Home Left

କୁସଂସ୍କାର ବିରୋଧରେ ଲଢେଇ କରି ଚର୍ଚ୍ଚାକୁ ଆସିଥିବା ମହିଳାଙ୍କ ଦେହାନ୍ତ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ଗ୍ରାମର ବସ୍ତିନା ସିଂଙ୍କ ମଙ୍ଗଳବାର ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି। ସେ ହୃଦଘାତରେ ମୃତ୍ୟୁବରଣ କରିଥିବା ତାଙ୍କ ପୁଅ ସଦାନନ୍ଦ କହିଛନ୍ତି। ସେ ରବିବାର ହଠାତ…

ହିନ୍ଦୁ ସାଧୁଙ୍କ ଗିରଫକୁ ନେଇ ବାଂଲାଦେଶରେ ବଢୁଛି ହିଂସା, ଭାରତ ସରକାରଙ୍କୁ ସାହାଯ୍ୟ ମାଗିଲା ଇସ୍କନ

ଢାକା,୨୬।୧୧: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚିନ୍ମୟ ପ୍ରଭୁଙ୍କୁ ଗିରଫ କରିବା ପରେ ଉତ୍ତେଜନା ବୃଦ୍ଧି ପାଉଛି। ଚିନ୍ମୟ ପ୍ରଭୁ ଜଣେ ପରିଚିତ ଚେହେରା ଯିଏ ବାଂଲାଦେଶର ହିନ୍ଦୁ ସମ୍ପ୍ରଦାୟ ପ୍ରତି ଭେଦଭାବ ତଥା…

ବିରଜା ହାଟକୁ ନେଇ ତେଜୁଛି ରାଜଜୈତିକ କଳି

ଯାଜପୁର,୨୬ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଟାଉନ୍‌ର ବିରଜା ହାଟକୁ ନେଇ ରାଜନୈତିକ କଳି ତେଜିବାରେ ଲାଗିଛି। ବିଜେଡି ଓ ଭାଜପା ନେତାମାନେ ପରସ୍ପରକୁ ଦୋଷାରୋପ କରୁଛନ୍ତି। ଏପରିକି ଏହାକୁ ନେଇ ଆଇନ ଶୃଙ୍ଖଳା ସ୍ଥିତି ଜଟିଳ ହେଉଥିବାରୁ ପୋଲିସ ପ୍ରଶାସନ ପକ୍ଷରୁ ଯାଜପୁର…

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନ୍‌ଭିସ୍‌! ଜାଣନ୍ତୁ କ’ଣ ରହିଛି ସମୀକରଣ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ମହାୟୁତି ଗଠବନ୍ଧନରେ ବିବାଦ ଲାଗି ରହିଛି। ତେବେ ବିଧାନସଭା ନିର୍ବାଚନର ଫଳାଫଳରୁ ଏହା ସ୍ପଷ୍ଟ ଜଣାପଡୁଛି, ଭାଜପା ଦଳୀୟ କର୍ମକର୍ତ୍ତା ଚାହୁଁଛନ୍ତି ଯେ ଦଳର ମୁଖ୍ୟମନ୍ତ୍ରୀ ହୁଅନ୍ତୁ। ଭାଜପା ନେତାମାନେ ଦେବେନ୍ଦ୍ର ଫଡନ୍‌ଭିସ୍‌ଙ୍କ ପାଇଁ…

ନାବାଳକ ଆତ୍ମହତ୍ୟାକୁ ନେଇ ଖୋଲୁଛି ଗୁମର

ରାଜକନିକା,୨୬ା୧୧(ସଞ୍ଜୟ କୁମାର ଦାଶ): ନାବାଳକ ମୃତ୍ୟୁର ୧୩ ଦିନ ପରେ ଗଳିତ ମୃତଦେହକୁ କଢ଼ାଯାଇ ବ୍ୟବଚ୍ଛେଦ କରାଯାଇଛି। କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ ତଥା ଓଳାଭର ପଞ୍ଚାୟତ ଦେଉଳସାହି ଗାଁରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା। ଗାଁର…

କେବେ ଘୋଷଣା ହେବ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ? ଖୁଲାସା କଲେ ଶିନ୍ଦେ ଦଳର ନେତା

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ମହାୟୁତି ଗଠବନ୍ଧନର ବଡ଼ ବିଜୟ ପରେ ନୂତନ ସରକାର ଗଠନ ପ୍ରକ୍ରିୟା ଧୀରେ ଧୀରେ ଆଗକୁ ବଢୁଛି। ଏହି ସମୟରେ ବିଧାୟକ ତଥା ଶିବସେନା ଶିନ୍ଦେ ଦଳର ମୁଖପାତ୍ର ସଞ୍ଜୟ ଶିରସାଟ କହିଛନ୍ତି ଯେ ଏହି କ୍ୟାବିନେଟରେ ନୂଆ…

କଫି ମଗ୍‌ରେ ‘ଚୋର’ ଲେଖାଥିବାରୁ ରାଗିଲେ ତମନ୍ନା

ମୁମ୍ବାଇ: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ ଦକ୍ଷତା ସହିତ ବଲିଉଡରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଅଭିନେତ୍ରୀ ତମନ୍ନା ଭାଟିଆ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ରାଗିଥିବାର ଦେଖାଯାଇଛି। ଇନଷ୍ଟାଗ୍ରାମରେ ଏହି ଭିଡିଓ ଶେୟାର…

୪ ମନ୍ଦିରରୁ ସିରିଜ ଚୋରି: ପୋଲିସ ପହଞ୍ଚି କରୁଛି ଛାନଭିନ୍‌

ଭଦ୍ରକ, ୨୬।୧୧(ସନାତନ ରାଉତ): ଭଦ୍ରକ ପୌରପାଳିକା ଅଧୀନ ୨୮ ନଂ ୱାର୍ଡ ନୁଆସାହିରେ ୪ଟି ମନ୍ଦିରରୁ ସୋମବାର ରାତିରେ ସିରିଜ ଚୋରି ହୋଇଛି l ପୁରୁଣା ବଜାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ନୁଆସାହିର ମଙ୍ଗଳା ମନ୍ଦିର,…

ଆତଙ୍କବାଦ ମାନବ ସଭ୍ୟତା ପାଇଁ କଳଙ୍କ…, ୨୬/୧୧ ଆକ୍ରମଣକୁ ନେଇ ବର୍ଷିଲେ ଶାହା

ନୂଆଦିଲ୍ଲୀ,୨୬।୧୧: ଗୋଟିଏ ପଟେ, ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବରେ ସ୍ମରଣ କରାଯାଉଥିବାବେଳେ ଅନ୍ୟ ପଟେ ଏହି ତାରିଖ ସହିତ ଜଡିତ ଏକ ଅନ୍ଧକାର ଦିନ ଅଛି ଯାହାକୁ ଭାରତର ଲୋକମାନେ ଭୁଲିବେ ନାହିଁ। ହଁ, ଆମେ ୨୬ନଭେମ୍ବର ୨୦୦୮ରେ ମୁମ୍ବାଇରେ…

RBI ଗଭର୍ନର ଶଶିକାନ୍ତ ଦାସ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୨୬।୧୧: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଭଗର୍ନର ଶଶିକାନ୍ତ ଦାସ ଅସୁସ୍ଥ ଥିବା ଖବର ମିଳିଛି। ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏସିଡିଟି ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ ଆଡମିଟ କରାଯାଇଥିବା ସୂଚନା ମିଳିଛି। ଆସନ୍ତା ୨-୩ ଘଣ୍ଟା…

କିଏ ସେହି ବୈଭବ ସୂର୍ଯ୍ୟବଂଶୀ, ଯିଏ ମାତ୍ର ୧୩ ବର୍ଷ ବୟସରେ ହେଲେ କୋଟିପତି

ନୂଆଦିଲ୍ଲୀ,୨୬।୧୧: ସାଉଦି ଆରବର ଜେଦାହରେ ଆଇପିଏଲ ନିଲାମୀ ଶେଷ ହୋଇଥିବା ବେଳେ ୧୩ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ସର୍ବକନିଷ୍ଠ ଖେଳାଳି ଭାବରେ ବିକ୍ରି ହୋଇ କୋଟିପତି ପାଲଟିଛନ୍ତି। ୧୩ ବର୍ଷୀୟ ବୈଭବ ୧.୧ କୋଟି ଟଙ୍କାରେ ରାଜସ୍ଥାନ ରୟାଲ୍ସରେ ସାମିଲ ହୋଇଥିଲେ।…

ଥରୁଛି ଦାରିଙ୍ଗବାଡି, ନିଆଁ ଭରସା

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ କିଛି ଦିନ ହେଲା ତାପମାତ୍ରା ହ୍ରାସ ପାଇବା ସହ ଶୀତର ପ୍ରକୋପ ବୃଦ୍ଧି ପାଇଛି। ମଙ୍ଗଳବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri