ଘରେ ଝାଡ଼ୁକୁ ରଖୁଛନ୍ତି କି ଏମିତି ତେବେ ନିହାତି ଜାଣନ୍ତୁ…
ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର କଲେ ଶୁଭଫଳ ମିଳିଥାଏ, ଜାଣନ୍ତୁ ସେ ସମ୍ପର୍କରେ… * କଦାପି ଭାଙ୍ଗି ଯାଇଥିବା ଝାଡ଼ୁକୁ…
ହଠାତ୍ ଘର ପାର୍କିଂରେ ଜଳିବାକୁ ଲାଗିଲା ୪ଟା ଗାଡ଼ି
ଭୁବନେଶ୍ୱର,୨୪।୧୧: ଘର ପାର୍କିଂରେ ଜଳିଗଲା ୩ଟି ବାଇକ, ଗୋଟିଏ ସ୍କୁଟି। ଏଭଳି ଘଟଣା ଘଟିଛି ଭୁବନେଶ୍ବର ଗୋଠପାଟଣା ଅଞ୍ଚଳରେ । ସନ୍ତୋଷ ମହାନ୍ତି ନାମକ ବ୍ୟକ୍ତିଙ୍କ ଘର ପାର୍କିଂରେ ବିଳମ୍ବିତ ରାତିରେ ଏହା ଘଟିଛି। ୪ ଟି ଦୁଇ ଚକିଆ ଯାନ…
ହଠାତ୍ ଜୁଆଆଡ୍ଡା ଭିତରକୁ ପଶିଲା ପୋଲିସ, ଜଣଙ୍କ ପରେ ଜଣେ ୬୦ ଜଣଙ୍କୁ ମାଡ଼ିବସିଲା
ନୂଆପଡା,୨୪।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର୍ ରୋଡ ଜୋଙ୍କ ଥାନା ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଶନିବାର ବିଳମ୍ବିତ ରାତିରେ ଚଢ଼ାଉ ହୋଇଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଜୁଆଡ୍ଡୀଙ୍କୁ ଅଟକରଖି ଥିବାବେଳେ ଲକ୍ଷ ଲକ୍ଷ ଟଙ୍କା, ମୋବାଇଲ, ବାଇକ ଜବତ ହୋଇଛି।…
‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ ଆରମ୍ଭ
ଭୁବନେଶ୍ୱର,୨୪।୧୧: ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪ର ଦ୍ୱିତୀୟ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ର ଅନୁଷ୍ଠିତ ହୋଇଛି । ୨ଦିନ ଧରି ଚାଲୁଥିବା ଏହି କାର୍ଯ୍ୟକ୍ରମର ଆଜି ଏହାର ଦ୍ୱିତୀୟ ଦିନ। ଏହି…
ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି
ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ ତାଙ୍କର ଚିକିତ୍ସା କରାଇବା ପାଇଁ ବରେଲିର ମହାରାଣା ପ୍ରତାପ ଜିଲା ଚିକିତ୍ସାଳୟରେ ପହଞ୍ଚିଥିଲେ। ପେଟର…
ଓଲଟିଲା କୁକୁଡ଼ା ବୋଝେଇ ପିକଅପ୍: ଯିଏ ଯୁଆଡେ ପାଇଲେ ବୋହି ନେଲେ
ପାଟଣା,୨୪।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ରବିବାର ଭୋରରୁ ଏକ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ ଓଲଟିପଡିଛି। ଅନୁଗୋଳରୁ ଏହି କୁକୁଡ଼ା ବୋଝେଇ ପିକ୍ଅପ ଭ୍ୟାନଟି ରାଇରଙ୍ଗପୁରକୁ ଯାଉଥିବା…
ଆଜି ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’: ଆରମ୍ଭ ହେଲା ରେଜିଷ୍ଟ୍ରେସନ
ଭୁବନେଶ୍ୱର,୨୪।୧୧: ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪ର ଦ୍ୱିତୀୟ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ର ଅନୁଷ୍ଠିତ ହୋଇଛି । ୨ଦିନ ଧରି ଚାଲୁଥିବା ଏହି କାର୍ଯ୍ୟକ୍ରମର ଆଜି ଏହାର ଦ୍ୱିତୀୟ ଦିନ। ତେବେ…
ଆଧ୍ୟାତ୍ମିକ ରାଷ୍ଟ୍ରବାଦ ଓ ଶ୍ରୀଅରବିନ୍ଦ
ପୃଥିବୀର ଅନେକ ରାଜନେତା, ରାଜନୀତି ବିଶାରଦ ଓ ଦାର୍ଶନିକ ରାଷ୍ଟ୍ରବାଦର କଥା କହିଛନ୍ତି, କିନ୍ତୁ ଆଧ୍ୟାତ୍ମିକ ରାଷ୍ଟ୍ରବାଦର କଥା ଆମେ ଜାଣିବାରେ ଏକା ଶ୍ରୀଅରବିନ୍ଦ ହିଁ କହିଛନ୍ତି। ଶ୍ରୀଅରବିନ୍ଦ ହେଉଛନ୍ତି ସେଇ ଜାତୀୟବାଦୀ ନେତା, ଯେ କି କହୁଥିଲେ ସ୍ବାଧୀନତା ଆନ୍ଦୋଳନର…
ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ, ହେବ ବଡ଼ ଘୋଷଣା
ସୁନ୍ଦରଗଡ଼,୨୪ା୧୧(ଜୟ ନାରାୟଣ ମେଣ୍ଡୁଳି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଆସି ସୁନ୍ଦରଗଡ଼…
ମହତାବଙ୍କ ଜୀବନୀ ଉପରେ ବାୟୋପିକ୍ କରାଯିବ
ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ଓଡ଼ିଶାର ସାମାଜିକ, ରାଜନୈତିକ ଏବଂ ଅର୍ଥନୈତିକ ଇତିହାସରେ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୀବନୀ ଓ କୃତିତ୍ୱ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ। ସେ ଓଡ଼ିଶା ସ୍ବାଧୀନତା ଆନ୍ଦୋଳନରେ କ୍ରାନ୍ତି ଆଣିଥିଲେ। ମହତାବଙ୍କ ବିନା ଆଧୁନିକ ଓଡ଼ିଶାର କଳ୍ପନା କରାଯାଇ…
‘ଧରିତ୍ରୀ ୟୁଥ୍ କନ୍କ୍ଲେଭ’: ଆଜି ‘ଧରିତ୍ରୀ କ୍ଲାଇମେଟ୍ ଗ୍ରାଣ୍ଟ୍’
ଭୁବନେଶ୍ୱର, ୨୪।୧୧ (ବନ୍ଦନା ସେଠୀ): ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ’ ପକ୍ଷରୁ ପରିବେଶକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଏ ଦିଗରେ…
ଟୋଲଗେଟକୁ ଧକ୍କାଦେଇ ହୁହୁ ହୋଇ ଜଳିଲା କଣ୍ଟେନର: ଡ୍ରାଇଭର ଜୀବନ୍ତ ଦଗ୍ଧ, ହେଲ୍ପର ବି…
ବାଲେଶ୍ୱର,୨୪।୧୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଟୋଲଗେଟକୁ ଧକ୍କାଦେଇ କଣ୍ଟେନର ହଠାତ୍ ହୁତୁହୁତୁ ହୋଇ ଜଳିଲା। ଏଥିରେ କଣ୍ଟେନର ଭିତରେ…
Archives


