ରେ ଏତଲା
ଦିଗପହଣ୍ଡି,୨୬।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କୁ ତାଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ଶ୍ରୀୟାଙ୍କ ଏତଲା କ୍ରମେ ଦିଗପହଣ୍ଡି…
‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’
ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ ମଙ୍ଗଳବାର ସେ ଦିଲ୍ଲୀ ପହଞ୍ଚି ମେଣ୍ଟର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି।…
ରାହୁଲଙ୍କ ପଳାଇବ ନାଗରିକତ୍ୱ! କୋର୍ଟଙ୍କ ବଡ଼ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୬।୧୧: ଅଡୁଆରେ କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଚାଲି ଯାଇପାରେ ତାଙ୍କର ଭାରତୀୟ ନାଗରିକତା। ଏନେଇ କୋର୍ଟ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ଆହ୍ଲାବାଦ ହାଇକୋର୍ଟ ରାହୁଲଙ୍କ ନାଗରିକତ୍ୱ ସମ୍ବନ୍ଧିତ ଯାଚିକା ଉପରେ ଶୁଣାଣି କରିଛନ୍ତି। ଶୁଣାଣି…
ହୋଇଗଲା ଫାଇନାଲ: ଏହି ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ,! ଶିନ୍ଦେଙ୍କୁ ମିଳିବ…
ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ବିଜୟ ପରେ ଏବେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ରହିଛି। ଏ ପର୍ଯ୍ୟନ୍ତ ନୂତନ ସିଏମ୍ଙ୍କ ନାଁ ଘୋଷଣା ହୋଇନାହିଁ। ସେପଟେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେଙ୍କଠାରୁ ଏକ ବଡ଼ ବୟାନ ଆସିଛି।…
ଆଇପିଏଲ୍ ଅକ୍ସନରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ଟିମ୍ କିଭଳି ହୁଅନ୍ତି ମାଲାମାଲ୍, ବିସିସିଆଇକୁ କେତେ ମିଳେ? ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୧୧: ଦୁନିଆର ସବୁଠୁ ଦାମୀ କ୍ରିକେଟ ଲିଗ୍ ଆଇପିଏଲ୍ ୨୦୨୫ ମାର୍ଚ୍ଚ ୧୪ରୁ ଆରମ୍ଭ ହେବ । ନିକଟରେ ଏହାର ମେଗା ଅକ୍ସନ ସମାପ୍ତ ହୋଇଛି। ଆଇପିଏଲ୍ ଇତିହାସରେ ସବୁଠାରୁ ମହଙ୍ଗା ନିଲାମରେ ୧୦ ଟିମ୍ ମୋଟ ୬୩୯.୧୫ କୋଟି ଟଙ୍କା…
ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!
ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ବାପାଙ୍କ ଠାରୁ ପୁଅ ଭିନ୍ନେ ଥିଲେ…
ଭୁବନେଶ୍ୱର,୨୬।୧୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ ଆବାସ ମିଳିପାରିବ ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସରକାରଙ୍କ ଅନୁସାରେ, ବାପାଙ୍କ…
ଏନଏସି ଉପାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୯ ଜଣ କାଉନସିଲର
ଜି.ଉଦୟଗିରି,୨୬।୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘଙ୍କ ବିରୋଧରେ ୯ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ମଙ୍ଗଳବାର ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇଙ୍କ ମାଧ୍ୟମରେ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ…
ହଜିଲା ମାନବିକତା: ଡିଜେ ପାଇଁ ଅଟକିଲା ଆମ୍ଭୁଲାନ୍ସ, ଗୋଟିଏ ନୁହେଁ ଏକାବେଳକେ …
ବାରଙ୍ଗ,୨୬।୧୧(ଲିଙ୍ଗରାଜ ରାଉତ): ବାରଙ୍ଗର ପ୍ରସିଦ୍ଧ କାର୍ତ୍ତିକେସ୍ବର ଭସାଣି ସୋମବାର ରାତିରେ ହୋଇଥିଲା। ତେବେ ଡିଜେର ତାଳେତାଳେ ସମସ୍ତେ ନାଚୁ ଥିବା ବେଳେ ଦେଖାଯାଇଥିଲା ଟ୍ରାଫିକ୍ ସମସ୍ୟା। ଏହି ସମୟରେ ଫସିଯାଇଥିଲା ଆମ୍ବୁଲାନ୍ସ। ଅଳ୍ପ ସମୟପାଇଁ ନୁହେଁ କି ଗୋଟିଏ ଆମ୍ବୁଲାନ୍ସ ନୁହେଁ…
ଏମିତି ଭୁଲ ପାଇଁ ଭାଜପା ଏମପିଙ୍କ ବ୍ରେକଫାଷ୍ଟରେ ପହଞ୍ଚିଗଲେ କଂଗ୍ରେସ ଏମପି
ନୂଆଦିଲ୍ଲୀ,୨୬।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଦିଲ୍ଲୀର ବିକାନେର ହାଉସରେ ଭାରତୀୟ ଜନତା ପାର୍ଟି (ଭାଜପା) ଏମପିମାନଙ୍କ ପାଇଁ ଏକ ବ୍ରେକଫାଷ୍ଟର ଆୟୋଜନ କରିଥିଲେ। ଏଥିପାଇଁ ସମସ୍ତ ଏମପିଙ୍କ ନିକଟକୁ କଲ ଯାଇଥିଲା, କିନ୍ତୁ ଏହି ସମୟରେ ରେସିଡେନ୍ସିଆଲ କମିଶନରଙ୍କ କାର୍ଯ୍ୟାଳୟ…
ମାଣ୍ଡିପଙ୍କାବାସୀଙ୍କ ଜୀବନଜୀବିକା ସ୍ବାବଲମ୍ବୀ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ: ପ୍ରତି ପରିବାରକୁ ମିଳିଲା…
ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗରିବୀ ସୀମାରେଖା ତଳେ ଥିବା ପରିବାର ଲୋକଙ୍କୁ ଜୀବନଜୀବିକା ସ୍ବାବଲମ୍ବୀ କରିବାକୁ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ମଙ୍ଗଳବାର…
ଶ୍ରମିକ-କୃଷକ ବିରୋଧୀ ନୀତି ପ୍ରତିବାଦରେ ବିକ୍ଷୋଭ
ଛତ୍ରପୁର,୨୬।୧୧(ଦିଲ୍ଲୀପ ସାମଲ): ମୋଦି ସରକାରଙ୍କ କୃଷକ ଓ ଶ୍ରମିକ ନୀତି ବିରୋଧରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ନିମନ୍ତେ ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ପକ୍ଷରୁ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସଂଯୁକ୍ତ କିଷାନ…
Archives


