Home Left

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା ହିତା ଲଖାନୀ

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ପରିବେଶ ଯୋଦ୍ଧା, କ୍ଲାଇମ୍‌ଆକ୍ଟ ଫାଉଣ୍ଡେଶନ୍‌ର ପ୍ରତିଷ୍ଠାତା ନିର୍ଦ୍ଦେଶିକା ହିତା ଲଖାନୀ। ସେ ପୃଥିବୀର ଅନେକ ବୈଶ୍ୱିକ ମଞ୍ଚରେ ଭାରତୀୟ ଜଳବାୟୁ ପରିବର୍ତ୍ତନ ଆକ୍ଟିଭିଷ୍ଟମାନଙ୍କ ପ୍ରତିନିଧିତ୍ୱ କରିଆସିଛନ୍ତି। ଓମେନ୍ସ କ୍ଲାଇମେଟ୍‌ କଲେକ୍ଟିଭ୍‌ ସଦସ୍ୟା…

ଜଙ୍ଗଲ ସୃଷ୍ଟି ପାଇଁ ପ୍ରତିଶ୍ରୁତିବଦ୍ଧ, ୫୦ ହେକ୍ଟର ଜଙ୍ଗଲ ଜମିକୁ…

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ‘ଲେଡି ଟାର୍ଜନ’ ଭାବେ ପରିଚିତ ମୟୂରଭଞ୍ଜ ଜିଲାର ଯମୁନା ଟୁଡୁ। ଯମୁନା ୫୦ ହେକ୍ଟର ଜଙ୍ଗଲ ଜମିକୁ ସୁରକ୍ଷିତ କରିପାରିଛନ୍ତି। ଏଥିସହ ୧୦ହଜାର ମହିଳାଙ୍କୁ ଏକାଠି କରି…

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ କରାଯାଇଥିବା ପିୟର୍ସିଂ ଅନେକ ସମୟରେ ଚିରି ବଡ଼ ହେଇଯାଏ। କାରଣ କାନର ବାହ୍ୟଅଂଶ କାର୍ଟିଲେଗ…

ଛକା ମାରି ସିକ୍ୟୁରିଟି ଗାର୍ଡଙ୍କ ମୁଣ୍ଡ ଫଟାଇଦେଲେ ବିରାଟ କୋହଲି !

ପର୍ଥ,୨୪।୧୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ଟିମ୍‌ ଇଣ୍ଡିଆ ଦୃଢ଼ ସ୍ଥିତିରେ ପହଞ୍ଚିଛି। ଏହି ମୁକାବିଲାର ପ୍ରଥମ ଇନିଂସରେ ଟିମ୍‌ ଇଣ୍ଡିଆ ବିଫଳ ହେବା ପରେ ଦ୍ୱିତୀୟ ଇନିଂସରେ ଜବରଦସ୍ତ ପ୍ରଦର୍ଶନ କରୁଛି। ପ୍ରଥମେ ଯଶସ୍ବୀ ଜୈସଓ୍ବାଲଙ୍କ ଶତକ ପରେ କେଏଲ୍‌…

ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି 

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଥିବା ଏହି ଖେଳାଳି ବଡ଼ ଇନିଂସ ଖେଳି ଆଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି।…

ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୫ଟାରୁ…

ତୀବ୍ର ହେଉଛି ଯାଜପୁର ରାଜନୀତି: ପ୍ରେସ୍‌ମିଟ୍‌ କରି ଖୁବ୍‌ ବର୍ଷିଲେ ପ୍ରମିଳା, କହିଲେ ଭାଜପା ସରକାର ଆସିବା ପରଠାରୁ…

ଭୁବନେଶ୍ୱର,୨୪ା୧୧: ଯାଜପୁରରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଭାଜପା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ଚହଳ ପଡ଼ିଛି। ଉଭୟ ଭାଜପା ଏବଂ ବିଜେଡି କେହି କାହାକୁ ଛାଡୁ ନାହାନ୍ତି। ଆକ୍ଷେପ ପ୍ରତି ଆକ୍ଷେପରେ ଚାଲିଛି ଯାଜପୁର…

ମହାରାଷ୍ଟ୍ରରେ ବିରଳ ଘଟଣା, ଛଅ ଦଶକ ମଧ୍ୟରେ ପ୍ରଥମ ଥର ହେଲା ଏମିତି…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ କରିବ। କାରଣ କୌଣସି ରାଜନୀତିକ ଦଳ ବିରୋଧୀ ଦଳର ନେତା ମାନ୍ୟତା ପାଇବାକୁ ନିର୍ବାଚନରେ…

କ’ଣ ପଦେ କହିଦେଲେ ବୋଲି…ଜନ୍ମକଲା ବୃଦ୍ଧା ମା’ଙ୍କୁ ପିଟି ପିଟି ମାରିଦେଲେ ପୁଅ

ଅନୁଗୋଳ,୨୪।୧୧( ମାନସ ବିଶ୍ୱାଳ)- ସାମାନ୍ୟ ପାଟି ତୁଣ୍ଡକୁ ନେଇ ମା’କୁ ହତ୍ୟା। ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘଟଣାରେ ଅଭିଯୁକ୍ତ ମାତୃହନ୍ତା ସରୋଜ ନାଏକକୁ ପୋଲିସ ଅଟକ ରଖିଛି। ସୂଚନା ଅନୁଯାୟୀ,…

୬ ମାସରେ ହାରି ଯାଇଥିବା ବାଜିକୁ କିଭଳି ପଲଟାଇଦେଲା ଭାଜପା?  ବ୍ୟାକ୍‌ଫୁଟ୍‌ରୁ ଏବେ…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ପ୍ରଚଣ୍ଡ ବିଜୟ ସହ ଭାଜପା ଶିବିରରେ ଖୁସିର ଲହରୀ ଖେଳିଯାଇଛି। ଏନ୍‌ଡିଏ ମେଣ୍ଟ ୨୮୮ରୁ ୨୩୧ ଆସନରେ ବାଜିମାତ କରିଛି। ଏହି ବିଜୟ ଗୁରୁତ୍ୱ ବହନ କରୁଛି କାରଣ ୫ ମାସ ପୂର୍ବେ ହୋଇଥିବା ଲୋକ…

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା ହେଉଛି ଏହା ସତସତିକା ଏକ ବିରାଟକାୟ କୁକୁଡ଼ା ନୁହେଁ, ବରଂ ଏକ ହୋଟେଲ। ଏହି…

ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ କାହିଁକି ପଡ଼ିଲେ ବାଦ୍‌ ଜାଣି ରଖନ୍ତୁ…

ଭୁବନେଶ୍ୱର,୨୪ା୧୧: ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ  ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri