Home Left

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ ହୋଇପାରିଛି। ଏହାପୂର୍ବରୁ ୧୭ ବର୍ଷ ଧରି RCB ଗୋଟିଏ ବି ଥର ଚାମ୍ପିୟନ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ବିରଳ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଆଇସିସି…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି ୨୦୨୬ ପାଇଁ ତାଙ୍କୁ ଇଷ୍ଟ ଜୋନ (ପୂର୍ବାଞ୍ଚଳ) ଟିମର ଉପ-କ୍ୟାପ୍ଟେନ ଭାବେ ନିଯୁକ୍ତି…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି ନେଇ ଚିନ୍ତା କରାଯାଉଛି। ଜନ୍ମଠାରୁ ଆରମ୍ଭ କରି ଜୁଇ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷେତ୍ରରେ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ ସେ ନିଜକୁ ଅଖାରେ ପୂରାଇ ମାଟି ତଳେ ୩ ଦିନ ପାଇଁ ପୋତିହୋଇଥିବାବେଳେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫ କିଲୋଗ୍ରାମ ସୁନା ଜବତ କରିଛି। ଏବେ ପଥର ବ୍ୟବସାୟ କରୁଥିବା ମଣ୍ଡଳଙ୍କ ଘରେ…

ଅଗ୍ନିବୀରଙ୍କ ପାଇଁ ଏସ୍‌ଏସ୍‌ବିରେ ୫୦% କନ୍‌ଷ୍ଟେବଲ ପଦବୀ ସଂରକ୍ଷିତ

ନୂଆଦିଲ୍ଲୀ,୩୦ା୭: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) (ଯୁଦ୍ଧ ପାଇଁ ପ୍ରସ୍ତୁତ ସାଧାରଣ ଡ୍ୟୁଟି) ଗ୍ରୁପ୍‌ ‘ସି’ ପଦବୀ ନିଯୁକ୍ତି ନିୟମାବଳୀ, ୨୦୨୬ ଉପରେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରତି ନିଯୁକ୍ତି ବର୍ଷରେ କନ୍‌ଷ୍ଟେବଲ୍‌ (ସାଧାରଣ ଡ୍ୟୁଟି) ଖାଲି…

ପରିବହନ ପ୍ରଦୂଷଣରୁ ପ୍ରତି ୬ ମିନିଟ୍‌ରେ ଜଣକ ଅକାଳ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୭: ସଡ଼କ ପରିବହନଜନିତ ପ୍ରଦୂଷଣ ଭାରତରେ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ସମସ୍ୟା ସୃଷ୍ଟି କରିଛି। ୨୦୨୪ରେ ଗାଡ଼ିମୋଟରଜନିତ ପ୍ରଦୂଷଣ କାରଣରୁ ପ୍ରତି ୬ ମିନିଟ୍‌ରେ ଜଣେ ବ୍ୟକ୍ତିଙ୍କ ଅକାଳ ମୃତ୍ୟୁ ଘଟିଥିବାବେଳେ ପ୍ରତି ୩୪ ମିନିଟ୍‌ରେ ଜଣେ ନୂତନ ଶିଶୁଠାରେ ଆଜ୍‌ମା…

‘ମହାପ୍ରଭୁ ଜଗନ୍ନାଥ’ ଆନିମେଶନ ଚଳଚ୍ଚିତ୍ର ରିଲିଜ୍‌କୁ ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ: କେତେଜଣଙ୍କ ଆପତ୍ତି ପାଇଁ …

ନୂଆଦିଲ୍ଲୀ,୩୦ା୭ : ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’ର ମୁକ୍ତିଲାଭ ଉପରେ ରୋକ ଲଗାଇବାକୁ ଓଡ଼ିଶା ସରକାର କରିଥିବା ଆବେଦନକୁ ବୁଧବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। କେତେଜଣ ବ୍ୟକ୍ତିଙ୍କ ଆବେଗ କିମ୍ବା ଆପତ୍ତିକୁ ଆଧାରକରି କଳା, ସଂସ୍କୃତି ଓ ସୃଜନଶୀଳତାକୁ ସୀମିତ କରାଯାଇପାରିବ…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ ବର୍ଷା ବୋଲି ଜଣାପଡିଛି। ଲଗାଣ ବର୍ଷା ଯୋଗୁ ବ୍ଲକ ଦେଇ ଯାଇଥିବା ଅଙ୍ଗନଦୀର…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର ଉପରକୁ ଚଢ଼ି ଯାଇଥିଲେ। ଯୁବତୀଙ୍କୁ ନ ଆଣିଲେ ଏବଂ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର ରାତିରୁ ହୋଇଥିବା ପ୍ରବଳ ବର୍ଷା ଯୋଗୁ ଜଳସ୍ରୋତରେ ଏହି କେନାଲ କୂଳ ଲଙ୍ଘିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?