Home Left

୪୦ ଟପିଲା ୮ ସହର ତାପମାତ୍ରା, ୪୧.୮ ରେ ଜଳିଲା ବୌଦ୍ଧ

ଭୁବନେଶ୍ୱର,୩୦।୩: ରବିବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଠଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ପଶ୍ଚିମ ଓଡ଼ିଶାର ବୌଦ୍ଧ ସହର ୪୧.୮ ଡିଗ୍ରୀ ସେଲସିୟସ ସହିତ ରାଜ୍ୟର ସବୁଠାରୁ ଉତ୍ତପ୍ତ…

୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ ପ୍ରେମରାଜ ମାଝୀ(୨୬) ଓ ତାଙ୍କ ସ୍ତ୍ରୀ ଭାନୁମତୀ ମାଝୀ(୨୩)। ରାତ୍ର ଭୋଜନ ସାରି ଉଭୟେ…

ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା

କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁର ମୁଖ୍ୟ ସଡ଼କ ଉପରେ ରବିବାର ଗୁଳିମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆଠଗଡପାଟଣା ଗ୍ରାମର ଲକ୍ଷ୍ମୀ ନାରାୟଣ ପାଇକରାୟ ଓରଫ କୁନା। କୁନା ଭାଜପାର ଜଣେ ସକ୍ରିୟ…

ଥାନା ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଲେ

କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍‌କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍‌କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା ସହିତ ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଇଛନ୍ତି । ଏହାକୁ ନେଇ ସେଠାରେ ଉତ୍ତେଜନା ଲାଗି ରହିଛି…

ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ମୃତ, ଅନ୍ୟ ଜଣେ ଗୁରୁତର

ଥୁଆମୂଳ ରାମପୁର,୩୦।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ଥୁଆମୂଳ ରାମପୁର…

ହାତୀଙ୍କୁ ଠେଙ୍ଗାରେ ମାଡ଼ ଘଟଣା: ଭିଡିଓ ଭାଇରାଲ ପରେ ଅଭିଯୁକ୍ତ ଚିହ୍ନଟ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀପଲକୁ ଠେଙ୍ଗାରେ ମାଡ଼ ଘଟଣାରେ ବନ ବିଭାଗ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଭିଡିଓ ଭାଇରାଲ ପରେ ଧରିତ୍ରୀରେ ଖବର ପ୍ରକାଶ ପରେ ବନ ବିଭାଗ ତତ୍ପରତା ଦେଖାଇଥିଲା। ଯୁବକ ପାଟଣା ରେଞ୍ଜ ଅନ୍ତର୍ଗତ ଖିରେଇଟାଙ୍ଗିରୀ…

ଘରୁ ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ପୁଅ ଘରୁ ଲୁଟ୍‌ କରି ବନ୍ଧକ ରଖିଥିଲେ ଅଳଙ୍କାର

ଆନନ୍ଦପୁର,୩୦ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ଅଞ୍ଚଳର ପ୍ରଫୁଲ୍ଲ ନାଥଙ୍କ ଘରୁ ବନ୍ଧୁକ ଦେଖାଇ ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି। ଅନଲାଇନ ଗେମ୍‌ ଖେଳିବା ପାଇଁ ପୁଅ ନିଜେ ଘରୁ ଲୁଟ୍‌ କରି ସୁନା ଅଳଙ୍କାର…

ରେଳ ଦୁର୍ଘଟଣାର ତଦନ୍ତ କରିବେ ସିଆରଏସ୍: ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର,୩୦।୩: ରବିବାର ପୂର୍ବାହ୍ନରେ ନିରଗୁଣ୍ଡି ଷ୍ଟେସନ ନିକଟରେ ଘଟିଥିବା ୧୨୫୫୧ ବାଙ୍ଗାଲୋର-କାମାଖ୍ୟା ଏସି ଏସ୍ଏଫ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାର ବିସ୍ତୃତ ତଦନ୍ତ କମିଶନର ଅଫ୍ ରେଲୱେ ସେଫ୍ଟି (ସିଆରଏସ୍) କରିବେ ବୋଲି ପୂର୍ବତଟ ରେଳପଥ (ଇସିଓଆର୍) ସୂଚନା ଦେଇଛି। ପ୍ରଭାବିତ…

କୋଏଲ ନଦୀରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ

ରାଉରକେଲା,୩୦।୩(ସଙ୍ଗୀତା ଜେନା):ରାଉରକେଲା ବିଶ୍ରା ଥାନା ଅଧୀନ କୋଏଲ ନଦୀ କାରକାଟା ଘାଟରେ ରବିବାର ଗାଧୋଇବା ବେଳେ ବୁଡିଯିବାରୁ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ ସେକ୍ଟର-୧୭ ବି ବ୍ଲକ ଘର ନଂ-୧୭୭ର ପ୍ରଦୀପ ତରାଇ(୧୯) ଏବଂ ସେକ୍ଟର ୮…

IPL 2025: ଦ୍ୱିତୀୟ ବିଜୟ ସହ ୨ୟରେ ଦିଲ୍ଲୀ, ଷ୍ଟାର୍କଙ୍କୁ ୫ ଉଇକେଟ

ବିଶାଖାପାଟଣା, ୩୦।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରବିବାର ଅନୁଷ୍ଠିତ ଡବଲ ହେଡରର ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୭ ଉଇକେଟରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ଅପ୍‌ ଯୋଗୁ ଚର୍ଚ୍ଚାରେ ରହିଥିବା ସନ୍‌ରାଇଜର୍ସ କ୍ରମାଗତ ଦ୍ୱିତୀୟ ଥରପାଇଁ…

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ କଂଗ୍ରେସର ବିରୋଧ: କଂଗ୍ରେସ କର୍ମକର୍ତ୍ତାଙ୍କୁ ଉଠାଇନେଲା ପୋଲିସ

ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡିରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରୁଥିଲେ କଂଗ୍ରେସ କାର୍ଯ୍ୟକର୍ତ୍ତା। ଏହା ପୂର୍ବରୁ ଜିଲା ସଭାପତି ଭାରତ ଭୂଷଣ ବେମାଲଙ୍କ ସମେତ ୨୨ଜଣ…

ବଡ଼ ଖବର: ପୁଣି ଅଷ୍ଟ୍ରେଲିଆ ଯିବ ରୋହିତ ବାହିନୀ, ଏଥର ୮ ମ୍ୟାଚ୍‌

ମେଲବୋର୍ନ,୩୦ା୩: ଭାରତୀୟ କ୍ରିକେଟ ଦଳର ଚଳିତବର୍ଷ ପରବର୍ତ୍ତୀ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ। ଦଳ ସେଠାରେ ୩ ଅନ୍ତର୍ଜାତୀୟ ଦିନିକିଆ ଓ ୫ ଅନ୍ତର୍ଜାତୀୟ ଟି୨୦ ଖେଳିବ। କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ ରବିବାର ଏହି ସୂଚନା ଦିଆଯାଇଛି। ଭ୍ରମଣକାରୀ ଦଳ ହ୍ବାଇଟ୍‌ବଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?