୧୮ ବର୍ଷୀୟ ନେଟ୍ ବୋଲର୍ଙ୍କ ଉପରେ କୋଟି କୋଟି ଟଙ୍କା ବର୍ଷା କଲା ମୁମ୍ବାଇ ଇଣ୍ଡିଆନ୍ସ
ନୂଆଦିଲ୍ଲୀ,୨୬।୧୧: ଆଇପିଏଲ ୨୦୨୫ ମେଗା ନିଲାମରେ ମୁମ୍ବାଇ ଇଣ୍ଡିଆନ୍ସ ଏକ ବଡ ନିଷ୍ପତ୍ତି ନେଇଛି। ମୁମ୍ବାଇ ଆଫଗାନିସ୍ତାନର ଆଲ୍ଲା ଗଜାନଫର କିଣିଛି। ତାଙ୍କୁ ମାତ୍ର ୧୮ ବର୍ଷ ବୟସ। ଗଜାନଫରକୁ ମୁମ୍ବାଇ ୪.୮୦ କୋଟିରେ କିଣିଛି। ତାଙ୍କର ମୂଳ ମୂଲ୍ୟ ୭୫…
ଆଜି ବି’ ମନେପଡ଼ିଲେ ଲୋମ ଟାଙ୍କୁରି ଉଠେ, ୨୬/୧୧
ମୁମ୍ବାଇ,୨୬।୧୧: ଆଜି ବି’ ମନେପଡିଲେ ଲୋମ ଟାଙ୍କୁରି ଉଠେ। ଆତଙ୍କବାଦୀଙ୍କ ସଂହାରଲୀଳା। ଦେଶର ବାଣିଜି୍ୟକ ରାଜଧାନୀ ମୁମ୍ବାଇରେ ଆତଙ୍କବାଦୀ ଖେଳି ଥିଲେ ରକ୍ତର ହୋଲି। ପାକିସ୍ତାନୀ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବାର ୧୦ ଆତଙ୍କବାଦୀ ମୁମ୍ବାଇ ରେଳ ଷ୍ଟେସନଠାରୁ ଆରମ୍ଭ କରି ନରିମାନ…
ଚାଇନା-କାନାଡାର ମୁଣ୍ଡବିନ୍ଧା ବଢାଇଲେ ଟ୍ରମ୍ପ
ଓ୍ବାଶିଂଟନ୍,୨୬।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା ଏବଂ ଚାଇନା ମୁଣବିନ୍ଧା ବଢାଇଛନ୍ତି। ସେ ଘୋଷଣା କରିଛନ୍ତି, ସେ କାନାଡା ଏବଂ ମେକ୍ସିକୋରୁ ଆସୁଥିବା ସମସ୍ତ ଉତ୍ପାଦ ଉପରେ ୨୫ ପ୍ରତିଶତ ଶୁଳ୍କ ଲାଗୁ କରିବେ। ଆମେରିକାରେ ଅବୈଧ…
ମୁଖ୍ୟମନ୍ତ୍ରୀ ରେସ୍ରୁ ଓହରିଲେ ଶିନ୍ଦେ! ନିଜ ସମର୍ଥକଙ୍କୁ କଲେ ଏମିତି ନିବେଦନ
ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ କଳ୍ପନାଜଳ୍ପନା ଜାରି ରହିଛି। ଫଳାଫଳର ତିନି ଦିନ ପରେ ମଧ୍ୟ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ସ୍ପଷ୍ଟ ହୋଇନାହିଁ। ତେବେ ଭାଜପା…
ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….
ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି ହୋଇଛି। ଜେଲ ବିଭାଗ ନିର୍ଦ୍ଦେଶାଳୟ ପକ୍ଷରୁ ମୁକ୍ତ କରିବାକୁ ବିଭିନ୍ନ ଜେଲ ଅଧୀକ୍ଷକଙ୍କୁ ଏହି…
ସଂସଦର ମଞ୍ଚରେ ଥିଲେ ମୋଦି, ଖାର୍ଗେ, ହେଲେ କାହିଁକି ହଡବଡେଇ ଗଲେ ରାହୁଲ?
ନୂଆଦିଲ୍ଲୀ,୨୬।୧୧: ଏବେ ସଂସଦର ଶୀତକାଳୀନ ଅଧିବେଶନ ଚାଲିଛି। ନଭେମ୍ବର ୨୫ରୁ ଶୀତ ଅଧିବେଶନ ଆରମ୍ଭ ହୋଇ ୨୦ ନଭେମ୍ବର ପର୍ଯ୍ୟନ୍ତ ଚାଲିବ। ମଙ୍ଗଳବାର ହେଉଛି ସମ୍ବିଧାନ ଦିବସ। ଏହି ଅବସରରେ ସଂସଦରେ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନୁବାଦିତ ମୈଥୀଲିରେ ଅଧ୍ୟକ୍ଷ…
ରାହୁଲଙ୍କ ସହ ମୁଁ ତର୍କ କରିବାକୁ ଚାହୁଁନାହିଁ…, କାହିଁକି ଏମିତି କହିଲେ ପୂର୍ବତନ ସିଜେଆଇ
ନୂଆଦିଲ୍ଲୀ,୨୬।୧୧: ନିକଟରେ ଦେଶର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଅବସର ନେଇଥିବା ଡିଓ୍ବାଇ ଚନ୍ଦ୍ରଚୁଡ଼ ବର୍ତ୍ତମାନ ନ୍ୟାୟିକ କାର୍ଯ୍ୟରୁ ଦୂରେଇ ରହିବାକୁ ଚାହୁଁଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ ଏକ ପୋଡକାଷ୍ଟରେ ପୂର୍ବତନ ସିଜେଆଇ କହିଛନ୍ତି ଯେ ମୁଁ ଶିକ୍ଷାଦାନ କରିବାକୁ…
ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା ଶେୟାର କଲେ ଏଭଳି ଭିଡିଓ, ଖୋଲିଗଲା ସବୁ ରାଜ୍
ମୁମ୍ବାଇ: ଆଜିକାଲି ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ ଛାଡପତ୍ର ରିପୋର୍ଟ ସାମ୍ନାକୁ ଆସିଛି। ତେବେ ଉଭୟ ଐଶ୍ୱର୍ଯ୍ୟା ଏବଂ ବଚ୍ଚନ ପରିବାର ଏହାକୁ ନେଇ ନିରବ ରହିଛନ୍ତି।…
ମଧ୍ୟାହ୍ନଭୋଜନରେ ଦିଆଯାଉଛି ନିମ୍ନମାନର ଚାଉଳ
ନବରଙ୍ଗପୁର,୨୬।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପରିଷଦ କମିଟିର ସ୍ବତନ୍ତ୍ର ଟିମ୍ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ୨୫ଟି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଚାଉଳ ନିମ୍ନମାନର ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ କମ୍ ଥାଇ ମଧ୍ୟ ଅଧିକ ଦେଖାଇ ମଧ୍ୟାହ୍ନ ଭୋଜନ ରନ୍ଧାଯାଇଥିବା ଭଳି ଘଟଣା ଷ୍ଟାଣ୍ଡିଙ୍ଗ…
ହେମନ୍ତ ସୋରେନଙ୍କୁ ଲାଗିଲା ବଡ଼ ଝଟ୍କା
ରାଞ୍ଚି,୨୬।୧୧: ଇଡି ସମନକୁ ଅବମାନନା କରିବା ମାମଲାରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ରାଞ୍ଚିର ଏମପି-ଏମଏଲଏ ସ୍ବତନ୍ତ୍ର କୋର୍ଟଙ୍କଠାରୁ ଏକ ଝଟ୍କା ପାଇଛନ୍ତି। ଏହି ମାମଲାରେ ଇଡି ଦ୍ୱାରା ଦାଖଲ ହୋଇଥିବା ମାମଲାରେ ହେମନ୍ତ ସୋରେନଙ୍କୁ ବ୍ୟକ୍ତିଗତ ହାଜର ହେବାରେ କୋହଳ…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ଶିନ୍ଦେ
ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ମହାୟୁତି ଗଠବନ୍ଧନରେ ବିବାଦ ଲାଗି ରହିଛି। ଏହି ସମୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ଶିନ୍ଦେ ଇସ୍ତଫା ଦେଇଛନ୍ତି। ଏହା ସହିତ ସମଗ୍ର କ୍ୟାବିନେଟ ମଧ୍ୟ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ମହାରାଷ୍ଟ୍ର…
ଦୁର୍ଘଟଣାରେ ମୃତ୍ୟୁକୁ ନେଇ ହରଡ଼ଘଣାରେ ପରିବାର: ବ୍ୟବଚ୍ଛେଦରେ ହେଉଛି ବିଳମ୍ବ
ପଟ୍ଟାଙ୍ଗି,୨୬।୧୧(ଶରତ ଧଳ): ଓଡିଶା ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ହୋଇଥିବା ଦୁର୍ଘଟଣାକୁ ନେଇ ଓଡ଼ିଶାର ଲୋକେ ବର୍ତ୍ତମାନ ହରଡ଼ଘଣାରେ ପଡିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟ କେନ୍ଦ୍ରରେ ପଡିରହିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ଏହିପରି…
Archives


