Home Left

ନିର୍ଯାତନାର କାହାଣୀ ବଖାଣିଲେ ବାଂଲାଦେଶୀ ଦେହଜୀବୀ

ଭୁବନେଶ୍ୱର,୨୫ା୧୧(ସତ୍ୟଜିତ୍‌ ରାଉତ): କଟକରେ ବାଂଲାଦେଶର ଜଣେ ନାବାଳିକା ଉଦ୍ଧାର ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସ ଅଧିକ ତନାଘନା ଚଳାଇଛି। ତେବେ କଟକ ସହ ଭୁବନେଶ୍ୱରରେ ମଧ୍ୟ ବାଂଲାଦେଶ ଯୁବତୀ ସକ୍ରିୟ ଥିବା ଚର୍ଚ୍ଚା ହେଉଛି। ଭୁବନେଶ୍ୱରରେ ସେକ୍ସ ୱାର୍କର ଭାବେ…

ଧାରଣାରେ ମହିଳା କଣ୍ଡକ୍ଟର, ମୁଖ୍ୟମନ୍ତ୍ରୀ ବସ୍‌ସେବା ଠପ୍‌

ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ବସ୍‌ସେବା ସୋମବାର ସକାଳୁ ଠପ୍‌ ହୋଇଛି। ୩ ଦଫା ଦାବି ନେଇ ପାଟଣା ବ୍ଲକ ଅଞ୍ଚଳର ୫ଟି ମୁଖ୍ୟମନ୍ତ୍ରୀ ବସ୍‌ର ୧୨ ଜଣ ମହିଳା କଣ୍ଡକ୍ଟର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ…

ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଆସନ୍ତା ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବାଚସ୍ପତିଙ୍କ ଚାମ୍ବରରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂସଦୀୟ…

ବିଜେଡିକୁ ଧୈର୍ଯ୍ୟ ରଖିବାକୁ ପଡ଼ିବ କହିଲେ…

ଭୁବନେଶ୍ୱର, ୨୫।୧୧(ସୁନିତ୍‌ ମିଶ୍ର):ଗଣତନ୍ତ୍ରରେ ହିଂସାକୁ କେହି ସମର୍ଥନ କରିବା ଉଚିତ ନୁହେଁ। ବିଜେଡି କେଉଁ ଅର୍ଥରେ ଏହାକୁ ସମର୍ଥନ କରୁଛି ତାହା ବୁଝାପଡ଼ୁନି। ସେମାନେ ଏହାକୁ ନିନ୍ଦା କରିବା ସହ ବିରୋଧ କରିବା ଆବଶ୍ୟକ। ପୂର୍ବରୁ ସେମାନେ ବହୁତ ବଡ଼ବଡ଼ କଥା…

ପୋଲ ଉପରେ ଝୁଲିକି ରହିଛି ମେଲୋଡ଼ି ପାର୍ଟି ଗାଡ଼ି

ବଲାଙ୍ଗୀର,୨୫ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ର ପୋଡ଼ଛାପର ଗାଁ ନିକଟରେ ଏକ ମେଲୋଡ଼ି ପାର୍ଟି ଗାଡ଼ି(ମିନିଟ୍ରକ୍‌)ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିଟି ଭାରସାମ୍ୟ ହରାଇ ଏକ ପୋଲ ଉପରକୁ ମାଡ଼ି ଯାଇ ଝୁଲିକି ରହିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୨୦ରୁ ଅଧିକ କଳାକାର…

ଆଇନଶୃଙ୍ଖଳା ପରିସ୍ଥିତି ନ ସୁଧୁରିଲେ ଆନ୍ଦୋଳନ: ବିଜେଡି

ଭୁବନେଶ୍ୱର,୨୫।୧୧(ଅନିଲ ଦାସ): ରାଜ୍ୟରେ ଭାଜପା କ୍ଷମତାକୁ ଆସିବାର ୫ ମାସ ପୂରିଯାଇଥିଲା ବେଳେ ଆଇନ ଶୃଙ୍ଖଳା କେବଳ ବିପର୍ଯ୍ୟସ୍ତ ହୋଇନି, ରାଜ୍ୟ ପୋଲିସ ବାହିନୀକୁ ସରକାରୀ ଗୁଣ୍ଡା ଭାବେ ବ୍ୟବହାର କରାଯାଉଛି ବୋଲି ବିଜେଡି ଅଭିଯୋଗ କରିଛି। ଶଙ୍ଖଭବନଠାରେ ରବିବାର ଆୟୋଜିତ…

