୪ରେ ପୁରୀ ଆସିବେ ରାଷ୍ଟ୍ରପତି
ପୁରୀ,୨୫ା୧୧(ଅଜିତ କୁମାର ମହାନ୍ତି): ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ରାଷ୍ଟ୍ରପତି ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ଶ୍ରୀମନ୍ଦିର ଆସି…
ପୋଲିସ ଗୁଳିରେ ୪ ମୃତ
ସମ୍ଭଲ(ୟୁପି),୨୫ା୧୧: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଏକ ମସ୍ଜିଦରେ ରବିବାର ସକାଳେ ସର୍ଭେ ଚାଲିଥିବାବେଳେ ପୋଲିସ ଓ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଉକ୍ତ ସମ୍ପ୍ରଦାୟର ଲୋକେ ଟେକାମାଡ଼ କରିବାରୁ ୨୦ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ପୋଲିସ ଉତ୍ତ୍ୟକ୍ତ…
ବଜାରରେ ରୟାଲ ଏନ୍ଫିଲ୍ଡର ଗୁଆନ କ୍ଲାସିକ ୩୫୦
ଭୁବନେଶ୍ୱର,୨୫।୧୧: ଦେଶର ପ୍ରମୁଖ ପ୍ରିମିୟମ୍ ବୁଲେଟ୍ ବ୍ରାଣ୍ଡ ତଥା ରୟାଲ ଏନ୍ଫିଲ୍ଡର ଅଲ ନ୍ୟୁ ଗୁଆନ କ୍ଲାସିକ ୩୫୦’ର ସର୍ବଭାରତୀୟ ଅନାବରଣ ଉତ୍ସବ ସହ ବଜାର ପ୍ରବେଶ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡର ଓଡ଼ିଶା ୟୁନିଟ ପକ୍ଷରୁ…
ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯବାନଙ୍କ ପାଦ ଛିଣ୍ଡିଲା
ମାଲକାନଗିରି,୨୪ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକମା ଜିଲାରେ ଯବାନମାନେ କୋମ୍ବିଂ ସମୟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ଯବାନଙ୍କ ପାଦ ଛିଣ୍ଡି ଗୋଡ଼ରୁ ଅଲଗା ହୋଇଯାଇଛି। ସେ ହେଲେ ସୁକମା ଜିଲା ପୋଲିସର ପଡିଅମ ବିନୋଦ । ସୁକମା ଜିଲା ଡିଆର୍ଜି ଯବାନମାନେ ରବିବାର…
ଆଦାନୀ ସହ ବିଦ୍ୟୁତ୍ ଚୁକ୍ତିର ସମୀକ୍ଷା କରିବ ବାଂଲାଦେଶ
ଢାକା,୨୪ା୧୧: ଆଦାନୀ ଗ୍ରୁପ୍ ସହ ବାଂଲାଦେଶ ସରକାର ପୂର୍ବରୁ କରିଥିବା ବିଦ୍ୟୁତ୍ ଚୁକ୍ତିର ସମୀକ୍ଷା କରାଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନାଙ୍କ ସମୟରେ ୨୦୦୯ରୁ ୨୦୨୪ ମଧ୍ୟରେ ଆଦାନୀ ଗ୍ରୁପ୍ ସମେତ ୭ଟି ବୃହତ୍ ବିଦ୍ୟୁତ୍ କମ୍ପାନୀ ସହ ଡିଲ୍ ହୋଇଥିଲା।…
ସମ୍ବିଧାନ ଦିବସ ପାଇଁ ପାର୍ଲାମେଣ୍ଟରେ ହେବ ସ୍ବତନ୍ତ୍ର କାର୍ଯ୍ୟକ୍ରମ
ନୂଆଦିଲ୍ଲୀ,୨୪ା୧୧: ୧୯୪୯ ନଭେମ୍ବର ୨୬ରେ ସେଣ୍ଟ୍ରାଲ ହଲ୍ରେ ଅନୁଷ୍ଠିତ ସମ୍ବିଧାନ ସଭାରେ ସମ୍ବିଧାନ ଗୃହୀତ ହୋଇଥିଲା। ଏହାର ୭୫ତମ ବାର୍ଷିକୀ ନିମନ୍ତେ ମଙ୍ଗଳବାରଠାରୁ ବର୍ଷବ୍ୟାପୀ ଉତ୍ସବ ପାଳନ କରାଯିବ। ଏହି ଅବସରରେ ପୁରୁଣା ପାର୍ଲାମେଣ୍ଟ ଭବନର ସେଣ୍ଟ୍ରାଲ ହଲ୍ରେ ମଙ୍ଗଳବାର ସ୍ବତନ୍ତ୍ର…
ଘରେ ପଶି ଦେଇଥିଲେ ହତ୍ୟା ଧମକ: ପଡ଼ିଲା ମହଙ୍ଗା
ଆସିକା,୨୪ା୧୧(ସୁରେନ୍ଦ୍ର ନାଥ ସାହୁ): ଆସିକା ଏନଏସିର ଗଣ୍ଡପୋଲି ଗ୍ରାମରେ ଶନିବାର ରାତିରେ ତାଲା ଭାଙ୍ଗି କୋଠ ଘରେ ପଶିବା ଓ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରିଛି l ସେମାନେ ହେଲେ ଗଣ୍ଡପୋଲି ଗ୍ରାମର ଗୌତମ ଦାସ…
ସଶକ୍ତ ଓଡ଼ିଶା ଗଠନରେ ସହାୟକ ହେବେ ସୁଭଦ୍ରା ଯୋଜନା ହିତାଧିକାରୀ: ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ଼,୨୪।୧୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡିଆଠାରେ ଆୟୋଜିତ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯୋଗ ଦେଇ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମହିଳାଙ୍କ ଆକାଉଣ୍ଟରେ ପ୍ରଦାନ କରିଛନ୍ତି। ୨୦ ଲକ୍ଷରୁ ଅଧିକ…
ଗୋପାଳପୁର ବନ୍ଦରରେ ଲାଗିଛି ନୌସେନା ଜାହାଜ ‘କୁଠାର’, ଦେଖିବାକୁ ପ୍ରବଳ ଭିଡ଼
ଛତ୍ରପୁର,୨୪ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଗୋପାଳପୁର ବନ୍ଦର ନିକଟ ବର୍ଥ ନଂ ୧ରେ ଭାରତୀୟ ନୌସେନାର ଯୁଦ୍ଧ ଜାହାଜ ‘କୁଠାର’ ରବିବାର ଲଙ୍ଗର ପକାଇଛି। ଏହି ଜାହାଜ ଦେଖିବାକୁ ସକାଳ ୯ଟାରୁ ଅପରାହ୍ନ ୪.୩୦ ମିନଟ୍ ପର୍ଯ୍ୟନ୍ତ ପର୍ଯ୍ୟଟକ, ସ୍ଥାନୀୟ ବାସିନ୍ଦା…
ଜେଲ୍ରେ ପୂରାଇବୁ ନା ସସ୍ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…
ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍ ରାସ୍ତାରେ ଏନ୍ଏଚ୍ ଅଧିକାରୀଙ୍କୁ ଫୋନ୍ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର ମହାପାତ୍ର। ମୟୂରଭଞ୍ଜ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ରାସ୍ତାକାମ…
ବାରମ୍ବାର ଅନୁଷ୍କାଙ୍କୁ ଦେଖାଇବା ଯୋଗୁ ରାଗିଗଲେ ପ୍ରଶଂସକ
ପର୍ଥ,୨୪।୧୧: ପର୍ଥରେ ଗର୍ଜିଛି ବିରାଟଙ୍କ ବ୍ୟାଟ୍। ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମୁକାବିଲାର ତୃତୀୟ ଦିନରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ମାରିଛନ୍ତି। ଏହି ସମୟରେ ମଇଦାନରେ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଉପସ୍ଥିତ ଥିଲେ। ବିରାଟ ଯେତେବେଳେ ଶତକ ମାରିଥିଲେ, ସେ…
ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ମିଲରଙ୍କୁ ମିଳିଲା ନୂଆ ଟିମ୍, ୭ ଗୁଣା ଦାମ୍ ଦେଇ କିଣିଲା…
ଦୁବାଇ,୨୪।୧୧: ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ମିଲରଙ୍କୁ ନୂଆ ଟିମ୍ ମିଳିଛି। ତାଙ୍କର ବେସ୍ ପ୍ରାଇସ୍ ଦେଢ଼ କୋଟି ଟଙ୍କା ଥିଲା। ଏହି ଖେଳାଳିଙ୍କୁ ୭ ଗୁଣା ଅଧିକ ଟଙ୍କା ଦେଇ ଲକ୍ଷ୍ନୌ ସୁପର ଜାଏଣ୍ଟସ କିଣିଛି। ୭.୫୦ କୋଟି…
Archives


