Home Left

ଭାରତକୁ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ କରିଥିଲା ଶ୍ୱେତ ବିପ୍ଲବ

ସାରା ଦେଶରେ ନଭେମ୍ବର ୨୬ ତାରିଖକୁ ଜାତୀୟ ଦୁଗ୍ଧ ଦିବସ ଭାବେ ପାଳନ କରାଯାଏ। ଭାରତରେ ଶ୍ୱେତ ଆନ୍ଦୋଳନର ଜନକ ଡ. ଭର୍ଗିଜ କ୍ୟୁରିୟନଙ୍କ ଜନ୍ମ ଦିବସକୁ ଜାତୀୟ ଦୁଗ୍ଧ ଦିବସ ରୂପେ ପାଳନ କରାଯାଉଛି। ଶ୍ବେତ ଆନ୍ଦୋଳନର ପ୍ରଣେତା ଭର୍ଗିଜ…

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ ସହ ସମ୍ପର୍କ ମଧ୍ୟରେ ସମନ୍ବୟ ରଖିବାକୁ ପ୍ରତି ସପ୍ତାହରେ ୧୮ ହଜାର କି.ମି. ଯାତ୍ରା…

ଏକସଙ୍ଗେ ୧୩ ଫ୍ଲପ୍‌ ଫିଲ୍ମ ଦେଇଥିଲେ ଅର୍ଜୁନ

ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ୨୩ ବର୍ଷ ଧରି ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ସକ୍ରିୟ ରହିଛନ୍ତି। ନିଜ କ୍ୟାରିୟର ଯାତ୍ରାରେ ତାଙ୍କୁ ଅନେକ ସଂଘର୍ଷ ଦେଖିବାକୁ ପଡ଼ିଛି। ସୋମବାର ଏକ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି, ତାଙ୍କୁ ସର୍ବ ପ୍ରଥମେ ନିର୍ଦ୍ଦେଶକ ରାଜୀବ ରୟ…

ଇଣ୍ଡୋନେସିଆରେ ବନ୍ୟା ଓ ଭୂସ୍ଖଳନ, ୧୬ ମୃତ

ଜାକର୍ତ୍ତା, ୨୬।୧୧: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ଗତ କିଛି ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ବନ୍ୟାସ୍ଥିତି ସୃଷ୍ଟି ହୋଇଛି। ସୋମବାର ସୁଦ୍ଧା ବନ୍ୟା ଓ ଭୂସ୍ଖଳନ ଯୋଗୁ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ସୁମାତ୍ରା ଦ୍ୱୀପର ୪ ଅଞ୍ଚଳରେ ଇଣ୍ଡୋନେସିଆ…

ଆଦାନୀ ଗ୍ରୁପ୍‌ର ୧୦୦ କୋଟିକୁ ଅଗ୍ରାହ୍ୟ କଲେ ତେଲଙ୍ଗାନା ସରକାର

ହାଇଦ୍ରାବାଦ,୨୬ା୧୧: ତେଲଙ୍ଗାନାରେ ଯୁବବର୍ଗଙ୍କ ମଧ୍ୟରେ ଔଦ୍ୟୋଗିକ ଦକ୍ଷତା ବଢ଼ାଇବା ଲକ୍ଷ୍ୟରେ ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀସମୂହ ଆଦାନୀ ଗ୍ରୁପ ଦକ୍ଷତା ବିଶ୍ୱବିଦ୍ୟାଳୟ ସ୍ଥାପନ ପାଇଁ ୧୦୦ କୋଟି ଟଙ୍କା ଯୋଗାଇ ଦେଇଥିଲା। ତେବେ ସୌର ବିଦ୍ୟୁତ୍‌ ଠିକା ପାଇବା ପାଇଁ ଭାରତୀୟ ଅଧିକାରୀମାନଙ୍କୁ…

କେରଳରେ ବଢ଼ୁଛି ଶିଶୁ ଯୌନ ଶୋଷଣ ମାମଲା

କୋଚି, ୨୬।୧୧: ଦେଶରେ ଦେଖାଦେଉଥିବା ଶିଶୁ ଯୌନ ଶୋଷଣ ମାମଲା ମଧ୍ୟରୁ ସର୍ବାଧିକ ମାମଲା କେରଳରୁ ସାମ୍‌ନାକୁ ଆସିଛି। କେରଳ ଷ୍ଟେଟ୍‌ କମିଶନ ଫର୍‌ ପ୍ରୋଟେକ୍ସନ ଅଫ୍‌ ଦି ଚାଇଲ୍ଡ ରାଇଟ୍ସର ତଥ୍ୟ ଅନୁଯାୟୀ, କେରଳରେ ଶିଶୁମାନଙ୍କ ସହ ଯୌନ ଶୋଷଣ ମାମଲା…

