Home Left

ଡିଜିପି ଡିସ୍କରେ ସମ୍ମାନିତ ହେବେ ନୂଆପଡ଼ା ଏସ୍‌ପି

ନୂଆପଡ଼ା,୩୦।୩:(ମକାରୁ ବେମାଲ): ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୂଆପଡା ଜିଲା ଆରକ୍ଷୀ ଅଧୀକ୍ଷକ ଜି ଆର୍‌ ରାଘବେନ୍ଦ୍ର ରାଜ୍ୟ ସରକାରଙ୍କ ତରଫରୁ ୨୦୨୪-୨୫ ବର୍ଷ ପାଇଁ ସମ୍ମାନଜନକ ଡିଜିପି ଡିସ୍କ ପାଇବା ପାଇଁ ମନୋନୀତ ହୋଇଛନ୍ତି। ୯୦ତମ ପୋଲିସ…

ଗଞ୍ଜେଇ ସିଗାରେଟ୍‌ ବିକ୍ରି କରି ଫଶିଲେ, ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୩୦।୩: ଗଞ୍ଜାମ ଜିଲା ବ୍ରହ୍ମପୁର ଷ୍ଟାଡିୟମ ନିକଟରେ ଗଞ୍ଜେଇ ସିଗାରେଟ ବିକ୍ରି କରୁଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ସାରେ ବାନ୍ଧିଛି। ଅଭିଯୁକ୍ତ ଜଣଙ୍କ ହେଲେ ହେଲେ ଲୋଚାପଡା କାଳୁଆନଗରର ମଣିକାନ୍ତ ବୋଷ(୫୦) । ତାଙ୍କ ନିକଟରୁ ପୋଲିସ…

ବିକ୍ରି ହୋଇଗଲା X, ମସ୍କଙ୍କ ଠାରୁ 28,23,43,71,00,00ଟଙ୍କାରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୩୦।୩: ଏଲନ ମସ୍କ ତାଙ୍କ ନିଷ୍ପତ୍ତିରେ ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦିଅନ୍ତି, ଏହା ତାଙ୍କର ପୁରୁଣା ଅଭ୍ୟାସ। ଏଥର ମଧ୍ୟ ସେ ଏପରି ଏକ ନିଷ୍ପତ୍ତି ନେଇଛନ୍ତି ଯାହା ସମସ୍ତଙ୍କୁ ଚକିତ କରିଦେଇଛି। ମସ୍କ ସମ୍ପ୍ରତି ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ Xକୁ ତାଙ୍କ…

ମାଗଣାରେ କେମିତି କରିବେ Ghibli style AI portraits, ଚୁଟକିରେ କରିଦେବ Grok

ଟେସଲା ଏବଂ ସ୍ପେସଏକ୍ସର ସିଇଓ ଏଲନ ମସ୍କ ଚାଟଜିପର ଅବସ୍ଥା ଆହୁରି ଖରାପ କରିବାକୁ ଅଣ୍ଟା ଭିଡିଲେଣି। ସମ୍ପ୍ରତି, ମସ୍କ ପ୍ଲାଟଫର୍ମରେ ଲୋକପ୍ରିୟ ଆନିମେସନ ଷ୍ଟୁଡିଓ ଷ୍ଟୁଡିଓ ଘିବଲି ଦ୍ୱାରା ଅନୁପ୍ରାଣିତ ହୋଇ ଫଟୋ ସୃଷ୍ଟି କରିବା ପାଇଁ ଏକ ମାଗଣା…

କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ ପ୍ରକାଶ ପାଇଛି। ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ପଦ୍ମିନୀ ଗଡ଼ତିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ପରୀକ୍ଷାଫଳକୁ ପ୍ରକାଶ କରାଯାଇଥିଲା।…

Ghibli ଚୋରାଉଛି କି ଆପଣଙ୍କ ଚେହେରା? ଅରବ ଡଲାରରେ ବିକ୍ରି ହେଉଛି…

ନୂଆଦିଲ୍ଲୀ,୩୦।୩: ଆଜିକାଲି, ସୋସିଆଲ ମିଡିଆ OpenAIର ChatGPT 4.o ବ୍ୟବହାର କରି ସୃଷ୍ଟି ହୋଇଥିବା ଘିବଲି ଫୋଟ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଫେସବୁକ, ଇନଷ୍ଟାଗ୍ରାମ କିମ୍ବା X, ଲୋକମାନେ ସବୁଠି ସେମାନଙ୍କର ଘିବଲି ଫଟୋ ଶେୟାର କରୁଛନ୍ତି। ଲୋକମାନେ…

ଆଜି ମୁଖ୍ୟମନ୍ତ୍ରୀ ଯିବେ କଳାହାଣ୍ଡି

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିବେ।…

କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି ଲକ୍ଷ୍ମୀକାନ୍ତ ଖମାରୀ, ସମ୍ପାଦକ ଲଳିତ କୁମାର ଦାସ, ସହସମ୍ପାଦକ ଜଗା ପଟ୍ଟନାୟକ, କୋଷାଧ୍ୟକ୍ଷ ଭାବେ…

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ…

Earthquake in Myanmar: ୨୪ଘଣ୍ଟାରେ ୧୫ଥର ଭୂକମ୍ପ, ଚାରିଆଡେ ଧ୍ୱସଂଲୀଳା

ବ୍ୟାଙ୍କକ୍‌/ନୂଆଦିଲ୍ଲୀ,୩୦ା୩: ମ୍ୟାନ୍‌ମାର ଏବଂ ଥାଇଲାଣ୍ଡରେ ସଂଘଟିତ ପ୍ରଳୟଙ୍କରୀ ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିବା ସହ ମୃତ୍ୟୁସଂଖ୍ୟା ୧,୬୦୦ ଟପିଛି। ବିଲ୍ଡିଂଗୁଡ଼ିକର ଭଗ୍ନାବଶେଷ ତଳୁ ଅଧିକ ସଂଖ୍ୟାରେ ମୃତଦେହ ମିଳିବାରେ ଲାଗିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ମ୍ୟାନ୍‌ମାରର ସାମରିକ ସରକାରଙ୍କ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ସୁଧାଂଶୁ ପୁଣି ସଭାପତି ନିର୍ବାଚିତ

ଭବାନୀପାଟଣା,୩୦।୩:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଧାଂଶୁ କୁମାର ନନ୍ଦ ଦ୍ୱିତୀୟ ଥର ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସମ୍ପାଦକ ଭାବେ ଅଶୋକ କୁମାର ପଟ୍ଟନାୟକ, ଉପସଭାପତି ଗଣେଶ୍ୱର ପଟ୍ଟନାୟକ, ସହକାରୀ…

ରାସ୍ତାରେ ପ୍ଲାକାର୍ଡ ଧରି ସ୍ବାମୀଙ୍କ ପ୍ରତିବାଦ: ସ୍ତ୍ରୀ, ବୟଫ୍ରେଣ୍ଡଙ୍କଠାରୁ ଜୀବନ ପ୍ରତି ବିପଦ ରହିଛି…

ଗ୍ବାଲିୟର, ୩୦।୩: ମଧ୍ୟପ୍ରଦେଶ ଗ୍ଲାଲିୟର ଜିଲାର ଅମିତ କୁମାର ସେନ୍‌ଙ୍କୁ ହତ୍ୟା ଭୟ ଘାରିଛି। ତାଙ୍କ ସ୍ତ୍ରୀଙ୍କର ୪ ଜଣ ବୟଫ୍ରେଣ୍ଡ ଅଛନ୍ତି। ରାହୁଲ ବାଥମ ନାମକ ଜଣେ ବୟଫ୍ରେଣ୍ଡଙ୍କ ସହ ସେ ଲିଭ୍‌-ଇନ୍‌ରେ ରହୁଥିବା ଅମିତ ଥାନାରେ ଅଭିଯୋଗ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?