ପ୍ରତିଶୋଧ ନେଲା ଭାରତ: ୧୩୬ ବର୍ଷର ରେକର୍ଡ ଭାଙ୍ଗିଲା
ପର୍ଥ,୨୫।୧୧: ପର୍ଥ ଟେଷ୍ଟରେ ସମସ୍ତଙ୍କ ଆଶାଠାରୁ ଅତିକ୍ରମ କରି ପର୍ଥରେ ଟିମ ଇଣ୍ଡିଆ ଚମତ୍କାର କରିଛି। ଅଷ୍ଟ୍ରେଲିଆ ଉପରେ ବିଜୟ ହାସଲ କରିଛି। ଭାରତ ବିପକ୍ଷରେ ପର୍ଥର ପରାଜୟ ହେଉଛି ଅଷ୍ଟ୍ରେଲିଆର ସବୁଠାରୁ ବଡ ପରାଜୟ। ଏହି ସମୟ ମଧ୍ୟରେ, ଏହା…
ପାର୍ଲାମେଣ୍ଟକୁ ସାଇକେଲରେ ଆସିଲେ ଟିଡିପି ଏମ୍ପି
ନୂଆଦିଲ୍ଲୀ,୨୫।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ଅଧିବେଶନରେ ଯୋଗଦେବାକୁ ଟିଡିପି ଏମ୍ପି ଆପାଲା ନାଇଡୁ ସାଇକେଲରେ ଆସି ପାର୍ଲାମେଣ୍ଟରେ ପହଞ୍ଚିଥିଲେ। ଏହି ଅବସରରେ ଏମ୍ପି ଆପାଲା ପାରମ୍ପରିକ ପୋଷାକ ମଧ୍ୟ ପରିଧାନ କରିଥିବାର ନଜର ଆସିଛନ୍ତି। ବର୍ତ୍ତମାନ ଏମ୍ପି…
ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଲେ ବାଚସ୍ପତି, କାଲିଠୁ ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର,୨୫ା୧୧: ଶୀତକାଳୀନ ଅଧିବେଶନର ଅବ୍ୟବହିତ ପୂର୍ବରୁ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି। ଗୃହକୁ ସୁରୁଖୁରୁରେ ଚଳାଇବାକୁ ବିରୋଧୀଙ୍କ ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାରଠାରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଶୀତକାଳୀନ ଅଧିବେଶନ ଚାଲୁରହିବ।…
ଖୁସିରେ ଗଦ୍ଗଦ୍ ଅଜିତ ପାଓ୍ବାର: ଭଣଜାଙ୍କୁ କହିଦେଲେ ଏମିତି କଥା
ପୁଣେ,୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜୟ ପରେ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଆତ୍ମବିଶ୍ୱାସ ଚରମ ସୀମାରେ ରହିଛି। ସେ ଭଣଜା ରୋହିତ ପାୱାରଙ୍କ ବିଜୟକୁ ନେଇ ଥଟ୍ଟା କରିଛନ୍ତି। ସେ କହିଛନ୍ତି, ମୁଁ ଯଦି ତୁମ ଆସନରେ ପ୍ରଚାର କରିଥା’ନ୍ତି,…
୧୫୫ ଖଣ୍ଡ ଭୋଟ ମିଳିବା ପରେ ଟ୍ରୋଲ ହେଉଛନ୍ତି ଏହି ଅଭିନେତା: ଜବାବ ମିଳିଲା ଏମିତି…
ପୁଣେ,୨୫।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ନଭେମ୍ବର ୨୩ରେ ଭୋଟ ଗଣତି ପରେ ଫଳାଫଳ ଘୋଷଣା କରାଯାଇଥିଲା। ଏହି ନିର୍ବାଚନରେ ଅନେକ ପ୍ରାର୍ଥୀ ଚର୍ଚ୍ଚାରେ ଥିଲେ। ଏଥିରେ ସବୁଠୁ ଆଗରେ ଥିଲେ ଅଭିନେତା ଏଜାଜ ଖାନ। ସେ…
ମହାକାଶରେ ସ୍ବାସ୍ଥ୍ୟାବସ୍ଥା ବିଗିଡିଗଲେ, କେମିତି ହୁଏ ମହାକାଶଚାରୀଙ୍କ ଚିକିତ୍ସା: ଜାଣନ୍ତୁ ରୋଚକ କଥା…
ନୂଆଦିଲ୍ଲୀ,୨୫।୧୧: ମହାକାଶଚାରୀମାନେ ମହାକାଶକୁ ଯାଆନ୍ତି। ସେଠାରେ ସେମାନେ ଅନେକ ପ୍ରକାରର ଅନୁସନ୍ଧାନ କରନ୍ତି, କିନ୍ତୁ ଏଥିରେ ମଧ୍ୟ ଅନେକ ଅସୁବିଧା ହୋଇଥାଏ। ମହାକାଶଚାରୀମାନେ ମହାକାଶକୁ ଗଳେ, ସେମାନଙ୍କୁ ପୃଥିବୀଠାରୁ ବହୁ ଦୂରରେ ଏବଂ ଏକ ଭିନ୍ନ ପରିବେଶରେ ରହିବାକୁ ପଡେ। ଏହି…