ଭାଜପାରେ ଯୋଗଦେବେ କି ଅମର ଶତପଥୀ: କହିଦେଲେ ମନର କଥା

ଚଣ୍ଡିଖୋଲ,୨୬ା୧୧(ପ୍ରଦୀପ୍ତ କୁମାର ପୃଷ୍ଟି):ଏବେ ଧୀରେ ଧୀରେ ଆଞ୍ଚଳିକ ଦଳଗୁଡ଼ିକର ପ୍ରଭାବ କମୁଛି। ଜାତୀୟ ଦଳ ସହଯୋଗରେ ଆଞ୍ଚଳିକ ଦଳଗୁଡ଼ିକ ବିଜୟୀ ହୋଇଛନ୍ତି ବୋଲି ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀ କହିଛନ୍ତି ା ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନକୁ ନେଇ ଗଣମାଧ୍ୟମ…

ମୋବାଇଲ ଲୁଟ ବେଳେ ଚାଲିଗଲା ଜୀବନ

ସୋର,୨୬ା୧୧(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ଦହିସଢ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍କୁଟିରେ ଯାଉଥିବା ମା’ ଓ ପୁଅଙ୍କଠାରୁ ମୋବାଇଲ ଛଡ଼ାଇ ନେଇ ଦ୍ରୁତଗତିରେ ବାଇକ୍‌ ଚଳାଇ ପଳାଇ ଯାଉଥିବା ବେଳେ ଦୁର୍ଘଟଣାରେ…

ମଦମୃତ୍ୟୁ ମାମଲାକୁ ଗୃହରେ ଉଠାଇବେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୨୬ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଥିବାବେଳେ ଗୃହରେ ବିଭିନ୍ନ ପ୍ରସଙ୍ଗକୁ ଧରି ଶାସକ ଦଳକୁ ଘେରିବା ଲାଗି ବିରୋଧୀ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର…

ବିଜେଡି ଛାଡ଼ି ଭାଜପାରେ ମିଶିଲେ ୨୫ ପରିବାର

ଭଞ୍ଜନଗର,୨୬ା୧୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦୋମୁହାଣି ପଞ୍ଚାୟତ ବଞ୍ଜରଗାଁର ରବୀନ୍ଦ୍ରନାଥ ମୁଦୁଲି, ବୁଲୁ ଗୌଡ,ବାଳକୃଷ୍ଣ ଗୌଡ, ସୁଶାନ୍ତ ଗୌଡ, ଲିଟୁ ପ୍ରଧାନଙ୍କ ତତ୍ତ୍ୱାବଧାନରେ ୨୫ ପରିବାର ସୋମବାର ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ଗ୍ରାମରେ ଦୀର୍ଘଦିନ ଧରି ବିକାଶ…

‘ଦାନା’ କ୍ଷୟକ୍ଷତିର ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌ 

ବାଲେଶ୍ୱର(ବାଞ୍ଛାନିଧି ଦେ)/ ସୋର,(ଜନ୍ମେଜୟ ମିଶ୍ର),୨୬।୧୧: ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍‌ ସୋମବାର ବାଲେଶ୍ୱର ଜିଲାକୁ ଦିନିକିଆ ଗସ୍ତରେ ଆସିଥିଲା। ବାତ୍ୟା ‘ଦାନା’ରେ ବିଶେଷ ଭାବେ ପ୍ରଭାବିତ ସଦର ବ୍ଲକର ବର୍ଦ୍ଧନପୁର, ସୋର ବ୍ଲକର ସୁନାରି ଓ ସିମୂଳିଆ ବ୍ଲକର କ୍ଷୀରକୋଣା ଓ ମାର୍କୋଣା…

ନନ୍ଦନକାନନକୁ ହାଇଦ୍ରାବାଦରୁ ଆସିଲେ ୨୬ ପ୍ରାଣୀ

ବାରଙ୍ଗ/ତ୍ରିଶୂଳିଆ,୨୬।୧୧(ଲିଙ୍ଗରାଜ ରାଉତ/ତୁଷାରକାନ୍ତ ବେହେରା):କେନ୍ଦ୍ରୀୟ ଚିଡିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ହାଇଦ୍ରାବାଦସ୍ଥିତ ନେହେରୁ ଜୁଲୋଜିକାଲ ପାର୍କ ମଧ୍ୟରେ ସୋମବାର ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ହାଇଦ୍ରାବାଦରୁ ଏକ ୧୭ ଜଣିଆ ଦଳ ୨୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri