ବ୍ରିଟିଶ ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଓଲଟିପଡିଲା ପିକଅପ୍ ଭ୍ୟାନ: ୨୫ ଆହତ, ଜଣେ ମୃତ
ପଟ୍ଟାଙ୍ଗି,୨୫।୧୧(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟକୁ ଦାଦନ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ପିକଅପ୍ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨୫ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଖବରପାଇବା ପରେ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ…
ନୀତୀଶଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ମିଳିଲା ବଡ଼ ସଙ୍କେତ, ମୁଖ୍ୟମନ୍ତ୍ରୀଙ୍କ ଡାହାଣ ହାତ କରିଦେଲେ ବଡ଼ ଖୁଲାସା
ପାଟନା,୨୫।୧୧: ବିହାର ବିଧାନସଭାର ଚାରିଟି ଆସନରେ ଅନୁଷ୍ଠିତ ଉପ-ନିର୍ବାଚନର ଫଳାଫଳକୁ ନେଇ ଭାଜପା ଓ ଜେଡିୟୁ ବହୁତ ଉତ୍ସାହିତ ଅଛନ୍ତି। ତରାରି, ରାମଗଡ, ଇମାମଗଞ୍ଜ ଏବଂ ବେଲାଗଞ୍ଜ ବିଧାନସଭା ଆସନରେ ଏନଡିଏର ଚମତ୍କାର ବିଜୟ ସହିତ ରାଜ୍ୟର ଜାତିଗତ ସମୀକରଣରେ ଏକ…
ଦେଶୀ ବନ୍ଧୁକ ବେପାର ଠାବ: ବରଗଡ଼ରୁ ବିହାରକୁ ଲମ୍ବିଛି ଚେର, ୫ ଗିରଫ
ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଦେଶୀ ବନ୍ଧୁକ ବେପାର ଠାବ କରିଛି। ପୋଲିସ ଏହି ଘଟଣାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବିହାରର ସମସ୍ତିପୁର ଜିଲା ଦରିଆପୁର ଗ୍ରାମର ମୂଳ ବାସିନ୍ଦା ତଥା ବର୍ତ୍ତମାନ…
ଅଟୋକୁ ପଛ ପଟୁ ଧକ୍କା ଦେଲା ବିଧାୟକଙ୍କ କାର୍
ନିରାକାରପୁର,୨୫।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ପୋଖରିଆ ଛକ ନିକଟରେ ସୋମବାର ଏକ ଅଟୋ ସହ ଏକ କାର୍ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ…
ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ କରିଥିଲେ ଅପହରଣ, ତା’ପରେ…
ହିଞ୍ଜିଳିକାଟୁ, ୨୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କରିବା ଅଭିଯୋଗରେ ସାଢ଼େ ୪ମାସ ପରେ ଅଭିଯୁକ୍ତଙ୍କୁ ଆନ୍ଦ୍ରପ୍ରଦେଶଠାରୁ ପୋଲିସ ଗିରଫ କରିଛି। ଗିରଫ ଜଣଙ୍କ ହେଲେ ବ୍ରହ୍ମପୁର ସଦର ଥାନା ଅଲାରିଗଡ ଗ୍ରାମର…
ଭାଜପା ହାତ ଧରିଲେ ୪ ବିଜେଡି ନେତା
ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ.…
ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ
ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଓ ଦୌରା ଜଜ ୬ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତମାନେ…
ଅନୁଗୋଳରୁ ୟୁପିକୁ ହେଉଥିଲା ଚାଲାଣ: ଧରାପଡ଼ିଲା ୩୦ ବସ୍ତା ଗଞ୍ଜେଇ
ସୁନ୍ଦରଗଡ଼,୨୫।୧୧: ସୁନ୍ଦରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ପୋଲିସର ଏକ ଟିମ୍ ଚଢାଉ କରି ୩୦ ବସ୍ତା ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ କୋଟିଏ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ…
ହଟିଲା ସସ୍ପେନ୍ସ, ଏହି ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ! ମଙ୍ଗଳବାର ଶିନ୍ଦେ ଦେବେ ଇସ୍ତଫା
ମୁମ୍ବାଇ,୨୫।୧୧: ମଙ୍ଗଳବାର ଏକନାଥ ଶିନ୍ଦେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ତାଙ୍କ ଇସ୍ତଫା ପରେ ହିଁ ଏକ ନୂତନ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହେବ। ନିୟମ ଅନୁଯାୟୀ ତାଙ୍କୁ ପ୍ରଥମେ ଇସ୍ତଫା ଦେବାକୁ ପଡିବ। ଏହା ପରେ…
ସିକକେତା ଗ୍ରାମରେ ନୂଆ ଚର୍ଚ୍ଚଗୃହ
ଦାରିଙ୍ଗବାଡି, ୨୫୧୧ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ସିକକେତା ଠାରେ କ୍ୟାଥୋଲିକ ମଣ୍ଡଳୀର ଏକ ଚର୍ଚ୍ଚ ଗୃହର ଶୁଭାରମ୍ଭ ହୋଇଛି। ଏହାକୁ ମୁଖ୍ୟ ଅତିଥି ଭାବେ କଟକ ଭୁବନେଶ୍ବର ଡାୟୋସେସର ଆର୍ଚ୍ଚ ବିଶୋପ ଯୋହନ ବାର୍ବା ଏହାର…
ଦ୍ୱିତୀୟ ଦିନ ମେଗା ନିଲାମରେ ଏହି ୩ ଭାରତୀୟ ଖେଳାଳିଙ୍କ ଉପରେ ଟଙ୍କା ବର୍ଷା
ନୂଆଦିଲ୍ଲୀ,୨୫।୧୧: ଆଇପିଏଲ ୨୦୨୫ ମେଗା ନିଲାମରେ ସମସ୍ତ ୧୦ଟି ଦଳ ପ୍ରଥମ ଦିନରେ ୪୬୭.୯୫ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଏହି କାରଣରୁ ଦ୍ୱିତୀୟ ଦିନରେ ଦଳ ପାଖରେ ଆଉ ଅଳ୍ପ ଟଙ୍କା ରହିଛି। ଏହା ସତ୍ତ୍ୱେ ଦ୍ୱିତୀୟ ଦିନରେ ଅନେକ…
ଭୁବନେଶ୍ୱରଙ୍କୁ କିଣିବା ପାଇଁ ମୁମ୍ବାଇ-ଲକ୍ଷ୍ନୌ ମଧ୍ୟରେ ଟଣାଓଟରା: କିନ୍ତୁ, ବାଜି ମାରିନେଲା ଏହି ଟିମ୍
ନୂଆଦିଲ୍ଲୀ,୨୫।୧୧: ଭୁବନେଶ୍ୱର କୁମାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରରେ ଯୋଗ ଦେଇଛନ୍ତି। ଆଇସିପି ୨୦୨୫ ମେଗା ନିଲାମର ଦ୍ୱିତୀୟ ଦିନରେ ଆରସିବି ଭୁଭିଙ୍କୁ ମୂଳ ମୂଲ୍ୟଠାରୁ ବହୁ ଗୁଣ ଅଧିକ ମୂଲ୍ୟରେ କିଣିଥିଲା। ଭୁବନେଶ୍ୱର ୧୦.୭୫ କୋଟିରେ ବିକ୍ରି ହୋଇଛନ୍ତି। ଭୁବନେଶ୍ୱର ପୂର୍ବରୁ…
Archives


