Home Left

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ ଡାକ୍ତରଙ୍କର ବୋଲି ଜଣାପଡ଼ିଛି। ପୋଲିସ ସମ୍ପୃକ୍ତ ଡାକ୍ତର ସୁଶାନ୍ତ କୁମାର ପାଣିଗ୍ରାହୀଙ୍କୁ ଥାନାରେ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର ପାଣିରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ କଙ୍କୋରଡ଼ା ଗ୍ରାମର ଉଦୟ…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମା ’ ଦୁର୍ଗାଙ୍କ ପୂଜା ମହୋତ୍ସବ ଆଶ୍ୱିନ ଶୁକ୍ଳପକ୍ଷ ସପ୍ତମୀ ତିଥିରୁ…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ ଏବଂ ବସ୍‌ଷ୍ଟାଣ୍ଡ ଯାଇ ସେଠାରେ ସ୍ଥିତି ସମୀକ୍ଷା କରିଥିଲେ। ଏସବୁ ସ୍ଥାନରେ କାର୍ଯ୍ୟ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ ‘ସେବା ସଂକଳ୍ପ ଅଭିଯାନ୨୦୨୬’ରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି ସେ ଲେଖିଛନ୍ତି, ‘ସବୁଆଡୁ ମିଳିଥିବା ଶୁଭେଚ୍ଛା, ସ୍ନେହ ଏବଂ ଆଶୀର୍ବାଦ ପାଇଁ ମୁଁ…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର ପଦ୍ମଲୋଚନ କୁମ୍ଭାର(୫୦) ବୋଲି ଜଣାପଡିଛି। ପାରିପାର୍ଶ୍ୱିକ ସ୍ଥିତିରୁ ସେ ଆତ୍ମହତ୍ୟା କରିଥିବା ଅନୁମାନ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ ନିର୍ବାଚନମଣ୍ଡଳୀରେ ୧୦…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’ ଅଧୀନରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ମଧ୍ୟପ୍ରଦେଶରୁ ନେଇ ଉତ୍ତରାଖଣ୍ଡ ଏବଂ ଗୁଜୁରାଟ…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ ବିଚାର କରି ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀ ପାଳନ କରି, କେନ୍ଦ୍ର ସଡ଼କ ପରିବହନ…

ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ

ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁମେରମୁଣ୍ଡା ଗ୍ରାମ ଇଜୁରୁପା ସାହିର ସ୍ବର୍ଗତ ଯଦୁରାମ ମାଝୀଙ୍କ ଝିଅ ଶାନ୍ତି ମାଝୀ(୨୮)।…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଅନିଲ ଓରଫ ତାପସ ପାତ୍ର। ଏନେଇ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?