ଶୀତକାଳୀନ ଅଧିବେଶନ ଆରମ୍ଭରୁ ହୋ-ହଲ୍ଲା: ଗୃହକୁ ସ୍ଥଗିତ ରଖିଲେ ବାଚସ୍ପତି
ନୂଆଦିଲ୍ଲୀ,୨୫ା୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ବାଚସ୍ପତି ଓମ୍ ବିର୍ଲା ଅଧିବେଶନ ଆରମ୍ଭରେ ଲୋକ ସଭାରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ଅବସରରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ଅଧିବେଶନ…
ରାଜ୍ୟର ୯ ଜିଲାରେ ସର୍ବାଧିକ ଗଞ୍ଜେଇ ଚାଷ, ଏଥର ହେବ ମୂଳପୋଛ: ଡିଜିପି
ଭୁବନେଶ୍ୱର,୨୫ା୧୧: ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗ୍ରୀନ କ୍ଲିନ୍ ଅଭିଯାନ ନେଇ ଡିଜିପି ଓ୍ବାଇବି ଖୁରାନିଆ ସୂଚନା ଦେଇ କହିଛନ୍ତି, ମୋଟ୍ ୫୪ଟି ଗଞ୍ଜେଇ ଚାଲାଣ ଓ ଚାଷ ନେଇ ମାମଲା ରୁଜୁ…
ବିଧାୟକଙ୍କୁ ଆକ୍ରମଣ ଘଟଣା କାହିଁକି କ୍ରାଇମବ୍ରାଞ୍ଚଙ୍କୁ ଦିଆଗଲା ତଦନ୍ତ ଦାୟିତ୍ୱ: ଡିଜିପି କହିଲେ….
ଭୁବନେଶ୍ୱର,୨୫।୧୧ ଯାଜପୁର ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ ଡିଜିପିଙ୍କ ପ୍ରତିକ୍ରିୟା ରଖିଛନ୍ତି। କାହିଁକି କ୍ରାଇମବ୍ରାଞ୍ଚଙ୍କୁ ତଦନ୍ତ ଦାୟିତ୍ୱ ଦିଆଗଲା ସେ ନେଇ ସେ କହିଛନ୍ତି, ସଠିକ ତଦନ୍ତ ପାଇଁ ୩ଟି ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ…
ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ମାରିଲା ସାନ ଭାଇ
ଝାରସୁଗୁଡ଼ା,୨୫।୧୧: ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା ଲଖନପୁର ଥାନା କୁଡ଼ାଲୋଇ ଗଙ୍ଗାପଡ଼ାରେ। ଅଭିଯୁକ୍ତ ସାନ ଭାଇଙଙ୍କୁ ଅଟକ ରଖି ପୋଲିସର ପଚରାଉଚରା କରୁଛି। ତେବେ କେଉଁ କାରଣ ପାଇଁ…
୭୮ ଜଣଙ୍କୁ ଭୂ-ଲେଖ ରେକର୍ଡଭୁକ୍ତ ଜଙ୍ଗଲଜମି ପଟ୍ଟା ବଣ୍ଟନ, ତହସିଲଦାର କହିଲେ ଏଣିକି…
ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅନ୍ତର୍ଗତ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟରେ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ରାଜସ୍ବ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ତଥା ଜମି ଜମା ସମ୍ପର୍କିତ ସୁବିଧା ସମ୍ପର୍କରେ…
ଶୀତ ଅଧିବେଶନ ପୂର୍ବରୁ ବିପକ୍ଷଙ୍କୁ ଟାର୍ଗେଟ୍ କଲେ ମୋଦି
ନୂଆଦିଲ୍ଲୀ,୨୫।୧୧: ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି ଏବଂ ପରିବେଶ ମଧ୍ୟ ଥଣ୍ଡା ରହିବ ବୋଲି ଆଶା କରାଯାଉଛି। ସଂସଦର ଏହି ଅଧିବେଶନ ଅନେକ କ୍ଷେତ୍ରରେ…
Archives