ଏଇ ଭାରତରେ

ଅକୁଲ ବିଶ୍ୱାସ ଦିବ୍ୟାଙ୍ଗ ହେଲେ ବି ପାରଙ୍ଗମ। ସେ ପରିବେଶ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟକରି ଦକ୍ଷତାର ପରିଚୟ ଦେଇଛନ୍ତି। ମୁଖ୍ୟତଃ ସେ ହେନ୍ତାଳ ବଣ ସୁରକ୍ଷା ଓ ସଂରକ୍ଷଣ କରୁଛନ୍ତି। ଅକୁଲ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲାରେ ଝାରଖାଲି ସବୁଜ…

ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ସମନ୍ବୟ ନ ଥିଲା: କଂଗ୍ରେସ

ମୁମ୍ବାଇ, ୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ମହା ବିକାଶ ଅଘାଡ଼ି ମେଣ୍ଟରେ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ମେଣ୍ଟର ଦଳମାନଙ୍କ ମଧ୍ୟରେ ସହଯୋଗ ଏବଂ ସମନ୍ବୟ ପ୍ରୟାସର ଅଭାବ ଯୋଗୁ ଏହି ପରାଜୟ…

ଶ୍ରେଷ୍ଠ ବନ୍ଧୁ

ସମାଜରେ ଆମ ସମସ୍ତଙ୍କର ନିହାତି ଅନ୍ତରଙ୍ଗ ବନ୍ଧୁଟିଏ ଥିବ। ଯେଉଁ ବନ୍ଧୁ ପାଖରେ ମନର ଅକୁହା କଥା ଯେତେ ପ୍ରକାଶ କରିଦେଲେ ନିଜକୁ ହାଲକା ଲାଗେ। ବିପଦରେ ପଡ଼ିଥିଲା ବେଳେ ଯିଏ ସବୁ ପ୍ରତିଘାତ ଡେଇଁ ସାହାଯ୍ୟ କରିବାକୁ ଧାଇଁ ଆସେ,…

ନିଃସଙ୍ଗତାର ରୂପ

ବର୍ତ୍ତମାନ ସମାଜ ଏକ ସଙ୍କଟମୟ ପରିସ୍ଥିତି ଦେଇ ଗତିକରୁଛି। ଜନସଂଖ୍ୟା ବଢ଼ିବା ଦରକାର ବା କମିବା ଦରକାର -ଏହା ଏକ ବିରାଟ ବିତର୍କ ଠିଆ କରାଇଛି। ଦିନେ ଚାଇନା ଥିଲା ବିଶ୍ୱର ସର୍ବାଧିକ ଜନବହୁଳ ଦେଶ। ନିକଟ ଅତୀତରେ ଏକ ଅନୌପଚାରିକ…

ସୁଜୁକି ଇଣ୍ଡିଆର ମାଇଲେଜ ରାଲି

ଭୁବନେଶ୍ୱର,୨୫।୧୧ (ଅଭୟ ଦାଶ): ସୁଜୁକି ମୋଟରସାଇକେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମାଇଲେଜ ରାଲି’ ର ଶୁଭାରମ୍ଭ ସର୍ବଭାରତୀୟ ସ୍ତରରେ ଆରମ୍ଭ କରାଯାଇଛି। ଏପରି କି କମ୍ପାନୀର ପ୍ରମୁଖ ମଡେଲ ସୁଜୁକି ଆସେସ୍‌ ୧୨୫ର ଗୁଣବତ୍ତା ଓ ମାଇଲେଜକୁ…

ପିଲାଙ୍କୁ ମିଳୁନି ଧନ୍ଦାମୂଳକ ଶିକ୍ଷା ପ୍ରଶିକ୍ଷଣ

କେନ୍ଦ୍ରାପଡ଼ା,୨୫ା୧୧(ଜଗନ୍ନାଥ ଧଳ): ମାଧ୍ୟମିକସ୍ତରରେ ଗୁଣାତ୍ମକ ଶିକ୍ଷାର ବିକାଶ ଓ ଡ୍ରପ୍‌ଆଉଟ ରୋକିବା ପାଇଁ ରାଜ୍ୟର ସମସ୍ତ ସ୍କୁଲରେ ଧନ୍ଦାମୂଳକ ଶିକ୍ଷା ପ୍ରଚଳିତ ହେବ ବୋଲି ୨୦୧୬ରେ ତତ୍କାଳୀନ ଗଣଶିକ୍ଷା ମନ୍ତ୍ରୀ କହିଥିଲେ। ଏହାକୁ ଇତିମଧ୍ୟରେ ୮ ବର୍ଷ ବିତିଛି। କେନ୍ଦ୍ରାପଡ଼ା ଜିଲାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri